Trending
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
Browsing Category
World
All world wide news update will uploaded
ଇମ୍ରାନ ଖାନଙ୍କୁ ଆଶ୍ବସ୍ତି: ଅଲ-କାଦିର ଟ୍ରଷ୍ଟ ମାମଲାରେ 2 ସପ୍ତାହ ପାଇଁ ମିଳିଲା ବେଲ୍
ଇସଲାମବାଦ: ଇମ୍ରାନ ଖାନଙ୍କୁ ଆଶ୍ବସ୍ତି ମିିଳିଛି ଇସଲାମବାଦ ହାଇକୋର୍ଟରୁ । ଅଲ-କାଦିର ଟ୍ରଷ୍ଟ ମାମଲାରେ 2 ସପ୍ତାହ ପାଇଁ ମିଳିଲା ବେଲ୍ । ଦୁର୍ନୀତି ଅଭିଯୋଗରେ ଗିରଫ ହୋଇଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ତୋସାଖାନା ମାମଲାରେ ସ୍ଥଗିତାଦେଶ ଜାରି କରିଥିବା…
ଇମ୍ରାନଙ୍କ ଗିରଫଦାରି ବେଆଇନ: ପାକ୍ ସୁପ୍ରିମକୋର୍ଟ
ଇସଲାମାବାଦ : ପାକିସ୍ତାନରେ ରାଜନୀତି ଘଡିକେ ଘୋଡା ଛୁଟୁଛି । ସୁପ୍ରିମକୋର୍ଟଙ୍କ ନିର୍ଦେଶରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ଆଶ୍ବସ୍ତି ମିଳିଛି। କୋର୍ଟ ପରିସରରୁ ଇମ୍ରାନ ଖାନଙ୍କ ଗିରଫଦାରିକୁ ବେଆଇନ ଘୋଷଣା କରିଛନ୍ତି ସୁପ୍ରିମକୋର୍ଟ ।ଇମ୍ରାନଙ୍କ…
ଜୁନ୍ ୨୨ରେ ମୋଦୀ-ବାଇଡେନ ଆଲୋଚନା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଆଲୋଚନା ହେବ । ଏନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଆସନ୍ତା ଜୁନ୍ ୨୨ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସ୍ବାଗତ କରିବେ ବାଇଡେନ। ପୂର୍ବରୁ ଆମେରିକା ସହ ଭାରତର ସଂପର୍କ ଭଲ…
ଇମ୍ରାନ ଖାନ୍ଙ୍କ ଗିରଫଦାରୀ ପରେ ପାକିସ୍ତାନରେ ଜଳୁଛି ନିଆଁ
ଇସଲାମାବାଦ: ଇମ୍ରାନ ଖାନ୍ଙ୍କ ଗିରଫଦାରୀ ପରେ ପାକିସ୍ତାନରେ ପ୍ରବଳ ଉତ୍ତେଜନା । ଇମ୍ରାନଙ୍କ ସମର୍ଥକମାନେ ହିଂସାକାଣ୍ଡ ଘଟାଉଛନ୍ତି । ବିଭିନ୍ନ ସ୍ଥାନରେ ଇମ୍ରାନଙ୍କ ସମର୍ଥକଙ୍କ ଦ୍ବାରା ପୋଡ଼ାଜଳା ଓ ହିଂସା ପାଇଁ ସାଧାରଣ ଲୋକଙ୍କ ଜୀବନ ଯାଉଛି । ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ…
ଇମ୍ରାନଙ୍କ ଗିରଫ ପ୍ରତିବାଦରେ ସମର୍ଥକଙ୍କ ଜୋରଦାର ବିକ୍ଷୋଭ
ଇସଲାମାବାଦ: ପାକିସ୍ତାନରେ ବିକ୍ଷୋଭକାରୀଙ୍କୁ ଦେଖିବା ମାତ୍ରେ ଗୁଳି ନିର୍ଦେଶ । ଇମ୍ରାନ ଖାନଙ୍କ ସମର୍ଥକମାନେ ବିଭିନ୍ନ ସ୍ଥାନରେ ପୋଡ଼ାଜଳା କରୁଥିବାରୁ ଏପରି ନିର୍ଦେଶ ଦେଇଛି ପୋଲିସ । ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫଦାରୀ ପରେ ତାଙ୍କ ସମର୍ଥକମାନେ ରାସ୍ତାକୁ ଓହ୍ଲାଇ…
