Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
World
All world wide news update will uploaded
ନରେନ୍ଦ୍ର ମୋଦୀଙ୍କୁ ମରିସସ୍ର ସର୍ବୋଚ୍ଚ ସମ୍ମାନ ‘ଦ ଗ୍ରାଣ୍ଡ କମାଣ୍ଡର ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର ଆଣ୍ଡ କି ଅଫ୍…
ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମରିସସ୍ର ସର୍ବୋଚ୍ଚ ସମ୍ମାନ ‘ଦ ଗ୍ରାଣ୍ଡ କମାଣ୍ଡର ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର ଆଣ୍ଡ କି ଅଫ୍ ଦ ଇଣ୍ଡିଆନ ଓସେନ୍’ ପ୍ରଦାନ ଲାଗି ଘୋଷଣା କରାଯାଇଛି। ମରିସସ୍ ପ୍ରଧାନମନ୍ତ୍ରୀ ନବୀନଚଦ୍ର ରାମଗୁଲାମ ମଙ୍ଗଳବାର ମୋଦୀଙ୍କୁ ଏହି ସମ୍ମାନ…
ମରିସସରେ ପହଞ୍ଚିଲେ ମୋଦୀ
ମରିସସରେ ପହଞ୍ଚିଲେ ମୋଦୀ । ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ଏକ ବିରାଟ ଫୁଲମାଳ ପିନ୍ଧାଇ ସ୍ବାଗତ କରିଛନ୍ତି ମରିସସ ପ୍ରଧାନମନ୍ତ୍ରୀ ।ଦୁଇ ଦିନିଆ ମରିସସ୍ ଗସ୍ତରେ ଅଛନ୍ତି ମୋଦୀ । ମରିସସର ୫୭ତମ ରାଷ୍ଟ୍ରୀୟ ଦିବସ ସମାରୋହରେ ମୁଖ୍ୟ…
ମାର୍କ କାର୍ନି ହେବେ କାନାଡ଼ାର ନୂଆ ପ୍ରଧାନମନ୍ତ୍ରୀ
ମାର୍କ କାର୍ନି ହେବେ କାନାଡ଼ାର ନୂଆ ପ୍ରଧାନମନ୍ତ୍ରୀ। ମାର୍କ କାର୍ନି ୮୬% ଭୋଟ ପାଇ ଲିବେରାଲ ପାର୍ଟିର ନେତା ନିର୍ବାଚିତ ହୋଇଛନ୍ତି। ଜଷ୍ଟିନ୍ ଟ୍ରୁଡ୍ରୋଙ୍କ ଜାଗା ନେବେ ମାର୍କ କାର୍ନି। ଜାନୁଆରୀରେ ପଦ ଛାଡ଼ିବାକୁ ଘୋଷଣା କରିଥିଲେ ଜଷ୍ଟିନ ଟ୍ରୁଡୋ।ପୂର୍ବତନ କେନ୍ଦ୍ରୀୟ ବ୍ୟାଙ୍କରରୁ…
ଚାମ୍ପିଅନ୍ସ ଟ୍ରଫିର ମେଗା ଫାଇନାଲ୍ରେ ଆଜି ଭାରତ-ନ୍ୟୁଜିଲାଣ୍ଡ ମୁହାଁମୁହିଁ
ଚାମ୍ପିଅନ୍ସ ଟ୍ରଫିର ମେଗା ଫାଇନାଲ୍ରେ ଆଜି ଭାରତ-ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବେ। ପରସ୍ପରକୁ କଡ଼ା ଟକ୍କର ଦେଇ ଟ୍ରଫି ଜିତିବାକୁ ଜୋରଦାର୍ ଲଢ଼େଇ କରିବେ। ଏହି ପ୍ରତୀକ୍ଷିତ ଫାଇନାଲ୍ ଫାଇଟ୍ ପାଇଁ ଉଭୟ ଦଳ ସବୁପ୍ରକାର ପ୍ରସ୍ତୁତି କରିସାରିଛନ୍ତି। ରୋହିତ ଶର୍ମା, ବିରାଟ କୋହଲି, ଗିଲଙ୍କ…
ଭାରତ ସହ ହାତ ମିଳାଇଲା ଚାଇନା
ଟାରିଫ୍କୁ ନେଇ ଚାଇନା ଏବଂ ଆମେରିକା ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଆମେରିକା ଚିନି ଆମଦାନୀ ଉପରେ ୨୦ ପ୍ରତିଶତ ଟାରିଫ୍ ଘୋଷଣା କରିଛି। ଏସବୁ ଭିତରେ ଚାଇନାର ନଜର ଏବେ ଭାରତ ଉପରେ ରହିଛି। ଚାଇନା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ଶୁକ୍ରବାର ନୂଆଦିଲ୍ଲୀ ଏବଂ ବେଜିଂକୁ…
