Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Weather Report
News about state of the atmosphere
ଜଳୁଛି ଓଡିଶା
ଦିନ ତାପମାତ୍ରା ବଢ଼ିବାରେ ଲାଗିଛି। ଆଗାମୀ ଦିନରେ ଏହି ପବନର ପ୍ରଭାବ ଆହୁରି ବୃଦ୍ଧି ପାଇପାରେ। ଫଳରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୪ରୁ ୬ ଡିଗ୍ରି ବଢ଼ିବା ସହ କିଛି ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ (ହିଟ୍ୱେଭ୍) ପରିସ୍ଥିତି ଉପୁଜିବ। ତାହାକୁ ନଜରରେ ରଖି ୧୮…
ପୁଣି ଫେରିଲା ତାତି
ରାଜ୍ୟରେ ଆଜିଠୁ ତାତି ବଢି ବୋଲି ରେକର୍ଡ କରାଯାଇଛି । ତେବେ ଏହାରି ମଧ୍ୟରେ ଆଜି ସବୁଠାରୁ ଉତ୍ତପ୍ତ ସହର ହେଉଛି ପାରଳାଖେମୁଣ୍ଡି । ପାରଳାଖେମୁଣ୍ଡିର ତାପମାତ୍ରା ୩୯.୫ ଡିଗ୍ରୀ ରେକର୍ଡ କରାଯାଇଛି ।ସୂଚନାନୁଯାୟୀ, ବାରିପଦାରେ ୩୯ ଡିଗ୍ରୀ ଥିବା ବେଳେ, ଚାନ୍ଦବାଲିରେ ୩୮.୬ ଡଗ୍ରୀ ରହିଛି ।…
ସାଂଘାତିକ ଖରା
ବଢିବ ତାତି, ଉପରମୁହାଁ ହେବ ପାରଦ । ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏପରିକି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୧୫ ଡିଗ୍ରୀ ଯାଏ ବଢିବ ବୋଲି ମଧ୍ୟ ସୂଚନା ଦିଆଯାଇଛି ।…
୧୩ରୁ ରାଜ୍ୟରେ ଶୁଷ୍କ ବାୟୁ ପ୍ରବାହ ବଢ଼ିବ
ରାଜ୍ୟରେ ପାଗରେ ପରବର୍ତ୍ତନ ହେବା ସହିତ ଧୀରେଧୀରେ ତାପମାତ୍ରା ବୃଦ୍ଧି ପାଇବ । ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୬-୮ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ । ଏହାଫଳରେ ରାଜ୍ୟରେ ପୁଣି ଥରେ ତାପମାତ୍ରା ୪୦ ଡିଗ୍ରୀରେ ପହଞ୍ଚିବ । ୧୩ରୁ ରାଜ୍ୟରେ ଶୁଷ୍କ ବାୟୁ ପ୍ରବାହ ବଢ଼ିବ…
ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା
ଆଜି ସକାଳୁ ପାଗ ମେଘୁଆ ରହିଛି। କାଳବୈଶାଖୀର ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ।୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟ ଉପରେ ବର୍ତ୍ତମାନ ଏକ ପଶ୍ଚିମା ଝଡ଼…
୧୩ରୁ ବଢିବ ତାତି
ଆସନ୍ତା ୧୩ ତାରିଖରୁ ସାରା ରାଜ୍ୟରେ ତାପମାତ୍ରା ଆହୁରି ବୃଦ୍ଧି ପାଇବାକୁ ଯାଉଛି । ୧୩ ତାରିଖ ପରଠାରୁ ତାତି ଆହୁରି ବଢିବ ବୋଲି ସୂଚନା ଦିଆଯାଇଛି । ଏହାସହିତ ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରଭାବ ବୃଦ୍ଧି ସହ ଦିନର ତାପମାତ୍ରା ମଧ୍ୟ ଉପରକୁ ଉଠିବ ବୋଲି ପାଣିପାଗ ବିଭାଗ ସୂଚନା…
୨୪ ଘଣ୍ଟା ମଧ୍ୟରେ ପ୍ରବଳ ଛେଚିବ
ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି । ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟ ଉପରେ ବର୍ତ୍ତମାନ ଏକ ପଶ୍ଚିମା ଝଡ଼ ସକ୍ରିୟ ହୋଇଥିବା ବେଳେ ବାୟୁମଣ୍ଡଳର ଉପରିଭାଗରେ ଏକ ନିମ୍ନଚାପରେଖା ସୃଷ୍ଟି ହୋଇଛି। ଏହାସହ ଉପକୂଳ ଓଡ଼ିଶାରେ ଏକ ଗୁରୁଚାପବଳୟ…
ତାତିରୁ ମିଳିବ ଆଶ୍ୱସ୍ତି
ଆଜି ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା କମ୍ ରହିଛି । ଆସନ୍ତା ୨ ଦିନ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏ…
ବଢିଲା ତାତି
ଗତକାଲି ଅପେକ୍ଷା ଆଜି ଭୁବନେଶ୍ୱରର ତାପମାତ୍ରା କମିଛି । ସେହିପରି ଆଜି ରାଜ୍ୟରେ ୪ ସହରର ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି । ୪୩.୫ ଡିଗ୍ରୀ ତାପମାତ୍ରା ସହ ଆଜି ଅନୁଗୁଳୁ ସବୁଠୁ ଉତ୍ତପ୍ତ । ମାଲକାନଗିରିରେ ୪୩.୨, ବୌଦ୍ଧ ଓ ଟିଟିଲାଗଡ଼ରେ ୪୩ ଡିଗ୍ରୀ ରେକର୍ଡ କରିଛି ।ଆଜି କଟକରେ ତାପମାତ୍ରା…
ଆକାଶରୁ ଅଗ୍ନି ବର୍ଷା
ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।ସକାଳ ସାଢ଼େ ୮ଟା ବେଳକୁ ଟାଇଁ ଟାଇଁ ଖରା। ଶରୀରରୁ ଗମ୍ଗମ୍ ହୋଇ ଝାଳ ବୋହି ଯାଉଥାଏ। ବାହାରକୁ ବାହାରିବା ତ ଦୂରେ ଥାଉ; ଘର ଭିତରେ ଥାଇ ମଧ୍ୟ ଅସ୍ତବ୍ୟସ୍ତ ହୋଇପଡ଼ୁଥାନ୍ତି ସହରବାସୀ। ସମୟ ଯେତିକି ଗଡ଼ୁଥାଏ ତାତି ସେହି ଅନୁଯାୟୀ…