Trending
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
Browsing Category
Weather Report
News about state of the atmosphere
ମୌସୁମୀ ଯେମିତି ସାରା ଦେଶରୁ ଏକରକମ ଗାଏବ,ମେଘ ବାଦଲ ବି ଦେଖାଯାଉନି ସାଟେଲାଇଟରେ
ପାଣିପାଗ ବିଭାଗ କହୁଛି, ମୌସୁମୀ ଆଗକୁ ବଢ଼ୁଛି । ପାଗ ଅନୁକୂଳ, ଆହୁରି ଆଗକୁ ମାଡ଼ି ଚାଲିବ । ମାନଚିତ୍ରରେ ଗାର କାଟି ଦେଖାଇ ଦେଲେ ଉପକୂଳ ଓଡ଼ିଶାକୁ ପଶିଗଲା । ହେଲେ ଲୋକେ କହୁଛନ୍ତି, ଇଏ କି ପ୍ରକାର ମୌସୁମୀ ? ଆସୁଛି, ଛୁଉଁଛି । ବର୍ଷା କାହିଁ ? ସାଟେଲାଇଟ ଚିତ୍ର ଦେଖିଲେ ଲାଗୁଛି, ମୌସୁମୀ…
ଓଡ଼ିଶା ଛୁଇଁଲା ମୌସୁମୀ ,ହେଲେ ନିଅଣ୍ଟିଆ! ବର୍ଷା ରେକର୍ଡ
ଓଡ଼ିଶା ଛୁଇଁଲା ମୌସୁମୀ । ହେଲେ ନିଅଣ୍ଟିଆ! ବର୍ଷା ରେକର୍ଡ । ଚାଷୀଙ୍କ ମନରେ ବଢ଼ିଲା ଚିନ୍ତା । ଜୁନ୍ ୧୨ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ପ୍ରବେଶ କରିଛି । ଫଳରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଓ ହାଲୁକା ବର୍ଷା ଯୋଗୁଁ ପ୍ରଚଣ୍ଡ ତାତିରୁ ସାମାନ୍ୟ ଆଶ୍ୱସ୍ତି…
ଓଡ଼ିଶାରେ ପ୍ରବେଶ କଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ-ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା
ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ । ଓଡ଼ିଶାରେ ପ୍ରବେଶ କଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଲା । ଉତ୍ତର ଓଡ଼ିଶା ଦିଗରୁ ରାଜ୍ୟରେ ପ୍ରବେଶ କଲା ମୌସୁମୀ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପଟେ, ଗୁରୁବାର ଦିନର ସୂଚନାଥିଲା କି ଓଡ଼ିଶାରେ…
ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ ଜାରି
ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ ଜାରି । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେ କାଳବୈଶାଖୀ ପ୍ରଭାବରେ ଉପୁଡିଲା ଗଛ, ଛିଡ଼ିଲା ବିଜୁଳି ତାର । ରାସ୍ତାରେ ଗଛ ପଡ଼ି ରାସ୍ତା ଅବରୋଧ ହେବା ସହ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଛି । ପୁରୁଣା କଟକ- ସମ୍ବଲପୁର ରାସ୍ତାରେ ଗଛ ପଡ଼ିଥିବାରୁ…
ଆଗାମୀ ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ
ଆଗାମୀ ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ । ଆସନ୍ତା ୧୩ ତାରିଖ ବେଳକୁ ଦୁଇରୁ ୪ ଡିଗ୍ରୀ ସେଲସିୟସ ତାପମାତ୍ରା ହ୍ରାସ ପାଇବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ଦୁଇ ଦିନ ଯାଏ ଲାଗି ରହିବ ଗରମ ଗୁଳୁଗୁଳି । ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ…
ଆଗାମୀ ୨-୩ ଦିନରେ ମୌସୁମୀ ଓଡ଼ିଶା ଛୁଇଁବ – ପାଣିପାଗ ବିଭାଗ
ଆଗାମୀ ୨-୩ ଦିନରେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ପାଣିପାଗ ବିଭାଗ ଆକଳନ କରିଥିଲା। ହେଲେ ଏ ଅପେକ୍ଷା ସାମାନ୍ୟ ଲମ୍ବିପାରେ। ପାଣିପାଗ ବିଭାଗର ତାଜା ପୂର୍ବାନୁମାନ କହୁଛି, ମୌସୁମୀ ଓଡ଼ିଶା ଛୁଇଁବାକୁ ଆହୁରି ୪-୫ ଦିନ ସମୟ ଲାଗିପାରେ। ଅର୍ଥାତ୍ ୧୩ ୧୪ ତାରିଖ ବେଳକୁ (ରଜ ସମୟରେ) ଆସିପାରେ…
ଆସନ୍ତା ୨ରୁ ୩ ଦିନରେ ଓଡ଼ିଶାରେ ପହଞ୍ଚିବ ମୌସୁମୀ
ଆସନ୍ତା ୨ରୁ ୩ ଦିନରେ ଓଡ଼ିଶାରେ ପହଞ୍ଚିବ ମୌସୁମୀ । ରାଜ୍ୟକୁ ଅଗ୍ରସର ହେବାକୁ ପାଗ ଅନୁକୂଳ ଅଛି । ୧୧ ତାରିଖ ସୁଦ୍ଧା ଓଡ଼ିଶା ସମେତ ଛତିଶଗଡ଼, ପଶ୍ଚିମବଙ୍ଗ ଓ ସିକିମରେ ମୌସୁମୀ ପହଞ୍ଚିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି ) ଆକଳନ କରିଛି ।
ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର…
ଆସନ୍ତା ତିନି ଦିନ ହେବ ନିଆଁବର୍ଷା
ତାତିରୁ ନିସ୍ତାର ନାହିଁ । ଆହୁରି ଜଳାଇବ। ନିଆଁବର୍ଷା ଜାରି ରହିବ। ଆସନ୍ତା ତିନି ଦିନ ତାପମାତ୍ରା ଆହୁରି ୩ ଡିଗ୍ରୀ ବଢ଼ିପାରେ। ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରଚଣ୍ଡ ତାତି ଓ ଗୁଳୁଗୁଳି ଅନୁଭୂତ ହେବ। ଏଭଳି ସତର୍କ କରାଇଛି ପାଣିପାଗ ବିଭାଗ।
ରବିବାର ରାଜଧାନୀ ସମେତ ପଶ୍ଚିମ…
ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ପ୍ରଭାବ
ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ସାମାନ୍ୟ କମିଲା ତାତି । ରାଜଧାନୀ ସମେତ ରାଜ୍ୟର ଏକାଧିକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି । ମଧ୍ୟାହ୍ନରେ ଭୟଙ୍କର ତାତି ଓ ଗୁଳୁଗୁଳି ପରେ ଅପରାହ୍ଣରେ ଭୀଷଣ ବର୍ଷା । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଲାଗି ରହିବ । ବିଭିନ୍ନ ଜିଲ୍ଲାକୁ…
କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
ରାଜଧାନୀରେ ବଦଳିଲା ପାଗ । ତତଲା ଖରାରୁ ମିଳିଲା ଆଶ୍ୱସ୍ତି । କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା । ଏପିରିକି ରାଜଧାନୀରେ ୪୦ ରୁ ୫୦ କିମି ବେଗରେ ପବନ ବହୁଥିବାର ଅନୁମାନ କରାଯାଉଛି ।
ଗୋଟିଏ ପଟେ ମୌସୁମୀ କେରଳମ୍ ଛୁଇଁ ସାରିଲାଣି । ଏବେ ଗୋଆ ଛୁଇଁଛି …