Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
World
All world wide news update will uploaded
ଇଣ୍ଡୋନେସିଆରେ ପ୍ରଳୟଙ୍କରୀ ବନ୍ୟା
ଇଣ୍ଡୋନେସିଆର ପଶ୍ଚିମ ସୁମାତ୍ରା ପ୍ରଦେଶର ପେସିସିର ସେଲାତନ୍ ରେଜେନ୍ସିଠାରେ ଗତ କିଛି ଦିନ ଧରି ଲଗାତର ବର୍ଷା କାରଣରୁ ବନ୍ୟା ଓ ଭୂସ୍ଖଳନ ପରି ପ୍ରାକୃତିକ ବିପର୍ଯ୍ୟୟ ଘଟି ରବିବାର ସୁଦ୍ଧା ୧୯ ଜଣବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏବେ ମଧ୍ୟ ୭ ଜଣ ବ୍ୟକ୍ତି ନିଖୋଜ ଥିବା ସ୍ଥାନୀୟ…
ପାକିସ୍ତାନ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇ ଚାଇନା କହିଲା ଆମର ବନ୍ଧୁତ୍ୱ ବିଶ୍ୱକୁ ପସନ୍ଦ
ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ପାକିସ୍ତାନର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଥିବାରୁ ଆସିଫ ଅଲି ଜରଦାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଇସ୍ପାତ ପରି ବନ୍ଧୁତା ଇତିହାସର ପସନ୍ଦ ଏବଂ ଦୁନିଆର ସାମ୍ପ୍ରତିକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ଏହି ସମ୍ପର୍କଗୁଡିକର ରଣନୈତିକ…
ଟେକଅପ ସମୟରେ ଖସିଗଲା ବିମାନର ଚକ
ବିମାନର ଚକ ମଝି ଆକସରେ ଖ୍ସୀ ଯାଉଥିବାର ଏକ ଚକିତ ଭିଡିଓ ସାମ୍ନାକୁ ଆସିଛି। ବାସ୍ତବରେ ୟୁନାଇଟେଡ ଏୟାରଲାଇନ୍ସର ବିମାନ ଜାପାନ ଯାଉଥିଲା। ବିମାନଟି ଉଡ଼ି ଆକାଶରେ ପହଞ୍ଚିବା ମାତ୍ରେ ଏହାର ଚକ ବାହାରିଗଲା । ବିମାନର ବାମ ପାର୍ଶ୍ୱର ମୁଖ୍ୟ ଅବତରଣ ଗିଅର ମଧ୍ୟରୁ ୬ଟି ଟାୟାର ମଧ୍ୟରୁ ଗୋଟିଏ…
ନାଟୋରେ ଏଣ୍ଟ୍ରି କଲା ସ୍ବିଡେନ
ସ୍ବିଡେନ ନାଟୋର ୩୨ତମ ସଦସ୍ୟ ଦେଶ ହୋଇଛି। ଏହା ସହିତ ପ୍ରାୟ ଦୁଇ ଦଶନ୍ଧି ଧରି ସ୍ବିଡେନ, ନାଟୋ ଗ୍ରୁପରେ ଯୋଗ ଦେଇଛି। ସ୍ବିଡେନର ପ୍ରଧାନମନ୍ତ୍ରୀ ଉଲଫ କ୍ରିଷ୍ଟରସନ ଦେଶର ନାଟୋରେ ଯୋଗଦେବାକୁ ସ୍ବାଧୀନତାର ବିଜୟ ବୋଲି ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି, ସ୍ବିଡେନ ଗଣତାନ୍ତ୍ରିକ,…
ଥରିଲା ଚାଇନା
ନ୍ୟାଶନାଲ ସେଣ୍ଟର ଫର ସିସମୋଲେଜି(ଏନସିଏସ) ରିପୋର୍ଟ କରିଛି ଯେ ଚାଇନାର କ୍ୱିଂଘାଇ ଅଞ୍ଚଳରେ ୫ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି।ଏ ନେଇ ଏନସିଏସ ପକ୍ଷରୁ ଏକ ଅଫିସିୟାଲ ଟୁଇଟ କରି ସତର୍କ ସୂଚନା ଜାରି କରାଯାଇଛି। ଏହାସହ ସମସ୍ତେ ଏହି ଭୂକମ୍ପକୁ ନେଇ ସତର୍କ ରହିବାକୁ…
