Trending
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
Browsing Category
Weather Report
News about state of the atmosphere
ଆଜିଠାରୁ ପୁଣି ବଢ଼ିଲା ଥଣ୍ଡା
ଆଜିଠାରୁ ପୁଣି ବଢ଼ିଲା ଥଣ୍ଡା । ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିଛି। ଶନିବାର ଯାଏ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି।
ମଙ୍ଗଳବାର ରାତିରେ ଜି. ଉଦୟଗିରି, ଦାରିଙ୍ଗବାଡ଼ି, ଚିପିଲିମା, ଫୁଲବାଣୀ, ବୌଦ୍ଧ…
ଆସନ୍ତା ୩ ଦିନରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ କମିପାରେ
ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ ଝାଡ଼ସୁଗୁଡ଼ା ଜିଲ୍ଲାରେ ସକାଳୁ କୁହୁଡ଼ିର ଆସ୍ତରଣ ଦେଖାଯିବ। ରାଜ୍ୟରେ ଶୀତ ପ୍ରକୋପ କମିଥିବା ବେଳେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଝାରସୁଗୁଡ଼ାଠାରେ ୧୧.୫ ଡିଗ୍ରି ରେକର୍ଡ ହୋଇଛି । ଏଥିସହ ଦାରିଙ୍ଗିବାଡ଼ିରେ ୧୨.୫ ଡିଗ୍ରି ରାତି ତାପମାତ୍ରା ରହିଥିଲା।…
ଆସନ୍ତା ୪ ତାରିଖରୁ ଥଣ୍ଡା ପୁଣି ବଢ଼ିବ
ଆସନ୍ତା ୪ ତାରିଖରୁ ଥଣ୍ଡା ପୁଣି ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ ଖସିଯିବ । ଏବେ ପାରଦ ଉପରମୁହାଁ ହେବା ଯୋଗୁ ଅନେକ ସ୍ଥାନରୁ ଥଣ୍ଡା କମିଯାଇଛି । କିନ୍ତୁ ୨ଦିନ ପରେ ଥଣ୍ଡା ପୁଣି ବଢ଼ିଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୨ ଓ ୩ ତାରିଖ ରାତିରେ ରାଜ୍ୟର ଅଧିକାଂଶ…
ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ବର୍ଷା ସମ୍ଭାବନା
ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ବଢ଼ିଛି। ଫଳରେ ଶୀତ ପ୍ରକୋପ କମିଛି। ଉପକୂଳବର୍ତ୍ତୀ କିଛି ଅଞ୍ଚଳରେ ପାରଦ ୨୦ ଡିଗ୍ରୀ ଛୁଇଁଛି। ପାହାଡ଼ିଆ ଅଞ୍ଚଳ ଗୁଡ଼ିକରେ ରାତି ତାପମାତ୍ରା ୧୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରହିଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ଶୀତ ପଡ଼ିବା…
ଆସନ୍ତା ୪ ଦିନ କମିବ ଶୀତର ପ୍ରକୋପ
ଏବେ ରାଜ୍ୟରେ ଥଣ୍ଡା ଜାରି ରହିଥିବା ବେଳେ ମଙ୍ଗଳ ଓ ବୁଧବାର ରାତି ଅପେକ୍ଷା ସାମାନ୍ୟ ଆଶ୍ବସ୍ତି ମିଳିଛି। ତଥାପି ଦାରିଙ୍ଗବାଡ଼ି ଓ ଫୁଲବାଣୀର ରାତି ତାପମାତ୍ରା ୧୦ ଡିଗ୍ରିରେ ରହିଥିବା ବେଳେ କୋରାପୁଟରେ ୧୦.୨ ଡିଗ୍ରି, ଝାରସୁଗୁଡ଼ାରେ ୧୦.୪ ଡିଗ୍ରି, ନବରଙ୍ଗପୁରରେ ୧୦.୮ ଡିଗ୍ରି ଓ…
ସାରା ରାଜ୍ୟରେ ଥଣ୍ଡାର ପ୍ରକୋପ, ଜାଡ଼ ମାଡ଼ରେ ଅସ୍ତବ୍ୟସ୍ତ ଜନଜୀବନ
ଖସୁଛି ପାରଦ, ବଢୁଛି ଶୀତ । ସାରା ରାଜ୍ୟରେ ଏବେ ଲାଗିରହିଛି ଥଣ୍ଡାର ପ୍ରକୋପ । ଦିନ ୪ଟା ପରେ ବାହାରକୁ ବାହାରିଲେ ଦେହ ହାତ ଥରିଯାଉଛି । ସନ୍ଧ୍ୟା ହେଲେ ତ ଜାଡ଼ ମାଡ଼ରେ ଅସ୍ତବ୍ୟସ୍ତ ହୋଇଯାଉଛି ଜନଜୀବନ । ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ସବୁଠି ପ୍ରବଳ ଥଣ୍ଡା ।
କିଛି ଜାଗାରେ…
ପ୍ରାୟ ଗୋଟିଏ ସପ୍ତାହର ବ୍ୟବଧାନ ପରେ ପୁଣି ଥରେ ଶୀତ ଆରମ୍ଭ
ଚଳିତ ବର୍ଷ ବିଳମ୍ବରେ ଶୀତର ଆଗମନ ହୋଇଥିବା ବେଳେ ଏକପ୍ରକାର ଲୁଚକାଳି ଖେଳ ଖେଳୁଛି। ପ୍ରାୟ ଗୋଟିଏ ସପ୍ତାହର ବ୍ୟବଧାନ ପରେ ପୁଣି ଥରେ ଶୀତ ଆରମ୍ଭ ହୋଇଯାଇଛି। ଲୋକେ ଗରମ ପୋଶାକ ଓ ନିଆଁ ପାଖରେ ବସିବାକୁ ମନ କରୁଛନ୍ତି। କନ୍ଧମାଳ ସମେତ ସମେତ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଶୀତର ପ୍ରଭାବ…
ଆସନ୍ତା ୨୪ ଘଣ୍ଟାରେ ବାତ୍ୟା
ଆସନ୍ତା ୨୪ ଘଣ୍ଟାରେ ବାତ୍ୟା ! ମାଲେସିୟା ଓ ମଲ୍ଲକା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବର୍ତ୍ତମାନ ଗୋଟିଏ ସ୍ପଷ୍ଟ ଲଘୁଚାପ ରହିଛି । ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗୋଟିଏ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସ୍ପଷ୍ଟ ଲଘୁଚାପ…
୨୭ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା
୨୭ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ଓଡ଼ିଶା ଉପରେ ପ୍ରଭାବ ନେଇ ହୋଇନି ସ୍ପଷ୍ଟ । ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ପାଇଁ ପାଗ ଅନୁକୂଳ ହେଉଥିବା ବେଳେ ମାଲେସିଆ ଓ ସଂଲଗ୍ନ ମାଲାକ୍ସ ପ୍ରଣାଳୀ ଉପରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ…
ଆସୁଛି ବାତ୍ୟା
ବଙ୍ଗୋପସାଗରରେ ବାତ୍ୟା ହେବା ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ପୂର୍ବରୁ ବିଶ୍ୱସ୍ତରୀୟ ବିଭିନ୍ନ ମଡେଲ ବାତ୍ୟା ହେବା ନେଇ ପୂର୍ବାନୁମାନ କରିଥିବାବେଳେ ଏବେ ଭାରତୀୟ ପାଣିପାଗ ବିଭାଗ ମଧ୍ୟ ଏ ସଂକ୍ରାନ୍ତରେ ସୂଚନା ଦେଇଛି। ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ନେଇ ଆକଳନ…