Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Weather Report
News about state of the atmosphere
ଗରମକୁ ବଳିଯାଉଛି ଝାଞ୍ଜିମାଡ଼
ଗତ ତିନି ଦିନ ପରି ଆଜି ମଧ୍ୟ ରାଜ୍ୟର ସମସ୍ତ ସହରରେ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ବଳିଗଲାଣି ଝାଞ୍ଜି ମାଡ଼। ଶନିବାର ଦେଶର ଉତ୍ତପ୍ତ ସହର ପାଲଟିଥିବା ବାରିପଦାଠାରେ ଆଜି ୪୪.୬ ଡିଗ୍ରି ରେକର୍ଡ ହୋଇଛି, ଯାହାକି ଦେଶରେ ଦ୍ବିତୀୟ ସର୍ବୋଚ୍ଚ ତାପମାତ୍ରା।…
କଲବଲ କରୁଛି ତାତି
ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି ।ସକାଳ ୮ଟା ୩୦ ସୁଦ୍ଧା ୩୭ ଡିଗ୍ରୀ ସହ ବାରିପଦା ସବୁଠୁ ଉତପ୍ତ ସହର ହୋଇଥିବା ବେଳେ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ଓ କେନ୍ଦୁଝରରେ ତାପମାତ୍ରା ୪୧ ଡିଗ୍ରୀ ଛୁଇଁ ସାରିଲାଣି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଦିନ ସାଢ଼େ ୧୧ଟା…
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଦିନ ୧୦ଟାରୁ ଘରୁ ବାହାରିବା ଅସମ୍ଭବ ହୋଇ ପଡୁଛି । ତାପମାତ୍ରା ବିଭିନ୍ନ ସ୍ଥାନରେ ୪୩ ଡିଗ୍ରୀ ଉପରେ ରହୁଛି । ଏପରିକି ବହୁ ସ୍ଥାନରେ ମରୁଡି ପରି ପରିସ୍ଥିତି ସୃଷ୍ଟି ହେଲାଣି । ଏହି କ୍ରମରେ ଭାରତୀୟ ପାଣିପାଗ ବିଭାଗ ୧୪ ମାର୍ଚ୍ଚରୁ ଏପ୍ରିଲ ୧୦…
ଗୁଳୁଗୁଳି ସାଙ୍ଗକୁ ଜନଜୀବନକୁ ଅସ୍ତବ୍ୟସ୍ତ
ଭୁବନେଶ୍ବର: ସକାଳ ସାଢ଼େ ୮ଟା ବେଳେ ତାପମାତ୍ରା ଥିଲା ୩୩.୪ ଡିଗ୍ରି। ସାଢ଼େ ୧୧ଟା ବେଳକୁ ତାହା ୪୦.୬ ଡିଗ୍ରିରେ ପହଞ୍ଚିଥିଲା। ଅପରାହ୍ଣ ସାଢ଼େ ୨ଟା ବେଳକୁ ପାରଦ ୪୩.୬ ଡିଗ୍ରି ଛୁଇଁଥିଲା। ଅର୍ଥାତ୍ ୬ ଘଣ୍ଟା ମଧ୍ୟରେ ୧୦.୨ ଡିଗ୍ରି ବୃଦ୍ଧି ପାଇଥିଲା ଭୁବନେଶ୍ବର ସହରର ତାପମାତ୍ରା। କେବଳ ଯେ…
ଅସହ୍ୟ ଗରମ
ରାଜ୍ୟରେ ପ୍ରତିଦିନ ତାପମାତ୍ରା ୪୦ ଡିଗ୍ରୀ ପାର୍ ହେଉଥିବା ବେଳେ ଅସହ୍ୟ ଗରମ ଲୋକଙ୍କୁ କଲବଲ କରୁଛି । ତେବେ ଆଗାମୀ ଦିନରେ ଏହି ତାପମାତ୍ରା ଆହୁରି ବୃଦ୍ଧି ପାଇବ ବୋଲି କୁହାଯାଇଛି । ରାଜ୍ୟର କିଛି ସ୍ଥାନରେ ପ୍ରବଳ ଗରମ ସାଙ୍ଗକୁ ଅସହ୍ୟ ତାତି ଅନୁଭୂତ ହେବ । ଆସନ୍ତା ୨ ଦିନ ଭିତରେ ଏହି…
