Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
World
All world wide news update will uploaded
ହେଲମେଟ ପିନ୍ଧିଲେ ବି ଦେବାକୁ ପଡ଼ିବ ୨ ହଜାର ଟଙ୍କା ଫାଇନ୍
ମେଟ୍ରୋ ଟିଭି ଓଡିଶା (୨୦.୫.୨୦୨୨ )
ଭାରତରେ ପ୍ରତିବର୍ଷ ସଡ଼କ ଦୁର୍ଘଟଣାରେ ସାଢ଼େ ତିନି ଲକ୍ଷ ଲୋକେ ପ୍ରାଣ ହରାଉଛନ୍ତି । ଦୁର୍ଘଟଣା ହ୍ରସ କରିବା ପାଇଁ ସରକାର ବିଭିନ୍ନ ସମୟରେ ନିୟମ ଲାଗୁ କରିଛନ୍ତି । ବର୍ତ୍ତମାନ ଆସିଥିବା ସୂଚନା ମୁତାବକ ଏବେ ବାଇକ ଚାଳକଙ୍କୁ ହେଲମେଟ ପିନ୍ଧିଥିଲେ!-->!-->!-->…
ପ୍ରାଇଭେଟ ଜେଟ୍ ରେ ମସାଜ ସମୟରେ ଯୌନ ଶୋଷଣ
ମେଟ୍ରୋ ଟିଭି ଓଡିଶା (୨୦.୫.୨୦୨୨ )
ବିଶ୍ୱର ସବୁଠୁ ଧନି ବ୍ୟକ୍ତି ଏଲନ ମସ୍କଙ୍କ ବିରୋଧରେ ଆସିଛି ଯୌନ ଶୋଷଣ ଅଭିଯୋଗ । ଏହି ମାମଲାକୁ ରଫାଦଫା କରିବା ଲାଗି ୨୦୧୮ରେ ଦୁଇଜଣ ମହିଳାଙ୍କୁ ୨କୋଟ ଟଙ୍କା ମଧ୍ୟ ଦିଆଯାଇଥିଲା । ଏହି ଦୁଇଜଣ ମହିଳା ଏଲନଙ୍କ ଏହାୟସ୍ପେସ୍ ଫାର୍ମ ସ୍ପେସଏକ୍ସ!-->!-->!-->…
ବିଶ୍ୱରେ ଘୋର ଖାଦ୍ୟ ସଂକଟ
ମେଟ୍ରୋ ଟିଭି ଓଡିଶା (୨୦.୫.୨୦୨୨ )
ବିଶ୍ୱରେ ଏବେ ଘୋର ଖାଦ୍ୟ ସଂକଟ । ଗ୍ରାସିଛି ଭୋକର କରାଳ ରାକ୍ଷସ । ଏହାକୁ ନେଇ ଜାତିସଂଘ ଗଭୀର ଚିନ୍ତାପ୍ରକଟ କରିଛି । ଜାତିସଂଘ ସେକ୍ରେଟାରୀ ଜେନେରାଲ ଏଣ୍ଟୋନିୟୋ ଗୁଟରେସ୍ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି କି ବିଶ୍ୱର ବୃହତ ଭୂଖଣ୍ଡ ଖାଦ୍ୟ!-->!-->!-->…
ସିଦ୍ଧୁଙ୍କୁ ଜେଲ
ମେଟ୍ରୋ ଟିଭି ଓଡିଶା (୧୯.୫.୨୦୨୨ )
ନବଜୋତ ସିଂହ ସିଦ୍ଧୁଙ୍କୁ ଜେଲ ଦଣ୍ଡାଦେଶ | ରୋଡ୍ ରେଜ୍ କେସରେ ସିଦ୍ଧୁଙ୍କୁ ସୁପ୍ରିମକୋର୍ଟ ଗୋଟିଏ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହି ମାମଲା ୧୯୯୮ରେ ଘଟିଥିଲା। ସିଦ୍ଧୁଙ୍କୁ ପ୍ରଥମେ ଏହି ମାମଲାରେ ଆଶ୍ଵସ୍ତି ମିଳିଥିଲା। ହେଲ ରୋଡ୍ ରେଜ!-->!-->!-->…
କଡାକଡି ହେଲା କରୋନା କଟକଣା
ମେଟ୍ରୋ ଟିଭି ଓଡିଶା (୧୯.୫.୨୦୨୨ )
