Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
୧୧ଟା ହେଉଣୁ ବଢୁଛି ଖରା
ବଢୁଛି ତାତି। ଦିନ ୧୧ ଟା ହେଉଣୁ ବଢୁଛି ଖରାର ପ୍ରକୋପ। ଏମିତିକି ବାହାରକୁ ବାହାରିବା ହେଉଛି ମୁସ୍କିଲ।ମୁଖ୍ୟତଃ ପାଗ ଶୁଖିଲା ରହିବ, ଶୁଷ୍କ ବାୟୁ ପ୍ରବାହିତ ହେବ। ଏହା ସହ ପଶ୍ଚିମା ଝଡ଼ ପ୍ରଭାବରେ ତାପମାତ୍ରା ବୃଦ୍ଧି ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ…
ଉପରମୁହାଁ ହେବା ସହ ବଢୁଛି ତାତି
ପାରଦ ଉପରମୁହାଁ ହେବା ସହ ବଢୁଛି ତାତି । ଏପରିକି କେତେକ ସହରରେ ତାପମାତ୍ରା 35 ରହିଛି ଡିଗ୍ରୀ ଉପରେ ।ଏପ୍ରିଲ ପ୍ରଥମ ସପ୍ତାହରୁ ବଢିବ ପାରଦ। ମୁଖ୍ୟତଃ ପାଗ ଶୁଖିଲା ରହିବ, ଶୁଷ୍କ ବାୟୁ ପ୍ରବାହିତ ହେବ। ଏହା ସହ ପଶ୍ଚିମା ଝଡ଼ ପ୍ରଭାବରେ ତାପମାତ୍ରା ବୃଦ୍ଧି ହେବା ନେଇ ଆକଳନ କରିଛି…
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ
ଆସନ୍ତା ୨୮ ତାରିଖରୁ ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପଶ୍ଚିମ ଓଡ଼ିଶାରେ ପାରଦ ୪୦ ଡିଗ୍ରୀରୁ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ବିଶେଷକରି ବଲାଙ୍ଗୀର, ସୋନପୁର, ବୌଦ୍ଧ,…
ସାରା ରାଜ୍ୟରେ ପାରଦ ଉପରମୁହାଁ
ସାରା ରାଜ୍ୟରେ ମେଘମୁକ୍ତ ଆକାଶ ସହ ଶୁଖିଲା ପାଗ ଜାରି ରହିଛି । ଅନ୍ୟପକ୍ଷରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବାୟୁମଣ୍ଡଳରେ ଶୁଷ୍କତା ପରିମାଣ ବୃଦ୍ଧି ପାଇଛି । ଯାହାର ପ୍ରଭାବରେ ତାତି ବଢିଛି । ଏପରିକି ରାଜ୍ୟର ବହୁ ସହରରେ ତାପମାତ୍ରା ୩୫ରୁ ୩୮ ଡିଗ୍ରୀ ପର୍ଯ୍ୟନ୍ତ ଛୁଇଁଛି । ଆସନ୍ତା ୩ ଦିନ…
ଫେରୁଛି ତାତି
ରାଜ୍ୟକୁ ଫେରୁଛି ତାତି। ବେଶ କିଛି ଦିନ ଗ୍ରୀଷ୍ମ ପ୍ରବାହରୁ ମୁକ୍ତ ଥିବା ଜଳବାୟୁ ପରିବର୍ତ୍ତନ ହୋଇଛି। ଆଜି ୫ ସହରରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ଛୁଇଁଥିବା ବେଳେ ବଲାଙ୍ଗୀର ତତଲା ସହର ଭାବେ ପରିଗଣିତ ହୋଇଛି। ଏଠାରେ ୩୮ ଡିଗ୍ରି ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି।…
ବଢିବ ତାପାମାତ୍ରା
ରାଜ୍ୟରେ ଗତ କିଛିଦିନ ହେବ କାଳବୈଶାଖୀ ବର୍ଷା ଯୋଗୁଁ ତାପମାତ୍ରା କମିଯାଇଥିଲା । କିନ୍ତୁ ବର୍ତ୍ତମାନ ରାଜ୍ୟ ଦିନର ତାପମାତ୍ରା ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୮ ରୁ ୧୦ ଡିଗ୍ରୀ ବଢିବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓ…
ଆଜିଠୁ ପାଗରେ ପରିବତ୍ତନ
ଆଜିଠୁ ତାତି କରିବ ଅସ୍ତବ୍ୟସ୍ତ । ଦୁଇଦିନର ଲଗାଣ ବର୍ଷା ପରେ ଆଜିଠୁ ପାଗରେ ପରିବତ୍ତନ । ସାରା ରାଜ୍ଯରେ ବଢିବ ତାପମାତ୍ରା । ଆସନ୍ତା କାଲି ସୁଦ୍ଧା ସ୍ବାଭାବିକଠାରୁ ୮ ରୁ ୧୦ ଡିଗ୍ରୀ ତାତି ବଢିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ…
ସରିନି କାଳବୈଶାଖୀର ତାଣ୍ଡବ
ଆଜିଠୁ ପାଗରେ ପରିବର୍ତ୍ତନ ହେବା ନେଇ ଆଶା କରାଯାଉଛି । ପ୍ରବଳ କୁହୁଡ଼ି ଯୋଗୁଁ ଟ୍ୱିନ ସିଟିରେ ଯାତାୟତ ମଧ୍ୟ ବାଧାପ୍ରାପ୍ତ ହୋଇଛି । ରାସ୍ତାର ଆଗକୁ ୨୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ହେଉନଥିବାରୁ ଗାଡ଼ି ଚାଳକ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ତେବେ ଗତକାଲି କାଳବୈଶାଖୀ ପ୍ରଭାବରେ…
ଟ୍ୱିନ୍ ସିଟିରେ ତୁହାକୁ ତୁହା ବର୍ଷା
ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ଜାରି ରହିଛି ତୁହାକୁ ତୁହା ବର୍ଷା । ଏଥିପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଗାଡ଼ି ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି ।୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଜ୍ରପାତ ସମ୍ଭାବନା ଥିବା…
ଭୟାନକ କାଳବୈଶାଖୀ
ଓଡ଼ିଶାର ବିଭିନ୍ନ ଜିଲ୍ଲା କାଳବୈଶାଖୀର ପ୍ରଭାବକୁ ନେଇ ଚେତାବନୀ ଜାରି କରାଯାଇଛି । ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ବୋଲି ଆଶଙ୍କା କରାଯାଉଛି । ବିଜୁଳି, ଘଡ଼ଘଡ଼ି ସହିତ ଝଡ଼ିବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି ବେଗରେ…