Browsing Category

Weather Report

News about state of the atmosphere

ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ

ଆଜି ପ୍ରବଳ ବର୍ଷା ନେଇ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୯ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । କିଛି ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ହେଲେ ବି ଉପକୂଳ ଓଡ଼ିଶାରେ ଗରମ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।  ରାଜ୍ୟର…

ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । କଟକ, ଭୁବନେଶ୍ବରରେ ମଧ୍ୟ ବର୍ଷା ହେଉଛି  । ଆସନ୍ତା ତିନି ଦିନ ପୁଣି ବର୍ଷା ହେବ । ଦୁଇଦିନ ପରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ନେଇ ୧୭ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରିଛି…

ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ବର:  ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ  ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ଦିନତମାମ୍‌ ବର୍ଷା ଜାରି ରହିବ ।   ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ରାଜ୍ୟର ବିଭିନ୍ନ ସ୍ଥାନ ଯଥା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର,…

ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଦିଗରୁ ତାର ସ୍ବାଭାବିକ ଅବସ୍ଥାନକୁ ଫେରିବ ମୌସୁମୀ ନିମ୍ନ ଚାପରେଖା । ମୌସୁମୀ ସକ୍ରିୟ ହେବା ସହ ରାଜ୍ୟରେ ବଢିବ ବର୍ଷାର…

୫ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ବର:  ରାଜ୍ୟରେ  ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ମାତ୍ରାରେ ବର୍ଷା ସମ୍ଭାବନା ରହିଛି । ସେଥିପାଇଁ ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।  ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ମଧ୍ୟ ବଜ୍ରପାତ ନେଇ ସତର୍କତା କରାଯାଇଛି ।…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ସମ୍ଭାବନା । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଥିବା ବେଳେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି ।…

ରାଜ୍ୟରେ ଦୁର୍ବଳ ହେଲା ମୌସୁମୀ

ଭୁବନେଶ୍ବର: ରାଜ୍ୟରେ ଦୁର୍ବଳ ହେଲା ମୌସୁମୀ। ବର୍ତ୍ତମାନ ସ୍ବାଭାବିକ ଠାରୁ ଉତ୍ତର ଦିଗରେ ରହିଛି ମୌସୁମୀ ନିମ୍ନ ଚାପରେଖା । ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଡ ବର୍ଷା ନାହିଁ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ…

ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା

ଭୁବନେଶ୍ୱର :  ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ଆସନ୍ତା ୧୪ ରୁ ୧୭ ତାରିଖ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରଭାବିତ ହେବ ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲା । ୧୩ ତାରିଖରେ ଗାଙ୍ଗେୟ ଉପତ୍ୟାକା ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା…

ରାଜ୍ୟରେ ଆଉ ନାହିଁ ବନ୍ୟା ସ୍ଥିତି

ଭୁବନେଶ୍ବର: ରାଜ୍ୟରେ ଆଉ ନାହିଁ ବନ୍ୟା ସ୍ଥିତି । ହୀରାକୁଦକୁ ଜଳ ପ୍ରବାହ କମିଛି । ୫ଲକ୍ଷ କ୍ୟୁସେକ୍ ଥିଲା, ତାହା କମିଛି । ହୀରାକୁଦ ଜଳଭଣ୍ଡାରର ଆଉ ୫ ଗେଟ୍ ଖୋଲିଛି । ଜଳସ୍ତର ଏବେ ୬୨୦.୫୮ ଫୁଟ ରହିଛି । ୧୭ ଗେଟ ଖୋଲା ଅଛି ।ବାମପଟୁ ୧୧, ଦକ୍ଷିଣ ପଟୁ ୬ଟି ଗେଟ୍ ଦେଇ ବନ୍ୟାଜଳ…

ଅପରାହ୍ନରେ ହୀରାକୁଦର ଅଧିକ ଗେଟ୍ ଖୋଲିବା ସମ୍ଭାବନା

ଭୁବନେଶ୍ୱର: ଲଗାଣ ବର୍ଷା କେବଳ ଉତ୍ତରଭାରତର ମୁଣ୍ଡବ୍ୟଥା ବଢ଼ାଇନି ଓଡ଼ିଶାରେ ବି ସମସ୍ୟା ଆଣିଛି । ବର୍ଷା ପାଇଁ ଲୋକେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି । ସେପଟେ ମୁଣ୍ଡଳୀରେ ୭ ଲକ୍ଷ କ୍ୟୁସେକ ତଳେ ମହାନଦୀ ବନ୍ୟାଜଳ ପ୍ରବାହିତ ହେଉଛି । ବନ୍ୟାସ୍ଥିତି ନେଇ ଜଳସମ୍ପଦ ବିଭାଗ ସର୍ବୋଚ୍ଚ…