Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
World
All world wide news update will uploaded
ଆମେରିକାର ମିସାଇଲ୍ ମାଡ଼ରେ ଅଲକାଏଦା ନେତା ନିହତ
ଆଫଗାନିସ୍ତାନରେ ଆମେରିକାର ୨ ଟି ମିସାଇଲ୍ ମାଡ଼ରେ ଅଲକାଏଦା ନେତା ଆୟମାନ ଅଲ ଜୱାହିରି ନିହତ ହୋଇଛି। ଆମେରିକାରେ ଥିବା ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଏଜେନ୍ସିର ଅଧିକାରୀମାନେ ସୋମବାର ଏ ସଂକ୍ରାନ୍ତରେ ଗଣମାଧ୍ୟମ ସଂସ୍ଥା ରଏଟରକୁ କହିଛନ୍ତି। ତେବେ ପ୍ରଶ୍ନ ହେଉଛି ଆୟମାନ ଅଲ ଜୱାହିରିକୁ!-->…
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ପୁଣି କରୋନା
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୁଣି କରୋନା ସଂକ୍ରମିତ ହୋଇଛନ୍ତି । ବିନା ଲକ୍ଷଣରେ ବାଇଡେନଙ୍କୁ କରୋନା ହୋଇଥିବା ନେଇ ସୂଚନା ଦିଆଯାଇଛି । ହ୍ୱାଇଟ୍ ହାଉସର ସୂଚନା ଅନୁଯାୟୀ ବର୍ତ୍ତମାନ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ତେଣୁ ସେ ଆଇସୋଲେସନରେ!-->…
ଟୁଇଟର୍ ବିପକ୍ଷରେ ମାମଲା ରୁଜୁ କଲେ ଏଲନ୍ ମସ୍କ୍
ଶୁକ୍ରବାର ଦିନ ଏଲନ୍ ମସ୍କ୍ ଗୁପ୍ତରେ ସାମାଜିକ ଗଣମାଧ୍ୟମ ‘ଟୁଇଟର୍’ ବିପକ୍ଷରେ ପାଲଟା ମାମଲା ରୁଜୁ କରିଛନ୍ତି।‘ଟୁଇଟର୍’କୁ ଖରିଦ କରିବା ପାଇଁ ଏଲନ୍ ମସ୍କ୍ ୪୪ ବିଲିୟନ୍ ଡଲାର୍ ମୂଲ୍ୟର ରାଜିନାମା ସ୍ବାକ୍ଷର କରିଥିଲେ ବି କେତେକ କାରଣରୁ ସେ ଉକ୍ତ ରାଜିନାମାରୁ ଓହରି ଆସିବାରୁ!-->…
ରାଜ୍ୟଗୋଷ୍ଠୀ କ୍ରୀଡ଼ାଗ୍ରାମରେ ଉଡ଼ିଲା ତ୍ରିରଙ୍ଗା
ରାଜ୍ୟଗୋଷ୍ଠୀ କ୍ରୀଡ଼ାଗ୍ରାମରେ ଉଡ଼ିଲା ତ୍ରିରଙ୍ଗା । ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ମନପ୍ରୀତ ସିଂହ ଓ ବ୍ୟାଡ୍ମିଣ୍ଟନ୍ ତାରକା ପିଭି ସିନ୍ଧୁ ତ୍ରିରଙ୍ଗା ଧରି ଭାରତୀୟ ଦଳର ନେତୃତ୍ବ ନେଇଥିଲେ।
https://twitter.com/WeAreTeamIndia/status/1552759138102435841
!-->!-->!-->!-->!-->…
ଇରାକରେ ସଂସଦ ଭବନ ଭିତରକୁ ପଶିଗଲେ ବିକ୍ଷୋଭକାରୀ
ମେଟ୍ରୋ ଟିଭି ଓଡ଼ିଶା ବ୍ୟୁରୋ: ବାଗଦାଦରେ ବୁଧବାର ହଜାର ହଜାର ସଂଖ୍ୟାରେ ପ୍ରଦର୍ଶନକାରୀ ସଂସଦ ଭବନକୁ କବଜା କରିଛନ୍ତି ।ଇରାକରେ ଶ୍ରୀଲଙ୍କା ଭଳି ବିରୋଧ ପ୍ରଦର୍ଶନ ଦେଖିବାକୁ ମିଳିଛି ।ଅଧିକାଂଶ ବିକ୍ଷୋଭକାରୀ ଇରାକର ଶିୟା ନେତା ମୁକତଦା ଅଲ-ସଦରଙ୍କ ସମର୍ଥକ । ଏମାନେ ଇରାନ ସମର୍ଥିତ!-->…
