Trending
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ପଶ୍ଚିମବଙ୍ଗରେ ମତଦାନ: ବାଇକ୍ରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ କମିଶନ
- ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ- ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ
- ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
Browsing Category
World
All world wide news update will uploaded
କାନାଡା ଉପରେ ପଡ଼ିଲା ଟ୍ରମ୍ପଙ୍କ ଟାରିଫ୍ ଛାଟ
କାନାଡା ଉପରେ ପଡ଼ିଲା ଟ୍ରମ୍ପଙ୍କ ଟାରିଫ୍ ଛାଟ। ଶୁକ୍ରବାର ଦିନ ଏକ ବଡ଼ ନିଷ୍ପତ୍ତି ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡାରୁ ଆସୁଥିବା ଉତ୍ପାଦ ଉପରେ ୩୫% ର ଭାରୀ ଶୁଳ୍କ (ଆମଦାନୀ ଶୁଳ୍କ) ଲାଗୁ କରିବାକୁ ଘୋଷଣା କରିଛନ୍ତି। ଏହି ଶୁଳ୍କ ୧ ଅଗଷ୍ଟ, ୨୦୨୫ରୁ କାର୍ଯ୍ୟକାରୀ ହେବ…
ଭାରତ ଏବଂ ଆମେରିକା ମଧ୍ୟରେ ଏକ “ମିନି ବାଣିଜ୍ୟ ଚୁକ୍ତି” ଘୋଷଣା
ମଙ୍ଗଳବାର ରାତିରେ ଭାରତ ଏବଂ ଆମେରିକା ମଧ୍ୟରେ ଏକ "ମିନି ବାଣିଜ୍ୟ ଚୁକ୍ତି" ଘୋଷଣା ହୋଇପାରେ। ତେବେ ଦୁଇ ଦେଶ ମଧ୍ୟରେ ଆଉ କିଛି ଆଲୋଚନା ପରେ ଚଳିତ ବର୍ଷ ଶେଷ ଆଡ଼କୁ ସଂପୂର୍ଣ୍ଣ ବାଣିଜ୍ୟ ଚୁକ୍ତି ହୋଇପାରେ ।
ସୂଚନା ଅନୁଯାୟୀ, ଏହି ମିନି (ଛୋଟ) ବାଣିଜ୍ୟ ଚୁକ୍ତି ଭାରତ…
‘ଆମେରିକା ପାର୍ଟି’ ନାମରେ ନୂଆ ରାଜନୈତିକ ଦଳ ଗଠନ କଲେ ଏଲନ ମସ୍କ
ଆମେରିକାର ୨୪୯ତମ ସ୍ଵାଧୀନତା ଦିବସ ଅବସରରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବହୁଚର୍ଚ୍ଚିତ ‘ଓ୍ବାନ ବିଗ ବ୍ୟୁଟିଫୁଲ’ ଆଇନ ଲାଗୁ କରିଛନ୍ତି। ଏହା ମଧ୍ୟରେ ତାଙ୍କ ପୂର୍ବ ସହଯୋଗୀ ତଥା ଉଦ୍ୟୋଗବିତ୍ ଏଲନ ମସ୍କ ‘ଆମେରିକା ପାର୍ଟି’ ନାମରେ ନୂଆ ରାଜନୈତିକ ଦଳ ଗଠନ କରିଛନ୍ତି। ଏ ନେଇ ମସ୍କ…
ଗ୍ୟାସ ଷ୍ଟେସନରେ ବିସ୍ଫୋରଣ, 40 ଆହତ
ପୂର୍ବ ରୋମର ପ୍ରିନେଷ୍ଟିନୋ ଜିଲ୍ଲା ଗୋର୍ଡିଆନିରେ ଶୁକ୍ରବାର ସକାଳେ ଏକ ଗ୍ୟାସ ଷ୍ଟେସନରେ ବିସ୍ଫୋରଣ ଯୋଗୁ ୪୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମୃତାହତଙ୍କ ସଂଖ୍ୟା ଜଣାପଡ଼ିନଥିଲେ ମଧ୍ୟ ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ସ୍ଥାନୀୟ ଅଗ୍ନିଶମ ବିଭାଗରୁ ମିଳିଥିବା…
ଘାନାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ତାଙ୍କର ପଞ୍ଚରାଷ୍ଟ୍ରୀୟ ଗସ୍ତ ଆରମ୍ଭ କରିଥିବାବେଳେ ଘାନାରେ ପହଞ୍ଚିଛନ୍ତି। ଘାନା ରାଷ୍ଟ୍ରପତି ଜନ ଦ୍ରାମାନି ମାହାମାଙ୍କ ବିମାନବନ୍ଦରରେ ମୋଦୀଙ୍କୁ ସ୍ବାଗତ କରିଥିବାବେଳେ ତାଙ୍କୁ ୨୧ ତୋପ ସଲାମି ଦିଆଯାଇଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଘାନାରେ…
ଭାରତ-ଆମେରିକା ଭିତରେ ହେବ ବଡ଼ ଟ୍ରେଡ୍ ଡିଲ୍
ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ସମ୍ପର୍କିତ ଚୁକ୍ତି ହୋଇପାରେ ବୋଲି ଟ୍ରମ୍ପ କହିଛନ୍ତି । ଏହି ଚୁକ୍ତି ବିଷୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ଏକ ସଙ୍କେତ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି, ଚୀନ ସହିତ ଚୁକ୍ତି ହୋଇଛି । ସମସ୍ତ ଦେଶ ସହିତ ହେବନି କିନ୍ତୁ…
ପୁଣି ଥରେ ଯୁଦ୍ଧ ଅଟକାଇଥିବା ଦାବି କଲେ ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଦାବି କରିଛନ୍ତି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ତାଙ୍କ ମଧ୍ୟସ୍ଥତା ଯୋଗୁ ହୋଇଛି। ଭାରତ ତାଙ୍କ ଦ୍ୱାରା ବାରମ୍ବାର ସମାନ ଦାବିକୁ ଖଣ୍ଡନ କରିବା ପରେ ବି ଟ୍ରମ୍ପ୍ ମିଛ ଡୁଙ୍ଗୁରା ପିଟି ଚାଲିଛନ୍ତି।…
ପୁଟିନଙ୍କ ସାହାର୍ଯ୍ୟ ନବାକୁ ମନକଲେ ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନାଟୋ ଶିଖର ସମ୍ମିଳନୀରେ ସାମିଲ ହେବାକୁ ନେଦରଲ୍ୟାଣ୍ଡ ହେଜରେ ଅଛନ୍ତି । ହେଗ୍ ଯିବା ପୂର୍ବରୁ ଏକ ସାମ୍ବାଦିକ ସମ୍ମିଳନୀରେ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଇରାନ୍ ଓ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ବିରାମ ପାଇଁ ଋଷ ରାଷ୍ଟ୍ରପତି…
ଆମେରିକାରେ ସରକାରୀ କର୍ମଚାରୀଙ୍କୁ ହ୍ୱାଟ୍ସଆପ୍ ନିଷେଧ
ଇରାନ ପରେ ଏବେ ଆମେରିକା ସଂସଦ ସମସ୍ତ ସରକାରୀ ଡିଭାଇସରୁ ହ୍ୱାଟ୍ସଆପ୍କୁ ନିଷିଦ୍ଧ କରିଛି। ରିପୋର୍ଟ ଅନୁସାରେ, ଡାଟା ସୁରକ୍ଷା ଏବଂ ସାଇବର ସୁରକ୍ଷା ସହ ଜଡ଼ିତ ବିପଦ ଏହି ନିଷ୍ପତ୍ତି ପଛର ମୁଖ୍ୟ କାରଣ ବୋଲି କୁହାଯାଉଛି। ତେବେ ଏଠାରେ ପ୍ରଶ୍ନ ଉଠୁଛି ଯେ, କ’ଣ ଆମେରିକା ସରକାର ଏବେ ଆଉ ନିଜ…
ଇରାନ ଉପରେ ଆମେରିକାର ଆକ୍ରମଣ ସମଗ୍ର ବିଶ୍ୱ ପାଇଁ ବିପଜ୍ଜନକ
ଆମେରିକାର ଆକ୍ରମଣ ପରେ ଇରାନ ଜାତିସଂଘ ସୁରକ୍ଷା ପରିଷଦରେ ଜରୁରୀକାଳୀନ ବୈଠକ ପାଇଁ ଦାବି କରିଥିଲା । ରବିବାର ବିଳମ୍ବିତ ରାତିରେ ଇସ୍ରାଏଲ, ଇରାନ ଓ ଆମେରିକା ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତିକୁ ନେଇ ଜାତିସଂଘ ସୁରକ୍ଷା ପରିଷଦ ଏକ ଜରୁରୀ ବୈଠକ ଡାକିଥିଲା । ଏହି ବୈଠକରେ ଅନ୍ତର୍ଜାତୀୟ…