Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ପ୍ରଚଣ୍ଡ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି
ବିଚିତ୍ର ପାଗ ଦେଖିବାକୁ ମିଳିଛି। ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋହଲା ପାଗ ରହୁଛି। ତାପମାତ୍ରା ସେତେଟା ଅଧିକ ରହୁନାହିଁ। ତେବେ ଦିନ ଯେମିତି ବଢ଼ୁଛି, ତାତି ବଢ଼ି ବଢ଼ି ଚାଲୁଛି। ପୂର୍ବାହ୍ନ ସାଢ଼େ ୧୧ଟା ବେଳକୁ ତାପମାତ୍ରା ୩୭ ଡିଗ୍ରି ଡେଇଁଯିବା ସହ ପ୍ରଚଣ୍ଡ ଗୁଳୁଗୁଳି ଜନଜୀବନକୁ…
ଖରା ତାତିରୁ ମିଳିବ ମୁକ୍ତି
ଆଜି କେରଳରେ ପହଞ୍ଚିବ ମୌସୂମୀ ବର୍ଷା । ଦକ୍ଷିଣ-ପଶ୍ଚିମ ମୌସୂମୀ ବାୟୁ ଆଜି କେରଳରେ ପାଦ ଥାପିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏଥିପାଇଁ ପାଗ ମଧ୍ୟ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ତେବେ ଦେଶରେ ମୌସୂମୀର ଆଗମନ ପରେ ଗ୍ରୀଷ୍ମ ଲହରୀ ସାମାନ୍ୟ କମ୍ ହୋଇପାରେ । ବର୍ତ୍ତମାନ…
ଭୀଷଣ ଗ୍ରୀଷ୍ମ ପ୍ରବାହ ଚେତାବନୀ , ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ରାଜ୍ୟରେ ଅସମ୍ଭାଳ ହେଲାଣି ଗ୍ରୀଷ୍ମ ପ୍ରବାହ । ଅସହ୍ୟ ଖରା ଓ ଗୁଳୁଗୁଳିକୁ ନେଇ ସତର୍କ କଲେ ଏସଆରସି । ବିଶେଷ କରି ପଶ୍ଚିମ ଓଡିଶା ପାଇଁ ଭୀଷଣ ଗ୍ରୀଷ୍ମ ପ୍ରବାହ ଚେତାବନୀ ଦିଆଯାଇଛି । ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଏନେଇ ସତର୍କ କରାଇଛନ୍ତି ଏସଆରସି ।…
ପ୍ରବଳ ଗ୍ରୀଷ୍ମପ୍ରବାହ
ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ କୁହାଯାଇଛି ଯେ ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ଦିଲ୍ଲୀ, ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ ଓ ରାଜସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଆଜି ଦିଲ୍ଲୀର ମୁଙ୍ଗେଶପୁରରେ ସର୍ବୋଚ୍ଚ ତାପମାତ୍ରା ୪୯.୯ ଡିଗ୍ରି ରେକର୍ଡ କରାଯାଇଛି। ଉତ୍ତର…
ଜୁନ୍ରେ ଦେଶରେ ସ୍ବାଭାବିକ ବର୍ଷା
ଆସନ୍ତା ୪ ଦିନ ଅର୍ଥାତ୍ ମେ’ ୩୧ ମଧ୍ୟରେ ମୌସୁମୀ ଭାରତ ଭୂଖଣ୍ଡରେ ପ୍ରବେଶ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପୂର୍ବାନୁମାନ କରିଛି। ଏଥିସହ ଚଳିତ ମୌସୁମୀ ଋତୁରେ ସାରା ଦେଶରେ ସ୍ବାଭାବିକ ବର୍ଷା ହେବା ନେଇ ଆକଳନ କରାଯାଇଛି। ଆଇଏମ୍ଡି ପକ୍ଷରୁ କୁହାଯାଇଛି ଯେ ଜୁନ୍ରୁ…
ଆଜିଠାରୁ ପୁଣି ବଢ଼ିବ ତାପମାତ୍ରା
ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ରେମାଲ’ ଆଜି ଭୀଷଣ ବାତ୍ୟାର ରୂପ ନେଇ ମଧ୍ୟରାତ୍ରିରେ ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳକୁ ସାଗର ଦ୍ୱୀପ ଓ ଖେପୁପରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିଛି। ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ପାଖାପାଖି ୧୨୦ କିଲୋମିଟର ରହିଥିବା…
ଆଜି ମାଡ଼ ହେବ ‘ରେମାଲ’: ଉପକୂଳରେ ବର୍ଷା ସହ ପବନ ସମ୍ଭାବନା
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହୋଇଛି। ଏହାର ନାମକରଣ ‘ରେମାଲ’ କରାଯାଇଛି। ବାତ୍ୟାଟି ଘଣ୍ଟାପ୍ରତି ୧୬ କିମି ବେଗରେ ଗତି କରୁଛି। ବାତ୍ୟା…
ବାତ୍ୟା ରୂପ ନେଲା‘ରେମାଲ’
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଜି ସକାଳେ ଆହୁରି ଘନୀଭୂତ ହୋଇ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତ ରୂପ ନେଇଥିଲା। ପରବର୍ତ୍ତୀ ସମୟରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ବାତ୍ୟାରେ…
ଆସୁଛି ବାତ୍ୟା ‘ରେମାଲ’
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶଙ୍କ ମନୋରମା ମହାପାତ୍ରଙ୍କ କହିବାନୁସାରେ, ବାତ୍ୟା ‘ରେମାଲ’ ଏବେ ଉତ୍ତର ପୂର୍ବ ଦେଇ ବାଂଲାଦେଶ ମୁହାଁ ଗତି କରୁଛି । ଏହା ୨୬ ତାରିଖ ସୁଦ୍ଧା ମଧ୍ୟରାତ୍ରରେ ଲ୍ୟାଣ୍ଡଫଲ କରିବାର ସୂଚନା ମିଳିଛି ।ବାତ୍ୟା ରେମଲ ବାଂଲାଦେଶର ଉପକୂଳ ଅଞ୍ଚଳରୁ…
ବଙ୍ଗ ଉପକୂଳ ଛୁଇଁବ
ରାଜ୍ୟରେ ପ୍ରବଳ ଗରମ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ। ସେହିପରି ଅନ୍ୟପକ୍ଷରେ ଉତ୍ତରାଖଣ୍ଡରେ ବର୍ଷା ରଚିଛି ତାଣ୍ଡବ। କେଉଁଠି ବାଦଲ ଫାଟିଲାଣି ତ ଆଉ କେଉଁଠି ପ୍ରବଳ ବର୍ଷା ଯୋଗୁ ରାସ୍ତା ଧୋଇ ହୋଇଗଲାଣି। ରାସ୍ତା ଧୋଇ ହୋଇଯିବାରୁ ଅନେକ ଗାଁର ଯୋଗଯୋଗା ବିଛିନ୍ନ ହୋଇଛି। । ଏଠି…