Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
World
All world wide news update will uploaded
ଥରିଲା ଇଣ୍ଡୋନେସିଆ
ଆଜି ସକାଳୁ ସକାଳୁ ଇଣ୍ଡୋନେସିଆର ପଶ୍ଚିମ ପାପୁଆ ଅଞ୍ଚଳରେ ୫.୫ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା । ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର ଜିଓସାଇନ୍ସ ଅନୁଯାୟୀ ଭୂମିକମ୍ପର କେନ୍ଦ୍ରସ୍ଥଳ ପଶ୍ଚିମ ପାପୁଆ । ଭୂମିକମ୍ପ ଅନୁଭୂତ ହେବା ମାତ୍ରେ ଲୋକମାନେ ଘରୁ ବାହାରକୁ ଦୌଡି ଆସିଥିଲେ । ଏଯାବତ…
ଆମେରିକା ସଟଡ଼ାଉନ
ଆମେରିକାରେ ଏକ ବଡ଼ ସଙ୍କଟ ଦେଖାଦେଇଛି। ଆମେରିକାରେ ଏବେ ବନ୍ଦ ଲାଗୁ ହୋଇଥିବା ଜଣାପଡ଼ିଛି। ଏହାର କାରଣ ହେଉଛି ସେନେଟରେ ରିପବ୍ଲିକାନ୍ କିମ୍ବା ଡେମୋକ୍ରାଟଙ୍କ ପାଣ୍ଠି ବିଲ୍ ପାସ୍ ନହୋଇପାରିବା। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦଳକୁ ସେନେଟରେ ଏକ ଅସ୍ଥାୟୀ ପାଣ୍ଠି ବିଲ୍ ପାସ୍ କରିବା…
ବିଦେଶୀ ଔଷଧ ପରେ ଏବେ ବିଦେଶୀ ସିନେମା ଉପରେ ଟାରିଫ ଲଗାଇବାକୁ ଧମକ ଦେଇଛନ୍ତି ଟ୍ରମ୍ପ
ପୁଣି ଟାରିଫ ଧମକ ଦେଲେ ଟ୍ରମ୍ପ । ବିଦେଶୀ ଔଷଧ ପରେ ଏବେ ବିଦେଶୀ ସିନେମା ଉପରେ ଟାରିଫ ଲଗାଇବାକୁ ଧମକ ଦେଇଛନ୍ତି । ଆମେରିକା ବାହାରେ ନିର୍ମାଣ ହେଉଥିବା ଫିଲ୍ମ ଉପରେ ଶତପ୍ରତିଶତ ଲଗାଇବାକୁ ଯାଉଛନ୍ତି । ଟ୍ରମ୍ପ ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଟ୍ରୁଥ ସୋସିଆଲ’ରେ ଏହି ସୂଚନା ଦେଇଛନ୍ତି ।…
ଗାଜାରେ ଇସ୍ରାଏଲ୍ର ଏୟାରଷ୍ଟ୍ରାଇକ୍ ଏବଂ ଗୁଳିମାଡ଼ ୪୪ ମୃତ
ଗାଜାରେ ଶନିବାର ସକାଳେ ଇସ୍ରାଏଲ୍ର ଏୟାରଷ୍ଟ୍ରାଇକ୍ ଏବଂ ଗୁଳିମାଡ଼ରେ ୪୪ ଜଣଙ୍କ ମୃତ୍ୟୁ ଘଟିଛି। ଯୁଦ୍ଧ ବନ୍ଦ ପାଇଁ ଅନ୍ତର୍ଜାତୀୟ ଚାପ ବଢ଼ୁଥିବାବେଳେ ଯୁଦ୍ଧ ଜାରି ରଖିବା ଜିଦ୍ରେ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଅଟଳ ରହିଛନ୍ତି। କେନ୍ଦ୍ରୀୟ ଓ ଉତ୍ତର ଗାଜାରେ…
ଗିରଫ ହେଲେ ଲଦାଖର ସାମାଜିକ ଏବଂ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ
ଲଦାଖର ସାମାଜିକ ଏବଂ ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଲଦାଖରେ ସମ୍ପ୍ରତି ଘଟିଥିବା ହିଂସା ପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି, ଯାହା ଫଳରେ ଚାରି ଜଣଙ୍କର ମୃତ୍ୟୁ ଏବଂ ୮୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। କେନ୍ଦ୍ର ସରକାର ହିଂସା ପାଇଁ…
