Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
World
All world wide news update will uploaded
ଜୁନ୍ ମାସରୁ ରାସନ୍ କାର୍ଡରେ ଆଉ ମିଳିବନି ଗହମ
ମେଟ୍ରୋ ଟିଭି ଓଡିଶା (୨୨.୫.୨୦୨୨)
ରାଜ୍ୟରେ ଆସନ୍ତା ଜୁନ୍ ମାସରୁ ରାସନ କାର୍ଡରେ ମିଳୁଥିବା ଗହମ ଆଉ ମିଳିବନି। ଜୁନ୍ ମାସରୁ ୨୦୨୩ ମାର୍ଚ୍ଚ ପର୍ଯ୍ୟନ୍ତ ଅର୍ଥାତ୍ ୧୦ ମାସ ଯାଏ ଗହମ ମିଳିବନି। ଗରିବ ଖାଉଟି ମାନଙ୍କୁ ୧୦ ମାସ ଗହମ ବଦଳରେ ଚାଉଳ ମିଳିବ। ତେବେ ଏହାର ପ୍ରଭାବ ସିଧାସଳଖ!-->!-->!-->…
ଭାରତ ସହ ୪ ଦେଶ ଚୀନ ଉପରେ ଲଗାଇବେ ପ୍ରତିବନ୍ଧକ
ମେଟ୍ରୋ ଟିଭି ଓଡିଶା (୨୨.୫.୨୦୨୨ )
ଇଣ୍ଡୋ ପାସିଫିକ୍ ରିଜନରେ ଚୀନର ବଡ଼ ମାତ୍ରାରେ ବେଆଇନ ଭାବରେ ଗତିବିଧି ଉପରେ ଲଗାମ ଲଗାଇବା ପାଇଁ ଆମେରିକା, ଜାପାନ, ଅଷ୍ଟ୍ରେଲିଆ ଏବଂ ଭାରତ ମିଶି ପଦକ୍ଷେପ ନେବାକୁ ଯାଉଛନ୍ତି । ଏହି କ୍ୱାଡ ଦେଶ ପ୍ରଶାନ୍ତ ମହସାଗର ଏବଂ ଭାରତ ମହାସାଗରରେ!-->!-->!-->!-->!-->…
ତ୍ରିରଙ୍ଗାକୁ ଅସମ୍ମାନ: ଦିଲ୍ଲୀ ଏୟାରପୋର୍ଟରେ ଜାତୀୟ ପତାକାକୁ ତଳେ ବିଛାଇ ନମାଜ ପଢିଲେ
ମେଟ୍ରୋ ଟିଭି ଓଡିଶା (୨୨.୫.୨୦୨୨)
ଦିଲ୍ଲୀ ଇନ୍ଦିରାଗାନ୍ଧୀ ଇଣ୍ଟନନ୍ୟାସନାଲ ଏୟାରପୋର୍ଟ ବା ଆଇଜିଆଇରେ ତ୍ରିରଙ୍ଗା ପତାକାକୁ ଅସମ୍ମାନ । ଜଣେ ଯୁବକ ତ୍ରିରଙ୍ଗା ପତାକା ଉପରେ ବସି ନମାଜ ପଢ଼ୁଥିବା ଅଭିଯୋଗ ହୋଇଛି । ଆସାମର ଏହି ଯୁବକଙ୍କୁ ତୁରନ୍ତ ଗିରଫ କରିଥିଲା ପୋଲିସ ।ଦିଲ୍ଲୀ!-->!-->!-->!-->!-->…
ଆସାମରେ ବନ୍ୟା:ଟ୍ରେନ୍ଲାଇନ୍ରେ ପଡ଼ି ରହିଛନ୍ତି ୫୦୦ ପରିବାର
ମେଟ୍ରୋ ଟିଭି ଓଡିଶା (୨୧.୫.୨୦୨୨ )
