Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
World
All world wide news update will uploaded
ବିଶ୍ୱରେ ଘୋର ଖାଦ୍ୟ ସଂକଟ
ମେଟ୍ରୋ ଟିଭି ଓଡିଶା (୨୦.୫.୨୦୨୨ )
ବିଶ୍ୱରେ ଏବେ ଘୋର ଖାଦ୍ୟ ସଂକଟ । ଗ୍ରାସିଛି ଭୋକର କରାଳ ରାକ୍ଷସ । ଏହାକୁ ନେଇ ଜାତିସଂଘ ଗଭୀର ଚିନ୍ତାପ୍ରକଟ କରିଛି । ଜାତିସଂଘ ସେକ୍ରେଟାରୀ ଜେନେରାଲ ଏଣ୍ଟୋନିୟୋ ଗୁଟରେସ୍ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି କି ବିଶ୍ୱର ବୃହତ ଭୂଖଣ୍ଡ ଖାଦ୍ୟ!-->!-->!-->…
ସିଦ୍ଧୁଙ୍କୁ ଜେଲ
ମେଟ୍ରୋ ଟିଭି ଓଡିଶା (୧୯.୫.୨୦୨୨ )
ନବଜୋତ ସିଂହ ସିଦ୍ଧୁଙ୍କୁ ଜେଲ ଦଣ୍ଡାଦେଶ | ରୋଡ୍ ରେଜ୍ କେସରେ ସିଦ୍ଧୁଙ୍କୁ ସୁପ୍ରିମକୋର୍ଟ ଗୋଟିଏ ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହି ମାମଲା ୧୯୯୮ରେ ଘଟିଥିଲା। ସିଦ୍ଧୁଙ୍କୁ ପ୍ରଥମେ ଏହି ମାମଲାରେ ଆଶ୍ଵସ୍ତି ମିଳିଥିଲା। ହେଲ ରୋଡ୍ ରେଜ!-->!-->!-->…
କଡାକଡି ହେଲା କରୋନା କଟକଣା
ମେଟ୍ରୋ ଟିଭି ଓଡିଶା (୧୯.୫.୨୦୨୨ )
ଆମେରିକାର ନ୍ୟୁୟର୍କ ସହରରେ କୋଭିଡ୍ ସଂକ୍ରମଣ ବଢିଛି। ନ୍ୟୁୟର୍କ ରେ କୋଭିଡ୍ ଷଷ୍ଠ ଲହରର ସଙ୍କେତ ମିଳିସାରିଥିବାରୁ ସବୁ ଅଂଚଳରେ ପ୍ରଶାସନିକ ତତ୍ପରତା ବଢ଼ିଯାଇଛି। ଗତକାଲିଠାରୁ ନ୍ୟୁୟର୍କ ସହରରେ କଟକଣା କଡ଼ାକଡ଼ି କରାଯାଇଛି।
!-->!-->!-->!-->!-->!-->!-->…
ଟମୋଟୋ ଫ୍ଲୁ ଆତଙ୍କ
ମେଟ୍ରୋ ଟିଭି ଓଡିଶା (୧୯.୫.୨୦୨୨)
ଟମୋଟୋ ଫ୍ଲୁ ହେଉଛି ଏକ ଭାଇରାଲ ରୋଗ | ରାଜ୍ୟରେ ଟମୋଟୋ ଫ୍ଲୁ ସୂଚନା ମିଳବାରେ ପରେ ଆଲର୍ଟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଏନେଇ ଆଜି ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା କହିଛନ୍ତି । କହିଛନ୍ତି କିଏହାର ଲକ୍ଷଣ ହେଉଛି ପିଲା!-->!-->!-->…
ଭାରତ-ବାଂଲାଦେଶ ମଧ୍ୟରେ ଚାଲିବ ଟ୍ରେନ୍
ମେଟ୍ରୋ ଟିଭି ଓଡିଶା (୧୯.୫.୨୦୨୨ )
ଆସନ୍ତା ମେ’ ୨୯ ତାରିଖରୁ ଭାରତରୁ ବଂଲାଦେଶକୁ ଗଡ଼ିବ ଟ୍ରେନ୍। ଏ ସମ୍ପର୍କରେ ରେଳମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। କୋଭିଡ୍ ଯୋଗୁ ୨୦୨୦ ମାର୍ଚ୍ଚ ମାସରେ କୋଲକାତା ଓ ବାଂଲାଦେଶ ମଧ୍ୟରେ ଟ୍ରେନ୍ ସେବା ବାତିଲ କରାଯାଥିଲା। ଏବେ ଏହି ଟ୍ରେନ୍!-->!-->!-->…
ବିମାନ ଆକ୍ରମଣରେ ୮ମୃତ୍ୟୁ
ମେଟ୍ରୋ ଟିଭି ଓଡିଶା (୧୮.୮.୨୦୨୨ )
ୟୁକ୍ରେନ-ରୁଷ୍ ମଧ୍ୟରେ ଯୋଦ୍ଧ ଦୁଇ ମାସରୁ ଅଧିକ ଦିନହେବ ଲାଗିରହିଥିବା ବେଳେ ଉତ୍ତର ୟୁକ୍ରେନରେ ରୁଷ୍ ଆକ୍ରମଣ ଜୋରଦାର କରିଛି । ରୁଷ୍ର ବିମାନ ଆକ୍ରମଣ ଯୋଗୁଁ ଉତ୍ତର ୟୁକ୍ରେନର ଚେର୍ନିହିବ ସ୍ଥିତ ଦେସନା ଗ୍ରାମରେ ୮ ଜଣଙ୍କ ମୃତ୍ୟୁ ହୋଇଛି ଏବଂ!-->!-->!-->…
ଗହମ ରପ୍ତାନି କଟକଣା କୋହଳ କଲା ଭାରତ
ମେଟ୍ରୋ ଟିଭି ଓଡିଶା (୧୭.୫. ୨୦୨୨)
ଭାରତ ସରକାର ଗହମ ରପ୍ତାନି କଟକଣାକୁ କିଛିଟା କୋହଳ କରିଛି । ମେ ୧୩ କିମ୍ବା ତା ପୂର୍ବରୁ ସୀମା ଶୁଳ୍କ (କଷ୍ଟମ୍ସ) ଯ଼ାଞ୍ଚ ପାଇଁ ପହଞ୍ଚିସାରିଥିବା ଗହମ କନସାଇନମେଣ୍ଟ ଗୁଡ଼ିକୁ ରପ୍ତାନି ଅନୁମତି ଦିଆଯିବ ।
ଏ ସମ୍ପର୍କରେ ବାଣିଜ୍ୟ!-->!-->!-->!-->!-->!-->!-->…