Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ
Browsing Category
World
All world wide news update will uploaded
ୟୁକ୍ରେନ୍ ଉପରେ ବଡ଼ ଧରଣର ଆକ୍ରମଣ କରିଛି ରୁଷିଆ
ଏକାସାଙ୍ଗରେ ୟୁକ୍ରେନ୍ ଉପରେ ୧୫୦ରୁ ଅଧିକ ଡ୍ରୋନ୍ ଆକ୍ରମଣ କରିଛି। ଏହି ଆକ୍ରମଣରେ ୟୁକ୍ରେନ୍ର ବହୁତ କ୍ଷତି ପହଞ୍ଚିଥିବା ବେଳେ ଅନେକ ଅଞ୍ଚଳରୁ ବିଦ୍ୟୁତ୍ ଚାଲିଯାଇଛି। ଏନେଇ ୟୁକ୍ରେନ୍ ପକ୍ଷରୁ ସୂଚନା ଦିଆଯାଇଛି। ରୁଷିଆ ୟୁକ୍ରେନ ଉପରେ ୧୮୮ ଆକ୍ରମଣକାରୀ ଡ୍ରୋନ୍ ଚଳାଇଛି। ଉଭୟ ଦେଶ…
ମୋଦିଙ୍କୁ ଗ୍ଲୋବାଲ ଶାନ୍ତି ପୁରସ୍କାର
ଆମେରିକାରେ ଭାରତୀୟ-ଆମେରିକୀୟମାନେ ଏକଜୁଟ ହୋଇ ଏକ ନୂତନ ସଂଖ୍ୟାଲଘୁ ସଂଗଠନ ଆରମ୍ଭ କରିଛନ୍ତି। ମେରିଲାଣ୍ଡର ଚର୍ଚ୍ଚରେ ଏକ କାର୍ଯ୍ୟକ୍ରମରେ ଆସୋସିଏସନ ଅଫ ଇଣ୍ଡିଆନ-ଆମେରିକୀୟ ମାଇନର୍ରିଟିଜ୍(ଏଆଇଏଏମ୍) ଶୁକ୍ରବାର ଉଦ୍ଘାଟିତ ହୋଇଛି। ଏହି ସଂଗଠନର ଉଦ୍ଦେଶ୍ୟ ଭାରତୀୟ-ଆମେରିକାରେ…
ଇସ୍ରାଏଲ୍-ହମାସ୍ ଯୁଦ୍ଧରେ ୪୪,୦୫୬ ଜଣଙ୍କ ମୃତ୍ୟୁ ଘଟିବା ସହ ୧,୦୪,୨୬୮ ଆହତ
ଇସ୍ରାଏଲ୍ ଏବଂ ହମାସ୍ ମଧ୍ୟରେ ୧୩ ମାସ ହେଲା ଯୁଦ୍ଧ ଲାଗିରହିଥିବାବେଳେ ଗାଜାଷ୍ଟ୍ରିପ୍ରେ ମୃତ୍ୟୁସଂଖ୍ୟା ୪୪,୦୦୦ ଟପିଲାଣି। ଗାଜା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ କେତେଜଣ ହମାସ୍ ଆତଙ୍କବାଦୀ ଏବଂ କେତେ ସାଧାରଣ ନାଗରିକ ଅଛନ୍ତି, ତାହା…
ଲାଓସ୍ରେ ଭାରତ-ଚୀନ୍ ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ ବୈଠକ
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଭିଏଣ୍ଟିଆନେରେ ଚୀନ୍ ପ୍ରତିରକ୍ଷା ମନ୍ତ୍ରୀ ଡୋଙ୍ଗ ଜୁନ୍ ଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି, ଯେଉଁଥିରେ ଦୁଇ ଦେଶ ମଧ୍ୟରେ ସୀମା ବିବାଦ ଏବଂ ସୈନ୍ୟ ପ୍ରତ୍ୟାହାର ନେଇ ଆଲୋଚନା ହୋଇଥିଲା। ଶାନ୍ତି ଓ ସହଯୋଗ ପାଇଁ ଭାରତ-ଚୀନ ସମ୍ପର୍କ ବଜାୟ ରଖିବାକୁ…
ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ ରୁଷ୍ ରାଷ୍ଟ୍ରପତି ପୁଟିନ
ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ । ଖୁବଶୀଘ୍ର ତାଙ୍କ ଗସ୍ତର ତାରିଖ ଚୂଡ଼ାନ୍ତହେବ । କ୍ରେମଲିନର ପ୍ରେସ୍ ସେକ୍ରେଟାରୀ ଦିମିତ୍ରୀ ପେସ୍କୋଭ ଆଜି ଏହି ସୂଚନା ଦେଇଛନ୍ତି। ପୁତିନଙ୍କ ଗସ୍ତ ଉପରେ ବିଶ୍ୱର ନଜର ରହିବ କାରଣ ଏହି ସମୟରେ ସେ ପିଏମ ମୋଦୀଙ୍କୁ…
ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ବ୍ରାଜିଲର ଜନେଇରୋରେ ମୋଦି
ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ବ୍ରାଜିଲର ରିଓ ଡି ଜନେଇରୋରେ ପହଞ୍ଚତ୍ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ଆମେରିକାର ବିଦାୟୀ ରାଷ୍ଟ୍ରପତି ଜୋ ବାଇଡେନ୍, ବ୍ରାଜିଲ ରାଷ୍ଟ୍ରପତି ଲୁଲା ଡା ସିଲ୍ଭା ଏବଂ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁରେରେସ୍ଙ୍କ ସମେତ ଅନେକ…
ମୋଦୀଙ୍କୁ ମିଳିଲା ନାଇଜେରିଆର ଦ୍ବିତୀୟ ସର୍ବୋଚ୍ଚ ସମ୍ମାନ
ମୋଦୀଙ୍କୁ ମିଳିଲା ନାଇଜେରିଆର ଦ୍ବିତୀୟ ସର୍ବୋଚ୍ଚ ସମ୍ମାନ । ଆଫ୍ରିକୀୟ ଦେଶ ନାଇଜେରିଆ ପକ୍ଷରୁ ନିଜର ଦ୍ୱିତୀୟ ସର୍ବୋଚ୍ଚ ଜାତୀୟ ପୁରସ୍କାର ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ନାଇଜରରେ ସମ୍ମାନିତ କରିଛି । ଏହି ସମ୍ମାନ ପାଇବାରେ ପ୍ରଧାନମନ୍ତ୍ରୀ ମୋଦୀ ହେଉଛନ୍ତି ଦ୍ୱିତୀୟ…
ସୁନା ବିକି ବିଟ୍କଏନ୍ କିଣିବ ଆମେରିକା
ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବିଶ୍ବର ଚର୍ଚ୍ଚିତ କ୍ରିପ୍ଟୋକରେନ୍ସି ବିଟ୍କଏନ୍କୁ ସମର୍ଥନ କରୁଥିବାରୁ ଆଗାମୀ ଦିନରେ ଏହାର ଲୋକପ୍ରିୟତା ବଢ଼ିବା ଆଶା କରାଯାଉଛି। ତେବେ କେବଳ ଟ୍ରମ୍ପ୍ ନୁହେଁ, ତାଙ୍କର ଜଣେ ଘନିଷ୍ଠ ସିନେଟର ସିନ୍ଥିଆ ଲୁମିସ୍ ବିଟ୍କଏନ୍କୁ…
ଇସ୍ରାଏଲର ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବାସଭବନ ଉପରକୁ ବୋମା ମାଡ଼
ଇସ୍ରାଏଲର ସିଜେରିଆରେ ଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ବାସଭବନ ଉପରକୁ ଦୁଇଟି ବୋମା ମାଡ଼ ହୋଇଥିଲା ଏବଂ ଏହା ଏକ ବଗିଚାରେ ବିସ୍ଫୋରଣ ହୋଇଛି। ଏହି ବୋମାମାଡ଼ ସମୟରେ ନେତନ୍ୟାହୁ କିମ୍ବା ତାଙ୍କ ପରିବାରର କୌଣସି ସଦସ୍ୟ ଉପସ୍ଥିତ ନଥିଲେ ଏବଂ ବିସ୍ଫୋରଣରେ କୌଣସି…
ନାଇଜେରିଆରେ ମୋଦିଙ୍କୁ ଭବ୍ୟ ସ୍ବାଗତ
୬ ଦିନିଆ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ୬ ଦିନିଆ ଗସ୍ତରେ ତିନୋଟି ଦେଶ ନାଇଜେରିଆ, ବ୍ରାଜିଲ ଓ ଗୁଏନା ଯିବେ । ପ୍ରଥମେ ନାଇଜେରିଆର ରାଜଧାନୀ ଆବୁଜାରେ ପହଞ୍ଚିଛନ୍ତି ମୋଦି । ସେଠାରେ ପହଞ୍ଚିବା ପରେ ନାଇଜେରିଆ ରାଷ୍ଟ୍ର ମୁଖ୍ୟ ମୋଦିଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ।…