Trending
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
- ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
Browsing Category
World
All world wide news update will uploaded
ମୋର ବିଜ୍ଞାନ ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ ଅଛି:ପ୍ରଧାନମନ୍ତ୍ରୀ ମୋଦୀ
ମେଟ୍ରୋ ଟିଭି ଓଡିଶା (୨୬.୫.୨୦୨୨)
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଆୟୋଜିତ ଏକ ରାଲିରେ ଯୋଗ ଦେଇ ରାଜନୀତିରେ ପରିବାରବାଦ ଏବଂ କେସିଆର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ଭଳି ଅନ୍ଧବିଶ୍ୱାସ ନୁହେଁ, ମୋର ମୋର!-->!-->!-->…
କମିଲା ବସ୍ ଭଡ଼ା
ମେଟ୍ରୋ ଟିଭି ଓଡିଶା (୨୬.୫.୨୦୨୨)
ବସ ଯାତ୍ରୀଙ୍କ ପାଇଁ ଖୁସି ଖବର | ଡିଜେଲ ଡର କମିଲା ପରେ ବସ ଭଡା ହ୍ରାସ ପାଇଛି | କିଲୋମିଟର ପିଛା ସାଧାରଣ ବସ୍ ଭଡ଼ା ୩ ପଇସା କମିଥିବା ସୂଚନା ମିଳିଛି । ସବୁ ପ୍ରିମିୟମ ଭଡା ୨ ତାଙ୍କ ୫୩ରୁ ୨ ତାଙ୍କ ୪୪ କୁ ହ୍ରାସ ପାଇଛି | ଏକ୍ସପ୍ରେସ ବସ ୯୬ ରୁ!-->!-->!-->…
ପୁଟିନଙ୍କ ଉପରେ ବର୍ଷିଲେ ବାଇଡେନ୍:ଋଷ-ୟୁକ୍ରେନ ଯୁଦ୍ଧକୁ ନେଇ କହିଲେ ଏମିତି
ମେଟ୍ରୋ ଟିଭି ଓଡିଶା (୨୪.୫.୨୦୨୨ )
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ମଙ୍ଗଳବାର ଟୋକିଓରେ ଆୟୋଜିତ କ୍ୱାଡ ବୈଠକରେ ସାମିଲ ହୋଇଛନ୍ତି । ଏହି ସମ୍ମିଳନୀରେ ବାଇଡେନ ପୁଟିନଙ୍କ ଉପରେ ବର୍ଷିଛନ୍ତି ।
ସେ ଋଷ-ୟୁକ୍ରେନ ଯୁଦ୍ଧର ବୈଶ୍ୱିକ କାରଣ କହିବା ସହ କହିଛନ୍ତି ଯେ ପୁଟିନ୍!-->!-->!-->!-->!-->!-->!-->…
ଅଫିସରେ ୪ ଦିନ କାମ ଓ ୨ ଦିନ ଲକଡାଉନ୍
ମେଟ୍ରୋ ଟିଭି ଓଡିଶା (୨୪.୫.୨୦୨୨ )
ଗତ ଏକ ବର୍ଷ ଧରି ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ସମସ୍ୟା ହ୍ରାସ ପାଇବା ପରିବର୍ତ୍ତେ ଆହୁରି ବଢ଼ିଚାଲିଛି । ପେଟ୍ରୋଲ-ଡିଜେଲର ବଢ଼ୁଥିବା ଦାମ୍ ସମସ୍ୟାକୁ ଆହୁରି ବଢ଼ାଇଦେଇଛି । ଅନେକ ଚେଷ୍ଟା ପରେ ବି କୌଣସି ଉପାୟ ମିଳୁପାରି ନାହିଁ!-->!-->!-->…
ଶିବଙ୍କ ଦର୍ଶନ ଲାଗି ବ୍ୟାକୁଳ ଭକ୍ତ, ୧୯ତମ ଦିନରେ ପହଞ୍ଚିଲେ ରେକର୍ଡ ଶ୍ରଦ୍ଧାଳୁ
ମେଟ୍ରୋ ଟିଭି ଓଡିଶା (୨୩.୫.୨୦୨୨)
ଚାରଧାମ ତିର୍ଥଯାତ୍ରା ଆସୁଥିବା ଯାତ୍ରୀଙ୍କ ସଂଖ୍ୟା ୧୯ତମ ଦିନରେ ଆଠ ଲକ୍ଷ ପହଞ୍ଚିଯାଇଛି । ଦୁଇବର୍ଷ ପରେ ରେକର୍ଡ ସଂଖ୍ୟକ ଯାତ୍ରୀ ଉତ୍ତରାଖାଣ୍ଡରେ ପହଞ୍ଚିଛନ୍ତି । କେଦାରନାଥ ଦର୍ଶନ ପାଇଁ ଖାସକରି ଯୁବଯାତ୍ରୀମାନେ ଜବରଦସ୍ତ ଉତ୍ସାହ ଦେଖାଉଛନ୍ତି ।!-->!-->!-->…