ଦୌଡ଼ରୁ ଓହରିଯାଇଛନ୍ତି ନିକ୍କି ହାଲି
ଆମେରିକା ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ରିପବ୍ଲିକାନ୍ ପାର୍ଟିରୁ ହେବା ଦୌଡ଼ରୁ ବୁଧବାର ଭାରତୀୟ ବଂଶୋଦ୍ଭବ ନିକ୍କି ହାଲି ଓହରିଯାଇଛନ୍ତି। ଫଳରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ରିପବ୍ଲିକାନ୍ ପାର୍ଟିରୁ ପୁନର୍ବାର ପ୍ରାର୍ଥୀ ହେବା ନିଶ୍ଚିତ ହୋଇଛି। ଆସନ୍ତା ନଭେମ୍ବରରେ…
ବାଇଡେନ୍ ଓ ଟ୍ରମ୍ପଙ୍କ ପାଇଁ ନିର୍ଣ୍ଣାୟକ ମୁହୂର୍ତ୍ତ
ଆମେରିକା ରାଷ୍ଟ୍ରପତି ନିର୍ବାଚନର ପ୍ରାଥମିକ ପର୍ଯ୍ୟାୟ ଏବେ ଚାଲିଛି। ଅଧିକାଂଶ ରାଜ୍ୟରେ ଦଳୀୟ ନାମାଙ୍କନ ନେଇ ପ୍ରତିଦ୍ୱନ୍ଦ୍ୱିତା ଚାଲିଥିବା ବେଳେ ଲକ୍ଷ ଲକ୍ଷ ଆମେରିକୀୟ ଏକା ସାଙ୍ଗରେ ମଙ୍ଗଳବାର ଦିନ ଭୋଟ୍ ଦେଇଛନ୍ତି। ଆମେରିକା ନିର୍ବାଚନ କ୍ୟାଲେଣ୍ଡରର ସବୁଠାରୁ ବ୍ୟସ୍ତବହୁଳ ଦିନ ହେଉଛି…
ମାଳଦ୍ୱୀପରେ ରହିବେନି ଭାରତୀୟ ସୈନ୍ୟ
ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ନିଜ ଭାରତ ବିରୋଧୀ ଆଭିମୁଖ୍ୟକୁ ଆହୁରି କଠୋର କରି ସମସ୍ତ ଭାରତୀୟ ସୈନ୍ୟଙ୍କୁ ମେ’ ୧୦ ସୁଦ୍ଧା ଦେଶ ଛାଡ଼ିବାକୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏପରି କି କୌଣସି ଭାରତୀୟ ସାମରିକ କର୍ମୀ ସାଦା ପୋଷାକରେ ମଧ୍ୟ ମାଳଦ୍ୱୀପରେ ରହିପାରିବେ ନାହିଁ ବୋଲି…
ଟ୍ରମ୍ପଙ୍କୁ କଲେ ପରାସ୍ତ ନିକ୍କି ହାଲି
କଲମ୍ବିଆରେ ଅନୁଷ୍ଠିତ ପ୍ରାଥମିକ ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପରାସ୍ତ କରି ନିକ୍କି ହାଲି ୨୦୨୪ର ପ୍ରଥମ ବିଜୟ ହାସଲ କରିଥିଲେ। ମଙ୍ଗଳବାର ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ନିର୍ବାଚନ ଉପରେ ଏବେ ସମସ୍ତଙ୍କ ନଜର ରହିଛି। ଏଥିରେ ନିକ୍କି ହେଲି ଅନେକ ପ୍ରତିନିଧିଙ୍କ ସମର୍ଥନ ପାଇବେ…
ପାକିସ୍ତାନରେ ପ୍ରବଳ ବର୍ଷା
ପାକିସ୍ତାନରେ ପ୍ରବଳ ବର୍ଷା ହେଉଛି। ପାକିସ୍ତାନରେ ଲଗାତର ବର୍ଷା ପରେ ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ବର୍ଷା ଯୋଗୁ ବର୍ତ୍ତମାନ ସୁଦ୍ଧା ୩୭ ଜଣ ଲୋକ ପ୍ରାଣ ହରାଇ ସାରିଲେଣି। ପାକିସ୍ତାନରେ ଗତ ୪୮ ଘଣ୍ଟା ମଧ୍ୟରେ ଏପରି ପରିସ୍ଥିତି ସୃଷ୍ଟ ହୋଇଥିବା ଅଧିକାରୀମାନେ ରବିବାର ଏହି…