Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Weather Report
News about state of the atmosphere
୨୬ ତାରିଖ ରେ ବାତ୍ୟା
ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ମାଲାକ୍କା ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଲଘୁଚାପ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରି ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଅବପାତରେ ପରିଣତ…
ସାରା ରାଜ୍ୟରୁ ଶୀତ ଗାଏବ
ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ବ୍ୟାପ୍ତି ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ପର୍ଯ୍ୟନ୍ତ ରହିଛି। ଆସନ୍ତା ୨୪ ତାରିଖ ବେଳକୁ ଏହା ଆହୁରି…
ଆଜି ସୃଷ୍ଟି ହୋଇପାରେ ଲଘୁଚାପ , ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ
ଦକ୍ଷିଣ ଆଣ୍ଡାମାନ ସାଗରରେ ଆଜି ସୃଷ୍ଟି ହୋଇପାରେ ଲଘୁଚାପ । ଆନ୍ଧ୍ର ଓ ଓଡ଼ିଶାକୁ ପୁଣି ବାତ୍ୟା ଡର । ୨୯ କିମ୍ବା ୩୦ ତାରିଖରେ ନେଇପାରେ ଭୀଷଣ ରୂପ । ମାଲାକ୍କା ସମୁଦ୍ର ମଧ୍ୟ ଅଂଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସ୍ଥିର ରହିଛି । ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି…
୨୨ ଲଘୁଚାପ
ମାଲାକ୍କା ସମୁଦ୍ର ମଧ୍ୟ ଅଂଶରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮କି.ମି. ଉଚ୍ଚତା ପର୍ଯ୍ୟନ୍ତ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି।…
ଆସୁଛି ଲଘୁଚାପ
ପୁଣି ଆସୁଛି ଲଘୁଚାପ । ୨୨ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ସମୁଦ୍ର ଭିତରେ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତିକରି ଘନୀଭୂତ ହୋଇ ୨୪ତାରିଖ ବେଳକୁ ଦକ୍ଷିଣବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତରେ ପରିଣତ ହେବ । ପରବର୍ତ୍ତୀ ୪୮ଘଣ୍ଟାରେ ଗତିର…
ଶୀତ ପ୍ରକୋପରେ ଥରୁଛି ସାରା ଓଡ଼ିଶା
ଶୀତ ପ୍ରକୋପରେ ସାରା ଓଡ଼ିଶା ଥରୁଛି। ବିଶେଷକରି କନ୍ଧମାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ଶୀତ ଲହରି ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ରାଜ୍ୟର ୪ ସହରର ରାତି ପାରଦ ୧୦ ଡିଗ୍ରି ତଳକୁ ଖସିଛି। ଦାରିଙ୍ଗବାଡ଼ିର ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରି ରେକର୍ଡ ହୋଇଥିବା ବେଳେ…
ପାରଦ ତଳମୁହାଁ ହେବା ସାଙ୍ଗକୁ ବଢୁଛି ଶୀତର ପ୍ରକୋପ
ଥଣ୍ଡାରେ ଥରୁଛି ସାରା ରାଜ୍ୟ। ଜାଡ଼ ମାଡ଼ରେ ଜଡ଼ସଡ଼ ଜନଜୀବନ। ପାରଦ ତଳମୁହାଁ ହେବା ସାଙ୍ଗକୁ ବଢୁଛି ଶୀତର ପ୍ରକୋପ । ସଞ୍ଜ ନଇଁବା ମାତ୍ରକେ ବଢ଼ୁଛି ଥଣ୍ଡା । ଜନଗହଳିପୂର୍ଣ୍ଣ ରାସ୍ତା ଖାଁ ଖାଁ ହୋଇପଡୁଛି । ଉପକୂଳ, ପଶ୍ଚିମ, ଦକ୍ଷିଣ ଓଡ଼ିଶା ସବୁଠି ବଢିଲାଣି ଥଣ୍ଡା । କନ୍ଧମାଳ ଜିଲ୍ଲାରେ ୧୦…
ପାରଦ ତଳମୁଁହା
ଦିନକୁ ଦିନ ପାରଦ ତଳମୁଁହା ହେବାରେ ଲାଗିବା ସହ ପ୍ରବଳ ଥଣ୍ଡା ଏବଂ ଜାଡ଼ରେ କମ୍ପୁଛି ଓଡ଼ିଶାର ଦାର୍ଜିଲିଂ ଜି. ଉଦୟଗିରି । ପାରଦ ୭ଡିଗ୍ରିରେ ପହଁଚିଥିବା ରେକର୍ଡ କରିଛି ଆଞ୍ଚଳିକ କୃଷି ଗବେଷଣା ଏବଂ ପରାମର୍ଶ କେନ୍ଦ୍ର । ଶୀତ ସାରା ଅଞ୍ଚଳବାସୀଙ୍କୁ କଲବଲ କରିବାରେ ଲାଗିଛି । ଚଳିତ ବର୍ଷ…
ଖସିଲା ପାରଦ ବଢିଲା ଶୀତ
ଆଜି ସକାଳେ ଘନ କୁହୁଡ଼ିର ଧଳା ଚାଦରରେ ଘୋଡ଼େଇ ହୋଇଥିଲା କୋରାପୁଟ ଓ ସୁନ୍ଦରଗଡ଼ ସହର । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବି ଥିଲା କୁହୁଡ଼ିର ଆସ୍ତରଣ । ଏପଟେ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି କମିଥିବା ବେଳେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର…
ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା।, ୯ଟି ସହରରେ ପାରଦ ୧୫ ଡିଗ୍ରୀ ତଳେ
ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା। ଖସିବ ରାତି ପାରଦ। ଶୁକ୍ରବାର ଦାରିଙ୍ଗିବାଡ଼ିରେ ରାତି ତାପମାତ୍ରା ୧୨ ଡିଗ୍ରୀ ଥିଲା । ଶନିବାର ଏହା ୧୧ ଡିଗ୍ରୀକୁ ଖସିଛି । ଝାରସୁଗୁଡ଼ାରେ ୧୫.୮ରୁ ୧୧.୭ ଡିଗ୍ରୀକୁ ଖସିଛି । ରାଉରକେଲାରେ ୧୬.୧ରୁ ୧୩.୨ ଓ ଭଦ୍ରକରେ ୧୫.୫ରୁ ୧୪ ଡିଗ୍ରୀକୁ ଖସିଛି ।…