Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
World
All world wide news update will uploaded
ପୁଟିନଙ୍କ ଉପରେ ବର୍ଷିଲେ ବାଇଡେନ୍:ଋଷ-ୟୁକ୍ରେନ ଯୁଦ୍ଧକୁ ନେଇ କହିଲେ ଏମିତି
ମେଟ୍ରୋ ଟିଭି ଓଡିଶା (୨୪.୫.୨୦୨୨ )
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ମଙ୍ଗଳବାର ଟୋକିଓରେ ଆୟୋଜିତ କ୍ୱାଡ ବୈଠକରେ ସାମିଲ ହୋଇଛନ୍ତି । ଏହି ସମ୍ମିଳନୀରେ ବାଇଡେନ ପୁଟିନଙ୍କ ଉପରେ ବର୍ଷିଛନ୍ତି ।
ସେ ଋଷ-ୟୁକ୍ରେନ ଯୁଦ୍ଧର ବୈଶ୍ୱିକ କାରଣ କହିବା ସହ କହିଛନ୍ତି ଯେ ପୁଟିନ୍!-->!-->!-->!-->!-->!-->!-->…
ଅଫିସରେ ୪ ଦିନ କାମ ଓ ୨ ଦିନ ଲକଡାଉନ୍
ମେଟ୍ରୋ ଟିଭି ଓଡିଶା (୨୪.୫.୨୦୨୨ )
ଗତ ଏକ ବର୍ଷ ଧରି ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ସମସ୍ୟା ହ୍ରାସ ପାଇବା ପରିବର୍ତ୍ତେ ଆହୁରି ବଢ଼ିଚାଲିଛି । ପେଟ୍ରୋଲ-ଡିଜେଲର ବଢ଼ୁଥିବା ଦାମ୍ ସମସ୍ୟାକୁ ଆହୁରି ବଢ଼ାଇଦେଇଛି । ଅନେକ ଚେଷ୍ଟା ପରେ ବି କୌଣସି ଉପାୟ ମିଳୁପାରି ନାହିଁ!-->!-->!-->…
ଶିବଙ୍କ ଦର୍ଶନ ଲାଗି ବ୍ୟାକୁଳ ଭକ୍ତ, ୧୯ତମ ଦିନରେ ପହଞ୍ଚିଲେ ରେକର୍ଡ ଶ୍ରଦ୍ଧାଳୁ
ମେଟ୍ରୋ ଟିଭି ଓଡିଶା (୨୩.୫.୨୦୨୨)
ଚାରଧାମ ତିର୍ଥଯାତ୍ରା ଆସୁଥିବା ଯାତ୍ରୀଙ୍କ ସଂଖ୍ୟା ୧୯ତମ ଦିନରେ ଆଠ ଲକ୍ଷ ପହଞ୍ଚିଯାଇଛି । ଦୁଇବର୍ଷ ପରେ ରେକର୍ଡ ସଂଖ୍ୟକ ଯାତ୍ରୀ ଉତ୍ତରାଖାଣ୍ଡରେ ପହଞ୍ଚିଛନ୍ତି । କେଦାରନାଥ ଦର୍ଶନ ପାଇଁ ଖାସକରି ଯୁବଯାତ୍ରୀମାନେ ଜବରଦସ୍ତ ଉତ୍ସାହ ଦେଖାଉଛନ୍ତି ।!-->!-->!-->…
ଟୋକିଓରେ ପ୍ରଧାନମନ୍ତ୍ରୀ,ଆସନ୍ତାକାଲି କ୍ୱାଡ ବୈଠକରେ ହେବେ ସାମିଲ
ଟୋକିଓରେ ପ୍ରଧାନମନ୍ତ୍ରୀ,ଆସନ୍ତାକାଲି କ୍ୱାଡ ବୈଠକରେ ହେବେ ସାମିଲ
ସନ୍ତୁଳନ ହରାଉଛି ପରିବେଶ: ବାହାରୁଛି ନୂଆ ନୂଆ ରୋଗ, ଶକ୍ତିହୀନ ହେଉଛି ମଣିଷ
ସନ୍ତୁଳନ ହରାଉଛି ପରିବେଶ: ବାହାରୁଛି ନୂଆ ନୂଆ ରୋଗ, ଶକ୍ତିହୀନ ହେଉଛି ମଣିଷ