Trending
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
- ୭୦ ବର୍ଷ ପରେ ନୂଆ ରୂପ ନେବ ଲୋକସେବା ଭବନ ଓ ବିଧାନସଭା, ଭତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Weather Report
News about state of the atmosphere
ନଦୀରେ ବଢୁଛି ପାଣି: ବନ୍ୟା ଆଶଙ୍କା
ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି । ଲଗାଣ ବର୍ଷା ପାଇଁ ଏବେ ଚାରିଆଡ଼େ ପାଣି । ପଶ୍ଚିମ ଓଡ଼ିଶା, ଉପକୂଳ ଓଡ଼ିଶାରେ ଆଜି ବି ପ୍ରବଳ ବର୍ଷା ହେବ । ତେଣୁ ସତର୍କ ରହିବାକୁ ଜିଲ୍ଲା ପ୍ରଶାସକୁ ନିର୍ଦ୍ଦେଶ ରହିଛି । ଏଥିପାଇଁ ୧୦ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି ।…
ବର୍ଷା ଯୋଗୁଁ ସ୍କୁଲ ଛୁଟି ଘୋଷଣା କଲେ ୮ ଜିଲ୍ଲାପାଳ
ଭୁବନେଶ୍ବର: ଲଗାଣ ବର୍ଷା ଯୋଗୁଁ ୮ ଜିଲ୍ଲାରେ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । କେନ୍ଦୁଝର, ବଲାଙ୍ଗୀର, କଳାହାଣ୍ଡି, ଢେଙ୍କାନାଳ, ନୂଆପଡ଼ା,ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷ ଯୋଗୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ପାଇଁ…
ଲଘୁଚାପ ପ୍ରଭାବ, ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି
ଭୁବନେଶ୍ୱର : ଗତକାଲିଠୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ସକାଳୁ ପ୍ରବଳ ବର୍ଷା ହେଉଛି । ବିଶେଷକରି ଉତ୍ତର ଉପକୂଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ଆସନ୍ତାକାଲି ପର୍ଯ୍ୟନ୍ତ ଏପରି ବର୍ଷା ଜାରି ରହିବ ବୋଲି ସତର୍କତା ଜାରି କରିଛି ଆଞ୍ଚଳିକ…
ଲଘୁଚାପ ପ୍ରଭାବରେ ପୁଣି ପ୍ରବଳ ବର୍ଷା ହେବ : ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ତେବେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।
https://twitter.com/mcbbsr/status/1685586676171837440?s=20
ଏନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଏବଂ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି…
ଲଘୁଚାପ ପ୍ରଭାବରେ ବର୍ଷା ଜାରି
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି । ୫ ଦିନ ପର୍ଯ୍ୟନ୍ତ ବର୍ଷାରେ ନିସ୍ତାର ମିଳିବ ନାହିଁ । ଅଗଷ୍ଟ ୧ ଏବଂ ୨ରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଏବଂ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି…
ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା
ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ସତର୍କତା ଜାରି ହୋଇଛି । ମୈାସୁମୀ ପ୍ରଭାବରେ କାଲିଠୁ…
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି
ଭୁବନେଶ୍ୱର: ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ଘଣ୍ଟାପ୍ରତି…
ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ଫଳରେ ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ବିଶେଷ…
୩ ଦିନ ବର୍ଷା
ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ତଥା ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ୨୫ ତାରିଖରୁ ବର୍ଷାର ପରିମାଣ ବଢ଼ିବ। …
ବନ୍ୟା ପରିସ୍ଥିତି ପ୍ରଭାବରେ ଉତ୍ତର ଭାରତରେ ବ୍ୟାପକ କ୍ଷୟକ୍ଷତି
ନୂଆଦିଲ୍ଲୀ: ଲଗାଣ ବର୍ଷା ଫଳରେ ହିମାଳଚପ୍ରଦେଶ ଓ ଉତ୍ତରାଖଣ୍ଡ ସମେତ ଦେଶର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କ୍ଷୟକ୍ଷତି ପରିମାଣ ୧୦-୧୫ ହଜାର କୋଟି ଟଙ୍କା ହେବ ବୋଲି ଏସ୍ବିଆଇ ପକ୍ଷରୁ ପ୍ରସ୍ତୁତ ଇକୋରାପ୍ ରିପୋର୍ଟରେ…