Trending
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
Browsing Category
Weather Report
News about state of the atmosphere
ପ୍ରବଳ ଘନକୁହୁଡି
ରାଜ୍ୟରେ ଘନକୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି । କାଲି ୧୫ ଜିଲ୍ଲାରେ ପ୍ରବଳ ଘନକୁହୁଡ଼ି ଦେଖାଯିବ । ଏନେଇ ସତର୍କ ସୂଚନା ଜାରି କରିଛନ୍ତି ଏସଆରସି । ତେବେ ଆସନ୍ତୁ ଜାଣିବା ରାଜ୍ୟର କେଉଁ ୧୫ଟି ଜିଲ୍ଲାରେ ଦେଖାଯିବ ଘନକୁହୁଡ଼ି ।ସୂଚନା ଅନୁଯାୟୀ, ପୁରୀ , ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ,…
ବଢୁଛି କୁହୁଡ଼ି
ସବୁଠି ଘନ କୁହୁଡ଼ିର ଆସ୍ତରଣ । ଫଳରେ ଯାତାୟାତରେ ବାଧା ସୃଷ୍ଟି ହେଉଛି। ଲୋକମାନେ ଗାଡ଼ି ଲାଇଟ ଜଳାଇ ଯିବାଆସିବା କରୁଛନ୍ତି । ଘନ କୁହୁଡି ସମୟରେ ଭିଜିବିଲିଟି ୫୦ ମିଟରରୁ କମ ରହୁଛି । ଘନ କୁହୁଡ଼ି ପାଇଁ ୧୭ରୁ ଅଧିକ ସ୍ଥାନରେ ୟେଲୋ ଆଲର୍ଟ ଜାରି କରାଯାଇଛି ।ଆସନ୍ତା ୬ ଦିନ ପର୍ଯ୍ୟନ୍ତ…
ଶୀତ ପ୍ରକୋପ
ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ସହ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଅଞ୍ଚଳର ସବୁ ଜିଲ୍ଲାରେ ଘନ କୁହୁଡି ହେବବୋଲି ପାଣିପାଗ…
ରାଜ୍ୟରେ ଶୀତ କମିବା ସହ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି
ରାଜ୍ୟରେ ଶୀତ କମିଛି । ବିଭିନ୍ନ ଜିଲ୍ଲାରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି । ବର୍ତ୍ତମାନ ରାଜ୍ୟକୁ ଉଷ୍ଣ ଶୁଷ୍କ ପବନ ପ୍ରବାହ ବଢୁଥିବାରୁ ତାପମାତ୍ରା ବୃଦ୍ଧି ହେବା ସହ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ଅନୁଭୁତ ହେଉଛି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଉପକୂଳ ସମେତ…
ଘନ କୁହୁଡିରେ ଓଡ଼ିଶା
ପର୍ୟ୍ୟନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ଘନ କୁହୁଡି ହେବାନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଘନ କୁହୁଡି ଯୋଗୁଁ ଯାତାୟତରେ ଅସୁବିଧା ପାଇଁ ଆଜି ୧୦ଟି ଜିଲ୍ଲା ଏବଂ ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।ପାଣିପାଗ…
ବଢୁଛି ଜାଡ
ଶୀତରେ କମ୍ପୁଛି ସାରା ଓଡ଼ିଶା । ରାତି ବଢ଼ିବା ସହ ଥଣ୍ଡା ହାତଗୋଡ଼କୁ କାଲୁଆ କରି ଦେଉଛି । ଶିମିଳିପାଳ ପାଦଦେଶରେ ପାରଦ ଶୂନ ଡିଗ୍ରୀକୁ ଖସିଛି । କିଛି ସ୍ଥାନରେ ହାଲୁକା ତୁଷାରପାତ ହେଉଛି। ଆଜିଠାରୁ ରାଜ୍ୟରେ କମିପାରେ ଶୀତ ଲହରି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଶୀତ ପ୍ରଭାବ…
ଚାଦର ତଳେ ସାରା ଓଡ଼ିଶା
ସାରା ଓଡ଼ିଶା ଥରୁଛି ଉତ୍ତରରୁ ଉପାନ୍ତ। ସବୁଠି ପାରଦ ତଳ ମୁହାଁ ହୋଇଥିବାରୁ ଥଣ୍ଡାରେ ଥରୁଛି ସାରା ଓଡ଼ିଶା। ରାତିର ସର୍ବନିମ୍ନ ସ୍ବାଭାବିକ ତାପମାତ୍ରା ୨ରୁ ୩ ଡିଗ୍ରୀ ତଳକୁ ଖସି ଆସିଛି। ୧୪ ସହରର ରାତି ତାପମାତ୍ରା ୧୦ ଡିଗ୍ରୀଠୁ କମ ରହିଛି। ଚଳିତବର୍ଷ ରାଜ୍ୟର ସର୍ବନିମ୍ନ ତାପମାତ୍ରା…
ଶୀତ ଲହରୀ ଜାରି
ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା। କନ୍ଧମାଳ ଜିଲ୍ଲା ଜି. ଉଦୟଗିରିଠାରେ ଚଳିତବର୍ଷ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରି ରେକର୍ଡ କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲା କିରେଇରେ ୭ ଡିଗ୍ରି ରହିଥିବା ବେଳେ ଫୁଲବାଣୀରେ ୮.୫, କୋରାପୁଟରେ ୮.୭, କେନ୍ଦୁଝରରେ ୮.୮, ସୁନ୍ଦରଗଡ଼ରେ ୯, ଝାରସୁଗୁଡ଼ାରେ…
ହାଡ଼ଭଙ୍ଗା ଶୀତରେ ଥରୁଛି ଓଡିଶା
ଥରୁଛି ସାରା ଓଡ଼ିଶା। ଆଭ୍ୟନ୍ତରୀଣରୁ ଉପକୂଳ ଓଡ଼ିଶାରେ ପ୍ରବଳ ଥଣ୍ଡା। ୩୦ଟି ସ୍ଥାନରେ ପାରଦ ୧୫ ଡିଗ୍ରୀ ତଳକୁ ଖସିଆସିଛି। ଜି. ଉଦୟଗିରି ଓ କିରେଇ ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି। ଏହି ଦୁଇଟି ସ୍ଥାନରେ ରାତି ତାପମାତ୍ରା ୮ ଡିଗ୍ରୀ ରହିଛି। ପ୍ରବଳ ଥଣ୍ଡାରେ ଥରୁଛି ଟ୍ବିନସିଟି। ଆସନ୍ତାକାଲି…