Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Browsing Category
Weather Report
News about state of the atmosphere
ଲଘୁଚାପ ପ୍ରଭାବରେ ବର୍ଷା ଜାରି
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି । ୫ ଦିନ ପର୍ଯ୍ୟନ୍ତ ବର୍ଷାରେ ନିସ୍ତାର ମିଳିବ ନାହିଁ । ଅଗଷ୍ଟ ୧ ଏବଂ ୨ରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଏବଂ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି…
ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା
ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ସତର୍କତା ଜାରି ହୋଇଛି । ମୈାସୁମୀ ପ୍ରଭାବରେ କାଲିଠୁ…
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି
ଭୁବନେଶ୍ୱର: ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ଘଣ୍ଟାପ୍ରତି…
ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ଫଳରେ ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ବିଶେଷ…
୩ ଦିନ ବର୍ଷା
ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ତଥା ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ୨୫ ତାରିଖରୁ ବର୍ଷାର ପରିମାଣ ବଢ଼ିବ। …
ବନ୍ୟା ପରିସ୍ଥିତି ପ୍ରଭାବରେ ଉତ୍ତର ଭାରତରେ ବ୍ୟାପକ କ୍ଷୟକ୍ଷତି
ନୂଆଦିଲ୍ଲୀ: ଲଗାଣ ବର୍ଷା ଫଳରେ ହିମାଳଚପ୍ରଦେଶ ଓ ଉତ୍ତରାଖଣ୍ଡ ସମେତ ଦେଶର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କ୍ଷୟକ୍ଷତି ପରିମାଣ ୧୦-୧୫ ହଜାର କୋଟି ଟଙ୍କା ହେବ ବୋଲି ଏସ୍ବିଆଇ ପକ୍ଷରୁ ପ୍ରସ୍ତୁତ ଇକୋରାପ୍ ରିପୋର୍ଟରେ…
ଆଜି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆଜି ପ୍ରବଳ ବର୍ଷା ସମ୍ଭାବନା । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ପ୍ରବଳ ବର୍ଷା ନେଇ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଟୁଇନ ସିଟିରେ ମଧ୍ୟ ଲଘୁଚାପର ପ୍ରଭାବ ପଡ଼ିଛି । କଟକରେ ବର୍ଷା ପାଇଁ ଡ୍ରେନରେ ପଡି ଯୁବକଙ୍କ ମୃତ୍ୟୁ ହୋଇଛି ।…
ଆସୁଛି ଲଘୁଚାପ, ସତର୍କ ରହିବା ଜରୁରୀ
ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଛି ଲଘୁଚାପ । ଏହା ପ୍ରଭାବରେ ପୂର୍ବରୁ ପଶ୍ଚିମ ସବୁଠି ବର୍ଷା ଲାଗିରହିଛି । ପ୍ରବଳ ବର୍ଷା ହେଉଥିବାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗୋଟିଏ ଦିନ ପରେ ସୃଷ୍ଟି ହେବ ଆଉ ଗୋଟିଏ ଘୂର୍ଣ୍ଣିବଳୟ । ରାଜଧାନୀରେ…
ଆଜିଠୁ ପ୍ରବେଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ୱର : ତାତିରୁ ମିଳିବ ମୁକ୍ତି । ଓଡ଼ିଶାକୁ ପ୍ରବେଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜିଠୁ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବ । ଆସନ୍ତାକାଲିଠୁ ଓଡ଼ିଶାରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୩ ଦିନ ପର୍ଯ୍ୟନ୍ତ…
ଏବେ ଗୁଜରାଟ ମୁହାଁ ହେଉଛି ବାତ୍ୟା ବିପର୍ଯ୍ୟୟ
ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ ଅତି ଭୀଷଣ ବାତ୍ୟାର ରୂପ ନେଇଛି ‘ବିପର୍ଯ୍ୟୟ’ । ଏବେ ଗୁଜରାଟ ମୁହାଁ ହେଉଛି ବାତ୍ୟା ବିପର୍ଯ୍ୟୟ । ଗୁରୁବାର ସଂଧ୍ୟାରେ ଗୁଜରାଟର କଚ୍ଚ ଓ ପାକିସ୍ଥାନର କରାଚି ଉପକୂଳରେ ମାଡ଼ ହେବା ସମ୍ଭାବନା ରହିଛି । ଗତ ୬ ଘଣ୍ଟା ହେଲା ଏହା ୧୨ କିଲୋମିଟର ବେଗରେ ଗତି କରୁଛି…