Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ଆକାଶ ମେଘୁଆ ରହିବା ସହ ହାଲୁକା କୁହୁଡି
ଗୁରୁବାର ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ଆକାଶ ମେଘୁଆ ରହିବା ସହ ହାଲୁକା କୁହୁଡି ଦେଖାଯାଇଛି। ମେଘୁଆ ପାଗ ପ୍ରଭାବରେ ତାପମାତ୍ରାରେ ହ୍ରାସ ହୋଇଛି। ପଶ୍ଚିମାଝଡ ପ୍ରଭାବରେ ଶୁକ୍ରବାର ଠାରୁ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ,…
ରାତିରେ ତାତି ଅନୁଭୂତ
ରାଜ୍ୟରେ ଫେବୃଆରୀ ମାସରୁ ରାତି ତାପମାତ୍ରା ବଢ଼ୁଥିବାବେଳେ ଦିନରେ ମଧ୍ୟ ତାତି ଅନୁଭୂତ ହେଲାଣି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା ଏପରି ରହିବ। ଏହାପରେ ସର୍ବନିମ୍ନ ତାପମାତ୍ରା ୨-୩ ଡିଗ୍ରୀ ହ୍ରାସ ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।…
ମାଘରେ ବାଘ ପରି ଖରା
ଧୀରେ ଧୀରେ ଗରମ ହେବା ଆରମ୍ଭ ହେଲାଣି । ଦିନ ଦ୍ବିପ୍ରହରେ ବେଳକୁ ପାରଦ ସାମାନ୍ୟ ଠାରୁ ରହୁଛି ଅଧିକା । ସେହିପରି ରାତିରେ ବି ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ଅଧିକ ରହୁଛି ତାପମାତ୍ରା ।ପାଣିପାଗ ବିଭାଗ ଅନୁଯାୟୀ, ଫେବୃଆରୀ ୫ ଓ ୬ ତାରିଖ ସକାଳେ ପଞ୍ଜାବ, ହରିୟାଣା ଓ ଦିଲ୍ଲୀର ବିଭିନ୍ନ…
ରାଜ୍ୟରେ ଶୁଖିଲା ରହିବ ପାଗ
ଉପକୂଳ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ଘନ କୁହୁଡି ଅନୁଭୂତ ହେଉଛି । ଘନ କୁହୁଡି ଯୋଗୁଁ ଯାତାୟାତରେ ବାଧାପ୍ରାପ୍ତ ହୋଇଛି । 100 ମିଟର ଆଗକୁ କିଛି ଦେଖାଯାଉନାହିଁ । ଆସନ୍ତା 2 ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା…
ଦୁଇଦିନ ପର୍ଯ୍ୟନ୍ତ ଘାଣ୍ଟିବ ଘନ କୁହୁଡି
ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଘାଣ୍ଟିବ ଘନ କୁହୁଡି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା କାଲି ଘନ କୁହୁଡି ପାଇଁ ୧୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର,…
ଟ୍ୱିନ ସିଟିରେ ଘନକୁହୁଡ଼ି !
ଆଜି ଭୋରୁ ଘନ କୁହୁଡ଼ି ଦେଖିବାକୁ ମିଳିଛି । ବିଶେଷ କରି ଟ୍ୱିନ ସିଟିରେ କୁହୁଡ଼ିର ପରିମାଣ ଖୁବ ଅଧିକ ରହିଥିବା ଅନୁମାନ କରାଯାଉଛି । ରାସ୍ତା ଠିକ ଭାବରେ ଦେଖା ଯାଉ ନଥିବା ବେଳେ ଯାତାୟତ ଉପରେ ଏହାର ପ୍ରଭାବ ପରିଲକ୍ଷିତ ହୋଇଛି । ତେବେ କଟକ ଭୁବନେଶ୍ୱରର କିଛି ଅଞ୍ଚଳରେ ଏହି ଘନକୁହୁଡ଼ି ପାଇଁ…
ଘାଣ୍ଟିବ ଘନ କୁହୁଡି !
ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଘାଣ୍ଟିବ ଘନ କୁହୁଡି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା କାଲି ଘନ କୁହୁଡି ପାଇଁ ୧୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର,…
ବଢ଼ିଲା ତାପମାତ୍ରା
ସାରା ରାଜ୍ୟରେ ରାତିର ତାପମାତ୍ରା ବୃଦ୍ଧି ପାଇଛି। ଉପକୂଳ ଓଡ଼ିଶାର ସମସ୍ତ ସହରରେ ରାତିର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୪ ଡିଗ୍ରି ଓ ପଶ୍ଚିମ ଓଡ଼ିଶା ସହରଗୁଡ଼ିକର ତାପମାତ୍ରା ୩ରୁ ୬ ଡିଗ୍ରି ଅଧିକ ରହୁଛି। ପୁରୀରେ ରାତିର ତାପମାତ୍ରା ୨୨.୪ ଡିଗ୍ରି ପହଞ୍ଚିଥିବା ବେଳେ ପରାଦୀପରେ…
ରାଜ୍ୟରେ କୋହଲା ପାଗ
ଆଜିଠୁ ଦକ୍ଷିଣ ଓଡିଶାରେ ହାଲୁକା କୁହୁଡି ସହ ଉତ୍ତର ଓଡିଶାରେ ହାଲୁକା ବର୍ଷା କରିବ ଅସ୍ତବ୍ୟସ୍ତ । ରାଜ୍ୟରେ ସକ୍ରିୟ ଥିବା ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି…
ଘନକୁହୁଡ଼ି ହେତୁ ବିମାନ ଓ ରେଳ ଚଳାଚଳ ପ୍ରଭାବିତ
ଘଡ଼ କୁହୁଡ଼ି ହେତୁ ରାଜଧାନୀ ଦିଲ୍ଲୀରେ ଶୂନ୍ୟ ଦୃଶ୍ୟମାନତା ହେତୁ ରେଳ ଏବଂ ବିମାନ ଚଳାଚଳ ଉପରେ ଏହାର ପ୍ରଭାବ ପଡ଼ିଛି। ପାଣିପାଗ କେନ୍ଦ୍ର ଅନୁଯାୟୀ, ଆଜିଠାରୁ ଦୁଇ ଦିନ ଧରି ଜାତୀୟ ରାଜଧାନୀରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।