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗିରଫ
ଏକ ବର୍ଷ ଧରି ଇମ୍ରାନ ଖାନକୁ ଗିରଫ କରିବା ପାଇଁ ଚାଲିଥିବା ଯୋଜନା ସଫଳ ହୋଇଛି । ବିଭିନ୍ନ ମାମଲାରେ ଫସି କୋର୍ଟରୁ ବେଲ ଆଣି ଆଗୁଆ ନିର୍ବାଚନ ପାଇଁ ଆନ୍ଦୋଳନ କରୁଥିବା ଇମ୍ରାନ ଖାନଙ୍କୁ ଶେଷରେ ଗିରଫ କରାଯାଇଛି । ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ମାମଲାରେ…
ଲାହୋରରେ ଖଲିସ୍ତାନୀ ସମର୍ଥକ ଆତଙ୍କବାଦୀ ପରମଜୀତ ସିଂହଙ୍କୁ ହତ୍ୟା
ଲାହୋର: ଖଲିସ୍ତାନୀ ସମର୍ଥକ ଆତଙ୍କବାଦୀ ପରମଜୀତ ସିଂହଙ୍କୁ ହତ୍ୟା କରାଯାଇଛି । ଗୁଳି କରି କିଏ ହତ୍ୟା କଲା ଜଣାପଡିନାହିଁ । ଭାରତ ପାଇଁ ମୋଷ୍ଟ ଓ୍ବାଣ୍ଡେଡ ଥିବା ପରମଜୀତକୁ ଲାହୋରଠାରେ କିଛି ଅଜଣା ଦୁର୍ବୃତ୍ତ ହତ୍ୟା କରିଛନ୍ତି । ଖଲିସ୍ତାନ ପ୍ରସଙ୍ଗରେ ମତ ଦେଇ ଚର୍ଚାରେ ରହୁଥିଲା…
ଭାରତକୁ ଘରେ ପଶି ମାରିବାକୁ ଧମକ ଦେଲା ପାକିସ୍ତାନ ସେନା
ନୂଆଦିଲ୍ଲୀ: ପାକିସ୍ତାନରେ ଲୋକ ଖାଇବାକୁ ରୁଟି ପାଉନଥିବା ବେଳେ ପାକିସ୍ତାନ ସେନା କିନ୍ତୁ ଭାରତ ସହ ଲଢ଼େଇ ପାଇଁ ଧମକ ଦେଉଛି । ପାକିସ୍ତାନୀ ସେନାର ମିଡିଆ ଓ୍ବିଙ୍ଗ ଇଣ୍ଟର ସର୍ଭିସ ପବ୍ଲିକ ରିଲେସନ ର ଡିଜି ମେଜର ଜେନରାଲ ଅହମ୍ମଦ ଶରିଫ ଚୌଧୁରୀ ଭାରତ ଭିତରେ ପଶି ମାରିବାକୁ ଭାରତକୁ ଧମକ…
ସୁଦାନ ହିଂସା: ଭାରତୀୟଙ୍କୁ ଉଦ୍ଧାର ପାଇଁ ୟୁନାଇଟେଡ ଆରବ ଏମିରେଟ୍ସ ସହାୟତା ନେଉଛି ଭାରତ
ସୁଦାନରେ ସଂଘର୍ଷ ଜାରି ରହିଛି ଓ ମୃତ୍ୟୁସଂଖ୍ୟା ୨୭୦ ଟପିଯାଇଛି । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ସୁଦାନର ସଦ୍ୟତମ ସ୍ଥିତି କୁ ନେଇ ୟୁଏଇ ଏବଂ ସାଉଦି ଆରବରେ ଥିବା ତାଙ୍କ ପ୍ରତିପକ୍ଷଙ୍କ ସହ କଥା ହୋଇଛନ୍ତି। ଏହି ସବୁ ଦେଶ ସୁଦାନରୁ ନିଜ ନାଗରିକଙ୍କୁ ସ୍ଥାନାନ୍ତର କରିବା ଆହ୍ୱାନର…
ନିଜ ଲୋକଙ୍କ ଉପରେ ବୋମା ପକାଇଲା ସେନା: ଶହେ ମୃତ
ମିଆଁମାରରେ ରାଜନୈତିକ ଅସ୍ଥିରତା ଚରମ ସୀମାରେ ପହଁଚିଛି । ନିଜ ଲୋକଙ୍କ ଉପରେ ବିମାନ ଦ୍ବାରା ବୋମା ପକାଇବାରୁ ୧୦୦ ଜଣଙ୍କର ମୃତ୍ୟୁ ଘଟିଛି । ମିଆଁମାର୍ର ସାମରିକ ସରକାର ଏବେ ବିରୋଧ କରୁଥିବା ନିଜ ଦେଶର ଲୋକଙ୍କ ଉପରେ ଅତ୍ୟାଚାର କରୁଛି । ଏନେଇ ଜାତିସଂଘରେ ଉଦବେଗ ପ୍ରକାଶ ପାଇଛି ।…