୨ ଦିନ ଭିତରେ ବୃଦ୍ଧି ପାଇବ ତାପମାତ୍ରା
ଗ୍ରୀଷ୍ମଲହରୀକୁ ନେଇ ରାଜ୍ୟରେ ହନ୍ତସନ୍ତ ହେଉଛନ୍ତି ସାଧାରଣ ଲୋକେ । ପ୍ରତିଦିନ ତାପମାତ୍ରା ୪୦ ଡିଗ୍ରୀ ପାର୍ ହେଉଥିବା ବେଳେ ଅସହ୍ୟ ଗରମ ଲୋକଙ୍କୁ କଲବଲ କରୁଛି । ତେବେ ଆଗାମୀ ଦିନରେ ଏହି ତାପମାତ୍ରା ଆହୁରି ବୃଦ୍ଧି ପାଇବ ବୋଲି କୁହାଯାଇଛି । ରାଜ୍ୟର କିଛି ସ୍ଥାନରେ ପ୍ରବଳ ଗରମ ସାଙ୍ଗକୁ…
ସିଝୁଛି ସାରା ଓଡ଼ିଶା
ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡିଛି। ମଙ୍ଗଳବାର ସକାଳ ୮ରୁ ତାପମାତ୍ରା ୩୪ ଡିଗ୍ରୀରେ ପହଞ୍ଚିଲାଣି। ମାଲକାନଗିରିରୁ ମୟୂରଭଞ୍ଜ, ଜଗତ୍ସିଂହପୁରରୁ ବରଗଡ଼ ଯାଏ ଜୀବନଯାତ୍ରା ପ୍ରଭାବିତ। ରାଜଧାନୀର…
ଜଳୁଛି ଓଡିଶା
ଦିନ ତାପମାତ୍ରା ବଢ଼ିବାରେ ଲାଗିଛି। ଆଗାମୀ ଦିନରେ ଏହି ପବନର ପ୍ରଭାବ ଆହୁରି ବୃଦ୍ଧି ପାଇପାରେ। ଫଳରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୪ରୁ ୬ ଡିଗ୍ରି ବଢ଼ିବା ସହ କିଛି ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ (ହିଟ୍ୱେଭ୍) ପରିସ୍ଥିତି ଉପୁଜିବ। ତାହାକୁ ନଜରରେ ରଖି ୧୮…
ପୁଣି ଫେରିଲା ତାତି
ରାଜ୍ୟରେ ଆଜିଠୁ ତାତି ବଢି ବୋଲି ରେକର୍ଡ କରାଯାଇଛି । ତେବେ ଏହାରି ମଧ୍ୟରେ ଆଜି ସବୁଠାରୁ ଉତ୍ତପ୍ତ ସହର ହେଉଛି ପାରଳାଖେମୁଣ୍ଡି । ପାରଳାଖେମୁଣ୍ଡିର ତାପମାତ୍ରା ୩୯.୫ ଡିଗ୍ରୀ ରେକର୍ଡ କରାଯାଇଛି ।ସୂଚନାନୁଯାୟୀ, ବାରିପଦାରେ ୩୯ ଡିଗ୍ରୀ ଥିବା ବେଳେ, ଚାନ୍ଦବାଲିରେ ୩୮.୬ ଡଗ୍ରୀ ରହିଛି ।…
ସାଂଘାତିକ ଖରା
ବଢିବ ତାତି, ଉପରମୁହାଁ ହେବ ପାରଦ । ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏପରିକି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୧୫ ଡିଗ୍ରୀ ଯାଏ ବଢିବ ବୋଲି ମଧ୍ୟ ସୂଚନା ଦିଆଯାଇଛି ।…