ଆସାମ ବନ୍ୟାପ୍ରପୀଡ଼ିତଙ୍କ ଅବସ୍ଥା ଦୟନୀୟ ହୋଇପଡ଼ିଛି। ବନ୍ୟା ପରର ଦୁର୍ଦ୍ଦଶା କହିଲେ ନସରେ। ବନ୍ୟାରେ ଘରଦ୍ୱାର ଭାଙ୍ଗିଯିବା ପରେ ଅତି ଶୋଚନୀୟ ଭାବେ ଜୀବନ ବିତାଉଛନ୍ତି ଲୋକେ। ଭୟଙ୍କର ବନ୍ୟା ଆସି ସବୁକିଛି ଭସେଇନେବା ପରେ ନିଶ୍ୱ ହୋଇ!-->!-->!-->…
ଅନ୍ତଃରାଜ୍ୟ ପରିଷଦ ଷ୍ଟାଣ୍ଡିଂ କମିଟିରେ ନବୀନ
ମେଟ୍ରୋ ଟିଭି ଓଡିଶା (୨୦.୫.୨୦୨୨ )
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅନୁମୋଦନକ୍ରମେ ନୂତନ ଅନ୍ତଃରାଜ୍ୟ ପରିଷଦ ଷ୍ଟାଣ୍ଡିଂ କମିଟିର ନୂଆ ସଦସ୍ୟ ନାଁ ଘୋଷଣା କରାଯାଇଛି । ଏନେଇ ଗତକାଲି ଗୃହ ମନ୍ତ୍ରଣାଳୟ ଜାରି କରିଥିବା ଗେଜେଟ୍ ବିଜ୍ଞପ୍ତିରୁ ଜଣାପଡ଼ିଛି।
କେନ୍ଦ୍ର ସରକାର!-->!-->!-->!-->!-->!-->!-->…
ହେଲମେଟ ପିନ୍ଧିଲେ ବି ଦେବାକୁ ପଡ଼ିବ ୨ ହଜାର ଟଙ୍କା ଫାଇନ୍
ମେଟ୍ରୋ ଟିଭି ଓଡିଶା (୨୦.୫.୨୦୨୨ )
ଭାରତରେ ପ୍ରତିବର୍ଷ ସଡ଼କ ଦୁର୍ଘଟଣାରେ ସାଢ଼େ ତିନି ଲକ୍ଷ ଲୋକେ ପ୍ରାଣ ହରାଉଛନ୍ତି । ଦୁର୍ଘଟଣା ହ୍ରସ କରିବା ପାଇଁ ସରକାର ବିଭିନ୍ନ ସମୟରେ ନିୟମ ଲାଗୁ କରିଛନ୍ତି । ବର୍ତ୍ତମାନ ଆସିଥିବା ସୂଚନା ମୁତାବକ ଏବେ ବାଇକ ଚାଳକଙ୍କୁ ହେଲମେଟ ପିନ୍ଧିଥିଲେ!-->!-->!-->…
ପ୍ରାଇଭେଟ ଜେଟ୍ ରେ ମସାଜ ସମୟରେ ଯୌନ ଶୋଷଣ
ମେଟ୍ରୋ ଟିଭି ଓଡିଶା (୨୦.୫.୨୦୨୨ )
ବିଶ୍ୱର ସବୁଠୁ ଧନି ବ୍ୟକ୍ତି ଏଲନ ମସ୍କଙ୍କ ବିରୋଧରେ ଆସିଛି ଯୌନ ଶୋଷଣ ଅଭିଯୋଗ । ଏହି ମାମଲାକୁ ରଫାଦଫା କରିବା ଲାଗି ୨୦୧୮ରେ ଦୁଇଜଣ ମହିଳାଙ୍କୁ ୨କୋଟ ଟଙ୍କା ମଧ୍ୟ ଦିଆଯାଇଥିଲା । ଏହି ଦୁଇଜଣ ମହିଳା ଏଲନଙ୍କ ଏହାୟସ୍ପେସ୍ ଫାର୍ମ ସ୍ପେସଏକ୍ସ!-->!-->!-->…