Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Browsing Category
World
All world wide news update will uploaded
ବିଲାୱାଲ ଭୁଟ୍ଟୋ ହେବେ ପାକିସ୍ତାନର ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ପଦ ପାଇଁ ପୂର୍ବତନ ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ ଏବଂ ରାଷ୍ଟ୍ରପତି ପଦ ପାଇଁ ଜରଦାରୀଙ୍କୁ ପାକିସ୍ତାନ ପିପୁଲ୍ସ ପାର୍ଟି ଘୋଷଣା କରିଛି। ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ସୂଚନା ସଚିବ ଫୈସଲ କରିମ କୁଣ୍ଡି ଗୁରୁବାର ଦିନ କହିଛନ୍ତି ଯେ, ଦଳର ଅଧ୍ୟକ୍ଷ ବିଲାୱାଲ…
ପାକିସ୍ତାନ ସେନା ବେସ୍ କ୍ୟାମ୍ପରେ ବଡ଼ଧରଣର ବିସ୍ଫୋରଣ, ୨୪ ଜଣ ପାକିସ୍ତାନୀ ସୈନିକ ମୃତ
ପାକିସ୍ତାନ ସେନା ବେସ୍ କ୍ୟାମ୍ପରେ ବଡ଼ଧରଣର ବିସ୍ଫୋରଣ ହୋଇଛି । ୨୪ ଜଣ ପାକିସ୍ତାନୀ ସୈନିକଙ୍କ ଏଥିରେ ମୃତ୍ୟୁ ଘଟିଛି । ପାକିସ୍ତାନର ସୁରକ୍ଷା ବାହିନୀ ଉପରେ ପୁଣି ଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି । ଖାଇବର ପଖ୍ତୁନଖୱାର ଡେରା ଇସ୍ମାଇଲ ଖାଁ ଅଞ୍ଚଳରେ ଥିବା ସୁରକ୍ଷା ବାହିନୀର…
ଆଫଗାନିସ୍ତାନ ଭୂକମ୍ପ
ଆଫଗାନିସ୍ତାନରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୨ ରେ ମାପ କରାଯାଇଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ୍) ଏହି ଭୂକମ୍ପ ବିଷୟରେ ସୂଚନା ଦେଇଛି । ଆଜି ସକାଳ ୭.୩୫ ରେ ଏହି ଭୂକମ୍ପ ଘଟିଛି । ବର୍ତ୍ତମାନ ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି…
ଇସ୍ରାଏଲ ଟାର୍ଗେଟରେ ହିଜବୁଲ୍ଲା
ହମାସ ପରେ ଏବେ ଇସ୍ରାଏଲ ଟାର୍ଗେଟରେ ହିଜବୁଲ୍ଲା । ଇସ୍ରାଏଲ ପଡୋଶୀ ଲେବାନନରେ ସକ୍ରିୟ ଆତଙ୍କୀ ସଂଗଠନ ହିଜବୁଲ୍ଲାର ଏକାଧିକ ଶିବିର ଉପରେ ଆକ୍ରମଣ କରିଛି ଇସ୍ରାଏଲ। ହମାସ ଆତଙ୍କୀ ଇସ୍ରାଏଲ ସେନା ଉପରେ ରକେଟ୍ ହମଲା କରିବା ପରେ ଇସ୍ରାଏଲ ପାଲଟା ହମଲା କରିଛି । ହିଜବୁଲ୍ଲା ଆତଙ୍କୀ ହମଲାରେ…
ନୌସୈନିକଙ୍କୁ ଭେଟିଲେ ଭାରତୀୟ ରାଷ୍ଟ୍ରଦୂତ
କତାରରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ଭାରତର ୮ ଜଣ ପୂର୍ବତନ ନୌସୈନିକଙ୍କୁ ଭେଟିଛନ୍ତି ଭାରତୀୟ ରାଷ୍ଟ୍ରଦୂତ। ଏହି ମାମଲାରେ ବୈଦେଶିକ ମନ୍ତ୍ରଣାଳୟ ଗୁରୁବାର କହିଛି ଯେ ଭାରତ ସରକାର ସମଗ୍ର ଘଟଣା ଉପରେ ନଜର ରଖିଛନ୍ତି। ସେଠାରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ସମସ୍ତ ୮ ଜଣଙ୍କୁ ଭେଟିଛନ୍ତି।…
କିମ ଜୋଙ୍ଗଙ୍କ ଆଖିରେ ଲୁହ ?
ଉତ୍ତର କୋରିଆର ଶାସକ କିମ ଜୋଙ୍ଗ ଉନ ଉତ୍ତର କୋରିଆର ମହିଳାମାନଙ୍କୁ ଯଥାସମ୍ଭବ ସନ୍ତାନ ପ୍ରାପ୍ତ କରିବାକୁ ନିବେଦନ କରିଛନ୍ତି। ଯେତେବେଳେ ସେ ଏ ବିଷୟରେ ଆବେଦନ କରୁଥିଲେ, ତାଙ୍କ ଆଖିରୁ ଲୁହ ଦେଖିବାକୁ ମିଳିଥିଲା | କିମ ଜୋଙ୍ଗଙ୍କ ଆଖିରେ ଲୁହ ଆସିଥିଲା ଏବଂ ସେଠାରେ ଉପସ୍ଥିତ ଥିବା ସମସ୍ତ…
ବ୍ରିଟେନରେ ପ୍ରବାସୀ ଶ୍ରମିକଙ୍କ ପାଇଁ ଭିସା ନିୟମ
ବ୍ରିଟେନ ସରକାର ଦେଶରେ ପ୍ରବାସୀଙ୍କ ସଂଖ୍ୟା ହ୍ରାସ କରିବା ପାଇଁ ଏକ ଦୃଢ଼ ପଦକ୍ଷେପ ନେଇଥିବା ସୋମବାର ଘୋଷଣା କରିଛନ୍ତି। ଏଥିରେ ବିଦେଶୀ ଶ୍ରମିକମାନଙ୍କ ପାଇଁ ଦକ୍ଷତା ଭିତ୍ତିକ ଭିସା ପାଇବା ପାଇଁ ଅଦିକ ବେତନ ସୀମା ଧାର୍ଯ୍ୟ କରିବା ଉପରେ ରୋକ ଲଗାଯାଇଛି । ଏହା ସହିତ ପରିବାର ସଦସ୍ୟଙ୍କୁ…
ପାକିସ୍ତାନରେ ଯାତ୍ରୀବାହୀ ବସ୍ ଉପରେ ଆତଙ୍କୀ ଆକ୍ରମଣ, ୮ ମୃତ
ପାକିସ୍ତାନର ଗିଲଗିତ ବାଲିସ୍ତାନ ନିକଟରେ ଏକ ଯାତ୍ରୀବାହୀ ବସ୍ ଉପରେ ଆକ୍ରମଣ ହୋଇଥିଲା । ବସ୍ ଉପରେ ଆକ୍ରମଣ ଫଳରେ ୮ ଜଣ ଲୋକ ମରିଥିବା ବେଳେ ୨୬ ଜଣ ଆହତ ହୋଇଛନ୍ତି । ପୋଲିସ କହିଛି କି, ଅଜ୍ଞାତ ବନ୍ଧୁକଧାରୀ ବସ୍ ଉପରେ ଗୁଳି ଚଳାଇଥିଲେ । ବସ୍ ଉପରେ ଆତଙ୍କୀ ଆକ୍ରମଣ ଫଳରେ ୮ ଜଣଙ୍କର…