Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
World
All world wide news update will uploaded
ଜାତିସଂଘ ଅଧିକାରୀଙ୍କ ଭିସା ବନ୍ଦ କରିବ ଇସ୍ରାଏଲ
ଅକ୍ଟୋବର ୭ରେ ହୋଇଥିବା ହମାସ ଆକ୍ରମଣକୁ ନେଇ ବିବାଦୀୟ ବୟାନ ଦେଇଛନ୍ତି ଜାତିସଂଘ ମୁଖ୍ୟ । ଏହି ଆକ୍ରମଣର କାରଣ ରହିଛି । ଶୂନ୍ୟରେ ହୋଇଯାଇନାହିଁ ବୋଲି ଗୁଟେରସ କହିଥିବାବେଳେ ଇସ୍ରାଏଲ ଏହାକୁ କଡ଼ା ନିନ୍ଦା କରିଛି। ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ ଇସ୍ରାଏଲ-ହମାସ ଯୁଦ୍ଧ…
ଗାଜାକୁ ମାନବିକ ସହାୟତା ପଠାଇଲା ଭାରତ
ଗାଜାରେ ଯୁଦ୍ଧ ପରିସ୍ଥିତି ଯୋଗୁଁ ସାଧାରଣ ଲୋକ ସମସ୍ୟାରେ ପଡିଛନ୍ତି । ଏଭଳି ସମସ୍ୟା ସମୟରେ ଭାରତ ସହଯୋଗର ହାତ ବଢ଼ାଇଛି । ମାନବିୟ ସଙ୍କଟର ମୁକାବିଲା ପାଇଁ ଭାରତ ଗାଜାବାସୀଙ୍କୁ ଅତ୍ୟନ୍ତ ଆବଶ୍ୟକ ମାନବିକ ସହାୟତା ପଠାଇଛି। ମାଲବାହୀ ବିମାନଟି ଇଜିପ୍ଟର ଏଲ୍-ଆରିଶ ବିମାନବନ୍ଦରକୁ ଯିବା…
ଗାଜାରେ ୧୦ ଲକ୍ଷ ବିସ୍ଥାପିତ
ଇସ୍ରାଏଲ- ହମାସ ଯୁଦ୍ଧ ଚାଲିଛି । ଲକ୍ଷ ଲକ୍ଷ ଲୋକ ବିସ୍ଥାପିତ ହୋଇଛନ୍ତି । ଇସ୍ରାଏଲ ସେନା କେବଳ ଗାଜାରେ ବୋମାମାଡ଼ କରୁନାହିଁ ଲେବାନନ୍ର ସୀମାପର ଗୁଳିବର୍ଷା ଅତି ଭୀଷଣ ହୋଇଥିବା ବେଳେ ସିରିୟାର ଡାମାସ୍କସ ଓ ଆଲେପୋରେ ଇସ୍ରାଏଲ ବିଭିନ୍ନ ପର୍ଯ୍ୟାୟରେ କ୍ଷେପଣାସ୍ତ୍ର ମାଡ଼ କରିଛି।…
ସ୍ବଦେଶ ଫେରିଲେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ସରିଫ
ଇସଲାମବାଦ: ସ୍ବଦେଶ ଫେରିଲେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ସରିଫ । ଫେରିବା ପରେ ସେ ପାକିସ୍ତାନ ଜନସାଧାରଣଙ୍କୁ ଅଭିଭାଷଣ ଦେଇ ତାଙ୍କ ନାମରେ ମିଥ୍ୟା ମାମଲା କରାଯାଇ ଜେଲ ପଠାଯାଇଥିବା କହିଛନ୍ତି । ସେ ପାକିସ୍ତାନ ପାଇଁ ଦିନ ରାତି କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ମିଥ୍ୟା…
ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପାଲେଷ୍ଟାଇନ୍ ରାଷ୍ଟ୍ରପତି ମହାମହିମ ମିଃ ମହମ୍ମଦ ଆବ୍ବାସଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି। ଗାଜାର ଅଲ୍ ଅହଲି ହସ୍ପିଟାଲରେ ସାଧାରଣ ନାଗରିକଙ୍କ ଜୀବନ ହାନି ପାଇଁ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଭାରତ ଏବଂ ଏହି ଅଞ୍ଚଳ…
ଗାଜା ହସ୍ପିଟାଲ ଉପରେ ହୋଇଥିବା ଆକ୍ରମଣ ପଛରେ ନାହିଁ ଇସ୍ରାଏଲର ହାତ
ଇସ୍ରାଏଲ୍ ପ୍ରତି ସମର୍ଥନ ବ୍ୟକ୍ତ କରିବା ଲାଗି ଆଜି ରାଷ୍ଟ୍ରପତି ବାଇଡେନ୍ ଇସ୍ରାଏଲ୍ ଗସ୍ତରେ ଆସି ଗାଜା ହସ୍ପିଟାଲ ଉପରେ ହୋଇଥିବା ଆକ୍ରମଣ ପଛରେ ଇସ୍ରାଏଲର ହାତନାହିଁ ବୋଲି କହିଛନ୍ତି । ତେଲ୍ ଅଭିଭ୍ ଅଭିମୁଖେ ଆସିବା ବାଟରେ ରାଷ୍ଟ୍ରପତି ବାଇଡେନ୍ ଇସ୍ରାଏଲ୍ର ପ୍ରଧାନମନ୍ତ୍ରୀ…