Trending
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
Browsing Category
Weather Report
News about state of the atmosphere
୧ ଓ ୨ରେ ବର୍ଷା
ଦୁଇ ଦିନ ପରେ ରାଜ୍ୟରେ ଶୀତ କମିପାରେ ଏବଂ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶୁକ୍ରବାର ଅନୁଗୁଳ ଓ ସୁନ୍ଦରଗଡ଼ର କିଛି ସ୍ଥାନରେ ଶୀତ ଲହରୀ ଅନୁଭୂତ ହୋଇଛି । କିରେଇରେ ରାତି ତାପମାତ୍ରା ୬.୭ ଡିଗ୍ରୀ, ସୁନ୍ଦରଗଡ଼ରେ ୭.୪…
ରାଜ୍ୟରେ ଘନ କୁହୁଡ଼ି
ରାଜ୍ୟରେ ଜାରି ରହିଥିବା ଶୀତର ପ୍ରକୋପ ପାଇଁ ଜନଜୀବନ ସହ ଘନ କୁହୁଡ଼ି ଯୋଗୁଁ ଯାନବାହନ ଚଳାଚଳ ମଧ୍ୟ ବାଧାପ୍ରାପ୍ତ ହୋଇଛି । ଦୁଇ ଦିନ ପରେ ରାଜରେ ଶୀତ କମିପାରେ ଏବଂ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶୁକ୍ରବାର…
ଆଜିଠୁ ପୁଣି ବଢ଼ିବ ଶୀତ
ଆଜିଠୁ ପ୍ରବଳ ଜାଡ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିବ।ତେବେ ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ବହୁଛି ଥଣ୍ଡା ଶୁଷ୍କ ପବନ । ଏହାରି ପ୍ରଭାବରେ ଦୁଇଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ।…
ପାଣିପାଗରେ ପରିବର୍ତ୍ତନ
ଆଗାମୀ ଦୁଇ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ କୋହଲା ପାଗ । ଦକ୍ଷିଣ ଛତିଶଗଡ଼ ବାୟୁମଣ୍ଡଳ ଉପରି ଭାଗରେ ଥିବା ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳ ବିଶେଷ ଭାବେ ଉତ୍ତର ଉପକୂଳ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ୱଳ୍ପରୁ…
ଦୁଇ ଦିନ ଅସ୍ତବ୍ୟସ୍ତ କରିବ କୁହୁଡ଼ି
ରାଜ୍ୟରେ ପାଗରେ ଦେଖିବାକୁ ପରିବର୍ତ୍ତନ । କିଛି ଦିନଧରି କୋହଲା ପାଗ ଲାଗି ରହିଥିବା ବେଳେ ଆଜି ଉପକୂଳ ଓଡ଼ିଶାରେ ବର୍ଷା ହୋଇଛି । ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଦେଖିବାକୁ ମିଳିଛି । ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟରେ କୋହଲା ପାଗ । ହାଲୁକା…
ଟ୍ବିନ୍ ସିଟିରେ ପ୍ରବଳ ବର୍ଷା
ରାଜ୍ୟରେ ଅନେକ ସ୍ଥାନରେ ସକାଳୁ ସକାଳୁ ଝିପି ଝିପି ବର୍ଷା ହୋଇଛି । ଉତ୍ତର ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ହୋଇଛି ।ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଗୁରୁଚାପ ବଳୟ ପ୍ରଭାବରେ…
କୋହଲା ପାଗ
ରାଜ୍ୟର ବିଭିନ୍ନ ସ୍ଥାନରେ ଏଭଳି ପାଗ ଜାରି ରହିଛି । ସକ୍ରିୟ ଗୁରୁଚାପ ବଳୟ ପ୍ରଭାବରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ଫଳରେ ବିବିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହେଉଛି ।ବିଶେଷକରି ଦକ୍ଷିଣ ଉପକୂଳ…
ଟ୍ୱିନ ସିଟିରେ କୋହଲା ପାଗ ସହ ଝିପିଝିପି ବର୍ଷା
ଘନ କୁହୁଡିର ଚାଦର ତଳେ ସାରା ଓଡ଼ିଶା । ଟ୍ୱିନ ସିଟିରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା କଲବଲ ହେଉଛନ୍ତି ଲୋକ । ଉପାନ୍ତରୁ ଉପକୂଳ ସବୁଠି ଦେଖାଦେଇଛି ଏଭଳି ପାଗ ।ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ ତାରିଖ ଯାଏଁ ରହୁଥିବାରୁ, ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ…
ଆସନ୍ତା ୬ ଦିନ ପ୍ରବଳ ବର୍ଷା
ରାଜ୍ୟରେ ଏବେ ଶୀତର ଲହରୀ ଜାରି ରହିଛି । ତେବେ ଏସବୁ ଭିତରେ ପାଣିପାଗକୁ ନେଇ ବଡ଼ ସୂଚନା ରହିଛି । ୬ ଦିନ ହେବ ପ୍ରବଳ ବର୍ଷା !ସକାଳୁ ୨୦ ଜିଲ୍ଲାରେ ଘନ କୁହୁଡି ନେଇ ୟଲୋ ଆଲର୍ଟ ଜାରି ହୋଇଛି । ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,…
ଦେଶରେ ଚାଲିଛି ଶୀତ ଲହରୀ: ଦିଲ୍ଲୀରେ ପ୍ରବଳ ଶୀତ
ଦେଶରେ ଏବେ ଶୀତ ଲହରୀ ଚାଲିଛି । ଦିଲ୍ଲୀରେ ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ି ପାଇଁ ଦେଖା ଯାଉନି ରାସ୍ତା ଘାଟ । ଦୃଶ୍ୟମାନ ଦୂରତା ୨୦ ମିଟରରୁ କମ ରହୁଥିବାରୁ ବିମାନ ଚଳାଚଳ ବାଧାପ୍ରାପ୍ତ । ଇନ୍ଦିରା ଗାନ୍ଧି ବିମାନ ବନ୍ଦରରୁ ଦେଶର ବିଭିନ୍ନ ସ୍ଥାନକୁ ଯିବାକୁ ଥିବା ବିମାନ ବିଳମ୍ବରେ…