ଆମେରିକାର ନ୍ୟୁୟର୍କ ସହରରେ କୋଭିଡ୍ ସଂକ୍ରମଣ ବଢିଛି। ନ୍ୟୁୟର୍କ ରେ କୋଭିଡ୍ ଷଷ୍ଠ ଲହରର ସଙ୍କେତ ମିଳିସାରିଥିବାରୁ ସବୁ ଅଂଚଳରେ ପ୍ରଶାସନିକ ତତ୍ପରତା ବଢ଼ିଯାଇଛି। ଗତକାଲିଠାରୁ ନ୍ୟୁୟର୍କ ସହରରେ କଟକଣା କଡ଼ାକଡ଼ି କରାଯାଇଛି।
!-->!-->!-->!-->!-->!-->!-->…
ଟମୋଟୋ ଫ୍ଲୁ ଆତଙ୍କ
ମେଟ୍ରୋ ଟିଭି ଓଡିଶା (୧୯.୫.୨୦୨୨)
ଟମୋଟୋ ଫ୍ଲୁ ହେଉଛି ଏକ ଭାଇରାଲ ରୋଗ | ରାଜ୍ୟରେ ଟମୋଟୋ ଫ୍ଲୁ ସୂଚନା ମିଳବାରେ ପରେ ଆଲର୍ଟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଏନେଇ ଆଜି ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା କହିଛନ୍ତି । କହିଛନ୍ତି କିଏହାର ଲକ୍ଷଣ ହେଉଛି ପିଲା!-->!-->!-->…
ଭାରତ-ବାଂଲାଦେଶ ମଧ୍ୟରେ ଚାଲିବ ଟ୍ରେନ୍
ମେଟ୍ରୋ ଟିଭି ଓଡିଶା (୧୯.୫.୨୦୨୨ )
ଆସନ୍ତା ମେ’ ୨୯ ତାରିଖରୁ ଭାରତରୁ ବଂଲାଦେଶକୁ ଗଡ଼ିବ ଟ୍ରେନ୍। ଏ ସମ୍ପର୍କରେ ରେଳମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। କୋଭିଡ୍ ଯୋଗୁ ୨୦୨୦ ମାର୍ଚ୍ଚ ମାସରେ କୋଲକାତା ଓ ବାଂଲାଦେଶ ମଧ୍ୟରେ ଟ୍ରେନ୍ ସେବା ବାତିଲ କରାଯାଥିଲା। ଏବେ ଏହି ଟ୍ରେନ୍!-->!-->!-->…
ବିମାନ ଆକ୍ରମଣରେ ୮ମୃତ୍ୟୁ
ମେଟ୍ରୋ ଟିଭି ଓଡିଶା (୧୮.୮.୨୦୨୨ )
ୟୁକ୍ରେନ-ରୁଷ୍ ମଧ୍ୟରେ ଯୋଦ୍ଧ ଦୁଇ ମାସରୁ ଅଧିକ ଦିନହେବ ଲାଗିରହିଥିବା ବେଳେ ଉତ୍ତର ୟୁକ୍ରେନରେ ରୁଷ୍ ଆକ୍ରମଣ ଜୋରଦାର କରିଛି । ରୁଷ୍ର ବିମାନ ଆକ୍ରମଣ ଯୋଗୁଁ ଉତ୍ତର ୟୁକ୍ରେନର ଚେର୍ନିହିବ ସ୍ଥିତ ଦେସନା ଗ୍ରାମରେ ୮ ଜଣଙ୍କ ମୃତ୍ୟୁ ହୋଇଛି ଏବଂ!-->!-->!-->…
ଗହମ ରପ୍ତାନି କଟକଣା କୋହଳ କଲା ଭାରତ
ମେଟ୍ରୋ ଟିଭି ଓଡିଶା (୧୭.୫. ୨୦୨୨)
ଭାରତ ସରକାର ଗହମ ରପ୍ତାନି କଟକଣାକୁ କିଛିଟା କୋହଳ କରିଛି । ମେ ୧୩ କିମ୍ବା ତା ପୂର୍ବରୁ ସୀମା ଶୁଳ୍କ (କଷ୍ଟମ୍ସ) ଯ଼ାଞ୍ଚ ପାଇଁ ପହଞ୍ଚିସାରିଥିବା ଗହମ କନସାଇନମେଣ୍ଟ ଗୁଡ଼ିକୁ ରପ୍ତାନି ଅନୁମତି ଦିଆଯିବ ।
ଏ ସମ୍ପର୍କରେ ବାଣିଜ୍ୟ!-->!-->!-->!-->!-->!-->!-->…