ଆମେରିକା ଓ ଚୀନ୍ ମଧ୍ୟରେ ପୁଣି ବିବାଦ
ଆମେରିକାର ସଂପର୍କ ତାଇଓ୍ବାନ ସହ ବଢ଼ୁଥିବାରୁ ଚାଇନା ରାଗିପାଚି ଲାଲ ହୋଇଯାଇଛି । ଆମେରିକାର ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ ଅଧ୍ୟକ୍ଷା ନାନ୍ସି ପେଲୋସି ତାଇୱାନ ଗସ୍ତ ପାଇଁ ପ୍ରସ୍ତୁତ ହେଉଥିବା ନେଇ ରିପୋର୍ଟ ପ୍ରକାଶ ପାଇବା ପରେ ଚୀନ୍ ଏଭଳି କଠୋର ଆଭିମୁଖ୍ୟ ପୋଷଣ କରିଛି ।ତାଇୱାନ!-->…
ଗୋଟାବୟ ସ୍ବଦେଶ ଫେରିବେ
ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟାବୟ ରାଜପକ୍ଷେ ଏବେ ସ୍ବଦେଶ ଫେରିଆସିବାକୁ ଯୋଜନା କରିଛନ୍ତି। ଦେଶରେ ନୂଆ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଶପଥ ଗ୍ରହଣ କରିବା ପରେ ଏବେ ଦେଶରେ ଶାନ୍ତି ଫେରି ଆସୁଛି । ଦେଶରେ ଅରାଜକତା ବଢ଼ିବାରୁ ସେ ଦେଶ ଛାଡି ଚାଲିଯାଇଥିଲେ । ଏବେ ଦେଶରେ ଜୁଲାଇ!-->…
ଆଜି ଭାରତ- ଓ୍ବେଷ୍ଟଇଣ୍ଡିଜ ଦ୍ବିତୀୟ ଦିନିକିଆ, ସଂଧ୍ୟା 7ଟାରେ ମ୍ୟାଚ ଖେଳାଯିବ
ୱେଷ୍ଟଇଣ୍ଡିଜ୍ ବିପକ୍ଷରେ କ୍ରମାଗତ ୨ୟ ଦିନିିକିଆ ଜିତିବା ପରେ ଏବେ ଶୃଙ୍ଖଳା ପୋଛିବା ଲକ୍ଷ୍ୟରେ ଭାରତୀୟ ଦଳ । ପ୍ରଥମ ମ୍ୟାଚ୍ରେ ମହମ୍ମଦ ସିରାଜ୍ଙ୍କ ବୋଲିଂ ଇଣ୍ଡିଜ୍କୁ ବିଜୟରୁ ବଞ୍ଚିତ କରିଥିବା ବେଳେ ୨ୟ ମ୍ୟାଚ୍ରେ ଅକ୍ଷର ପଟେଲଙ୍କ ବିସ୍ଫୋରକ ବ୍ୟାଟିଂ ଇଣ୍ଡିଜ୍ଠାରୁ ମ୍ୟାଚ୍!-->…
ଲଏସିରେ ଚୀନ୍ ନୂଆ ହାଇୱେ ବନାଇବାକୁ ଯୋଜନା କରୁଛି
ଦୀର୍ଘଦିନ ହେବ ଏଲଏସିରେ ଭାରତ ଚୀନ ମଧ୍ୟରେ ଆଲୋଚନା ପାଇଁ ବୈଠକ ଉପରେ ବୈଠକ ବସୁଥିଲେ ବି ଚୀନ୍ ତାର ବିସ୍ତାରବାଦି ନିତିକୁ ଛାଡୁନି । ଏଲଏସିରେ ଚୀନ୍ ନୂଆ ହାଇୱେ ବନାଇବାକୁ ଯୋଜନା କରୁଛି ।ମିଳିଥିବା ରିପୋର୍ଟ ଅନିଯାୟୀ, ତିବତ୍ତର ଲୁଂଜଠାରୁ ନେଇ ସିଂଙ୍ଗଜିଆ କ୍ଷେତ୍ରଯାଏଁ ଦୀର୍ଘଗାମୀ!-->…
ଜୈବବିବିଧତାର ଉପଯୋଗ ସମ୍ପର୍କରେ ଭାରତ-ନାମିବିୟା ମଧ୍ୟରେ ବୁଝାମଣାପତ୍ର
ଭାରତ ସରକାର ଏବଂ ନାମିବିୟା ପ୍ରଜାତନ୍ତ୍ର ସରକାରଙ୍କ ମଧ୍ୟରେ ବନ୍ୟପ୍ରାଣୀ ସଂରକ୍ଷଣ ଏବଂ ଦୀର୍ଘସ୍ଥାୟୀ ଜୈବବିବିଧତାର ଉପଯୋଗ କ୍ଷେତ୍ରରେ ସହଯୋଗ ନିମନ୍ତେ ଆଜି ଏକ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣା ପତ୍ର ଅନୁସାରେ ଭାରତର ଐତିହାସିକ ରେଞ୍ଜ୍ରେ ଚିତାବାଘ!-->…