ମୋଦି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଫୋନ କରି ୟୁକ୍ରେନ ନୀତି ବିଷୟରେ ସ୍ପଷ୍ଟୀକରଣ ମାଗିଛନ୍ତି
ନାଟୋ ମହାସଚିବ ମାର୍କ ରୁଟେ ଦାବି କରିଛନ୍ତି ଯେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଲଗାଇଥିବା ଟାରିଫ୍ ରୁଷିଆ ଉପରେ ପରୋକ୍ଷ ପ୍ରଭାବ ପକାଉଛି। ରୁଟେ କହିଛନ୍ତି, ଏହି ଟାରିଫ୍ ଯୋଗୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ…
ଔଷଧ ଉପରେ ୧୦୦% ଟ୍ରମ୍ପ ଟାରିଫ ଲଗାଇଲେ ଟ୍ରମ୍ପ
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବାହାର ଦେଶରୁ ଆସୁଥିବା ସମସ୍ତ ବ୍ରାଣ୍ଡେଡ୍ ଓ ପେଟେଣ୍ଟ ଔଷଧ ଉପରେ ୧୦୦% ଟାରିଫ୍ ଲଗାଇବାକୁ ଘୋଷଣା କରିଛନ୍ତି, ଯାହା ୨୦୨୫ ଅକ୍ଟୋବର ୧ ତାରିଖରୁ ଲାଗୁ ହେବ।
ଟ୍ରମ୍ପଙ୍କ କହିବା କଥା ଏହି ଟାରିଫରୁ ମୁକ୍ତି ପାଇବା ପାଇଁ…
ଟ୍ରମ୍ପ୍ଙ୍କୁ ଭେଟିବା ପାଇଁ ଓ୍ବାଶିଂଟନ୍ ଗସ୍ତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍
ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍ ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଭେଟିବା ପାଇଁ ଓ୍ବାଶିଂଟନ୍ ଗସ୍ତ କରିବେ। ଜାତିସଂଘ ସାଧାରଣ ସଭାରେ ଯୋଗଦେବା ପାଇଁ ନ୍ୟୁୟର୍କରେ ଥିବା ଶେହବାଜ ଓ ଟ୍ରମ୍ପ୍ଙ୍କ ମଧ୍ୟରେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା…
ଭାରତ ବିଶ୍ୱବ୍ୟାପୀ ଚାଲିଥିବା ଯୁଦ୍ଧକୁ ବନ୍ଦ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ – ଜିଓର୍ଜିୟା…
ଇଟାଲୀର ପ୍ରଧାନମନ୍ତ୍ରୀ ଜିଓର୍ଜିୟା ମେଲୋନି ପୁଣି ଥରେ ଭାରତକୁ ପ୍ରଶଂସା କରିଛନ୍ତି। ସେ ବିଶ୍ୱାସ କରନ୍ତି ଯେ ଭାରତ ବିଶ୍ୱବ୍ୟାପୀ ଚାଲିଥିବା ଯୁଦ୍ଧକୁ ବନ୍ଦ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରିବ। ଜାତିସଂଘ ସାଧାରଣ ପରିଷଦ ଅଧିବେଶନ ସମୟରେ ଜିଓର୍ଜିୟା ମେଲୋନି…
ଗାଜା ସହରରେ ଇସ୍ରାଏଲର ପ୍ରଚଣ୍ଡ ବିମାନ ଆକ୍ରମଣ ଜାରି
ଗାଜା ସହରରେ ଇସ୍ରାଏଲର ପ୍ରଚଣ୍ଡ ବିମାନ ଆକ୍ରମଣ ଜାରି ରହିଛି। ଗତକାଲିଠାରୁ ଆକ୍ରମଣର ତୀବ୍ରତା ବଢ଼ିଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ଶତାଧିକ ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ ଘଟିଛି। ଏହା ଚଳିତ ଯୁଦ୍ଧରେ ସବୁଠାରୁ ଭୟଙ୍କର ଆକ୍ରମଣ ମଧ୍ୟରୁ ଅନ୍ୟତମ ବୋଲି କୁହାଯାଇଛି। ଏହି ଆକ୍ରମଣରୁ…