ଇରାନ ସହ ପରମାଣୁ ଚୁକ୍ତି କରିବାକୁ ଚାହୁଁଛନ୍ତି ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ଇରାନ ସହ ପରମାଣୁ ଚୁକ୍ତି କରିବାକୁ ଚାହୁଁଛନ୍ତି ଏବଂ ଏ ନେଇ ଇରାନର ସର୍ବୋଚ୍ଚ ନେତାଙ୍କୁ ଏକ ଚିଠି ପଠାଇଛନ୍ତି। ଶୁକ୍ରବାର ଫକ୍ସ ବିଜନେସ ନେଟୱାର୍କକୁ ଦେଇଥିବା ଏକ ସାକ୍ଷାତକାରରେ ଟ୍ରମ୍ପ କହିଛନ୍ତି, "ମୁଁ ଆଶା କରୁଛି ଆପଣମାନେ…
ୟୁକ୍ରେନକୁ ସାମରିକ ସହାୟତା ବନ୍ଦ କଲେ ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ୟୁକ୍ରେନକୁ ସାମରିକ ସହାୟତା ବନ୍ଦ କରିଛନ୍ତି। ଜଣେ ହ୍ୱାଇଟ୍ ହାଉସ୍ ଅଧିକାରୀ କହିଛନ୍ତି, ଯାହା ରୁଷ ସହିତ ଶାନ୍ତି ଆଲୋଚନା ପାଇଁ ରାଜି ହେବା ପାଇଁ କିଭ୍ ଉପରେ ଚାପକୁ ତୀବ୍ର ଭାବରେ ବୃଦ୍ଧି କରିଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର…
ବାଂଲାଦେଶ ଏବଂ ଭାରତ ମଧ୍ୟରେ ଉତ୍ତମ ସମ୍ପର୍କ ବଜାୟ ରଖିବା ଛଡ଼ା କୌଣସି ବିକଳ୍ପ ନାହିଁ – ମହମ୍ମଦ ୟୁନୁସ
ବାଂଲାଦେଶରେ ଶେଖ ହସିନାଙ୍କ ବିରୋଧରେ ବିଦ୍ରୋହ ପରଠାରୁ ଦେଶ ମୁଖ୍ୟ ପରାମର୍ଶଦାତା ପ୍ରଫେସର ମହମ୍ମଦ ୟୁନୁସଙ୍କ ଶାସନାଧିନ ରହିଛି। ତାଙ୍କ ସମୟରେ ପଡ଼ୋଶୀ ଭାରତ ସହ ସମ୍ପର୍କରେ ମଧ୍ୟ ଫାଟ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷୀରେ ମହମ୍ମଦ ୟୁନୁସ କହିଛନ୍ତି ଯେ ବାଂଲାଦେଶ ଏବଂ ଭାରତ ମଧ୍ୟରେ…
ପୁଣି ବାପା ହେଲେ ମସ୍କ
ଦୁନିଆର ସବୁଠୁ ବଡ ଧନୀ ବ୍ୟକ୍ତି ଟେସଲା କମ୍ପାନୀର ମାଲିକ ଏଲନ ମସ୍କଙ୍କ ସଂପତ୍ତି ଦିନକୁ ଦିନ ବଢିବାରେ ଲାଗିଛି। ଏବେ ସେ ଦୁନିଆର ଏକ ମାତ୍ର ଏମିତି ବ୍ୟକ୍ତି ଯାହାଙ୍କ ସଫଳତା ପର୍ଯ୍ୟନ୍ତ କେହି ପହଞ୍ଚି ପାରି ନାହାନ୍ତି। ବଡ କଥା ହେଉଛି ଏଲନ ମସ୍କ ପୁଣି ଚର୍ଚ୍ଚାରେ ଆସିଛନ୍ତି। ଏଥର…
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଲେ ଜେଲେନ୍ସକି
ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଲେ ଜେଲେନ୍ସକି । ଉଭୟ ନେତା ଆମେରିକା ପାଇଁ ଏକ ଖଣିଜ ଚୁକ୍ତି ଉପରେ ଆଲୋଚନା ହୋଇଥିବା ଚର୍ଚ୍ଚା ହେଉଛି । ୟୁକ୍ରେନରେ ବର୍ଷ ବର୍ଷ ଧରି ଚାଲିଥିବା ଯୁଦ୍ଧରେ ଏକ ସମ୍ଭାବ୍ୟ ଯୁଦ୍ଧବିରାମ ପାଇଁ ହୋଇଛି ଆଲୋଚନା ।ରାଷ୍ଟ୍ରପତି ଟ୍ରମ୍ପ ୟୁକ୍ରେନ ରାଷ୍ଟ୍ରପତିଙ୍କୁ…