Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
୨୪ ଘଣ୍ଟା ମଧ୍ୟରେ ପ୍ରବଳ ଛେଚିବ
ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି । ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟ ଉପରେ ବର୍ତ୍ତମାନ ଏକ ପଶ୍ଚିମା ଝଡ଼ ସକ୍ରିୟ ହୋଇଥିବା ବେଳେ ବାୟୁମଣ୍ଡଳର ଉପରିଭାଗରେ ଏକ ନିମ୍ନଚାପରେଖା ସୃଷ୍ଟି ହୋଇଛି। ଏହାସହ ଉପକୂଳ ଓଡ଼ିଶାରେ ଏକ ଗୁରୁଚାପବଳୟ…
ତାତିରୁ ମିଳିବ ଆଶ୍ୱସ୍ତି
ଆଜି ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା କମ୍ ରହିଛି । ଆସନ୍ତା ୨ ଦିନ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏ…
ବଢିଲା ତାତି
ଗତକାଲି ଅପେକ୍ଷା ଆଜି ଭୁବନେଶ୍ୱରର ତାପମାତ୍ରା କମିଛି । ସେହିପରି ଆଜି ରାଜ୍ୟରେ ୪ ସହରର ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି । ୪୩.୫ ଡିଗ୍ରୀ ତାପମାତ୍ରା ସହ ଆଜି ଅନୁଗୁଳୁ ସବୁଠୁ ଉତ୍ତପ୍ତ । ମାଲକାନଗିରିରେ ୪୩.୨, ବୌଦ୍ଧ ଓ ଟିଟିଲାଗଡ଼ରେ ୪୩ ଡିଗ୍ରୀ ରେକର୍ଡ କରିଛି ।ଆଜି କଟକରେ ତାପମାତ୍ରା…
ଆକାଶରୁ ଅଗ୍ନି ବର୍ଷା
ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।ସକାଳ ସାଢ଼େ ୮ଟା ବେଳକୁ ଟାଇଁ ଟାଇଁ ଖରା। ଶରୀରରୁ ଗମ୍ଗମ୍ ହୋଇ ଝାଳ ବୋହି ଯାଉଥାଏ। ବାହାରକୁ ବାହାରିବା ତ ଦୂରେ ଥାଉ; ଘର ଭିତରେ ଥାଇ ମଧ୍ୟ ଅସ୍ତବ୍ୟସ୍ତ ହୋଇପଡ଼ୁଥାନ୍ତି ସହରବାସୀ। ସମୟ ଯେତିକି ଗଡ଼ୁଥାଏ ତାତି ସେହି ଅନୁଯାୟୀ…
ତାତିରୁ ନିସ୍ତାର ନାହିଁ
ଆସନ୍ତା ୬ ତାରିଖ ଯାଏ ତାତିରୁ ନାହିଁ ନିସ୍ତାର । ଯାହାକୁ ନେଇ କେଉଁଝର, ଅନୁଗୁଳ, ବୌଦ୍ଧ, ନୟାଗଡ଼, ବଲାଙ୍ଗୀର, ମାଲକାନଗିରିକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି । ଏହାସହ ରାଜ୍ୟରେ ଉଷ୍ମ ରାତିର ସ୍ଥିତି ଜାରି ରହିବ। ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆର୍ଦ୍ରତା ରହୁଛି ବୋଲି…
ସିଜୁଛି ଓଡିଶା
ଆଜି ରାଜ୍ୟର ୧୦ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରକୁ ଅତିକ୍ରମ କରିଛି । ଏଥିରେ ସର୍ବାଧିକ ତାପମାତ୍ରା ବୌଦ୍ଧ ଜିଲ୍ଲାରେ ଅନୁଭୁତ ହୋଇଛି । ଏହି ଜିଲ୍ଲାରେ ୪୧.୮ ଡିଗ୍ରୀ ରହି ସର୍ବାଧିକ ରେକର୍ଡ କରିଛି । ସେହିଭଳି ମାଲକାନଗିରିରେ ୪୧.୬, ଟିଟିଲାଗଡ଼ ଓ ବଲାଙ୍ଗିରରେ ୪୧.୫ ଡିଗ୍ରୀ ରହିଛି…
ଜଳୁଛି ଓଡ଼ିଶା
ରାଜ୍ୟରେ ସକାଳୁ ଆରମ୍ଭ ହୋଇଗଲାଣି ତାତି । ସକାଳ ୮ଟା ୩୦ ସୁଦ୍ଧା ୩୦ ଡିଗ୍ରୀ ଉପରେ ୪ ସହର । ବାଲେଶ୍ୱରରେ ସର୍ବାଧିକ ୩୨ ଡିଗ୍ରୀ ତାପମାତ୍ରା ରେକର୍ଡ କରିଛି । କଟକରେ ୩୧.୧, ଭୁବନେଶ୍ୱରରେ ୩୦.୮ ଡିଗ୍ରୀ ରେକର୍ଡ କରିଛି । ସେହିପରି ଚାନ୍ଦବାଲିରେ ୩୦.୪ ଡିଗ୍ରୀ ଖରା ଥିବା ବେଳେ ସମ୍ବଲପୁରରେ…
ସାବଧାନ ରୁହ
ରାଜ୍ୟରେ ଅସହ୍ୟ ଗରମ ଏବଂ ତାତିରେ ରାଜ୍ୟବାସୀ ଆଉଟୁ ପାଉଟୁ ହେଉଛନ୍ତି । ତେବେ ଖରା ଓ ତାତି ବଢୁଥିବା ବେଳେ ଗ୍ରୀଷ୍ମ ପ୍ରବାହକୁ ନେଇ ସତର୍କ କରାଇଛନ୍ତି ମୁଖ୍ୟ ଶାସନ ସଚିବ । ଅଂଶୁଘାତ ଏବଂ ଡାଇରିଆ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ସ୍ୱାସ୍ଥ୍ୟ ଓ…
୪୧ ଡିଗ୍ରୀ ଟପିଛି ତାପମାତ୍ରା
ରାଜ୍ୟରେ ପ୍ରବଳ ଖରା ଅନୁଭୂତ ହେଉଛି । ଚଳିତବର୍ଷ ପ୍ରଥମ ଥର ପାଇଁ ୪୧ ଡିଗ୍ରୀ ଟପିଛି ତାପମାତ୍ରା । ତେବେ ପ୍ରଥମ ରାଜ୍ୟ ଭାବରେ ମାଲକାନଗିରିରେ ତାପମାତ୍ରା ୪୧ ଡିଗ୍ରୀ ରେକର୍ଡ କରାଯାଇଛି । ତେବେ ବୌଦ୍ଧ ଏବଂ ଟିଟିଲାଗଡ଼ରେ ତାପମାତ୍ରା ୪୦.୫ ଡିଗ୍ରୀରେ ପହଞ୍ଚିଛି । ଏହାବ୍ୟତୀତ ବଲଙ୍ଗୀର…
ଟ୍ୱିନ ସିଟିରେ ମେଘୁଆ ପାଗ
ଆଜି ସକାଳୁ ସକାଳୁ ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱରରେ ମେଘୁଆ ପାଗ ଦେଖିବାକୁ ମିଳିଛି । ଟ୍ୱିନ ସିଟି ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ରହିଛି । ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କାଳବୈଶାଖୀ ପ୍ରଭାବରେ ଟ୍ୱିନ ସିଟିରେ ମେଘୁଆ ପାଗ ଅନୁଭୂତ ହୋଇଛି । ସେପଟେ ରାଜ୍ୟରେ ତାପମାତ୍ରା ମଧ୍ୟ…