Trending
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ପଶ୍ଚିମବଙ୍ଗରେ ମତଦାନ: ବାଇକ୍ରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ କମିଶନ
- ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ- ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ
- ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
Browsing Category
World
All world wide news update will uploaded
ସ୍ବାଧୀନତା ଘୋଷଣା କଲା ବେଲୁଚିସ୍ତାନ
ପାକିସ୍ତାନ ବିରୁଦ୍ଧରେ ବେଲୁଚିସ୍ତାନର ସ୍ୱାଧୀନତା ଲଢ଼େଇ ପୁଣି ଥରେ ତୀବ୍ର ହୋଇଛି। ଯେତେବେଳେ ବେଲୁଚ୍ ନେତା ମୀର ୟାର ବାଲୁଚ୍ ପାକିସ୍ତାନରୁ ବେଲୁଚିସ୍ତାନକୁ ସ୍ୱାଧୀନ ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆରେ "ରିପବ୍ଲିକ୍ ଅଫ୍ ବେଲୁଚିସ୍ତାନ ଘୋଷଣା" କରିଥିବା ଏବେ ଟ୍ରେଣ୍ଡ କରିବା…
ପରମାଣୁ ଶକ୍ତି ଦୌଡ଼ରେ ଚୀନ୍ ଏକ ଗୁରୁତ୍ୱପୂର୍ଣ୍ଣ ଲମ୍ଫ ମାରିଛି
ପରମାଣୁ ଶକ୍ତି ଦୌଡ଼ରେ ଚୀନ୍ ଏକ ଗୁରୁତ୍ୱପୂର୍ଣ୍ଣ ଲମ୍ଫ ମାରିଛି। ଚୀନ୍ ବୈଜ୍ଞାନିକମାନେ ସମୁଦ୍ର ଜଳରୁ ୟୁରାନିୟମ ବାହାର କରିବାର ଏକ ପ୍ରଯୁକ୍ତିବିଦ୍ୟା ବିକଶିତ କରିଛନ୍ତି ଯାହା କେବଳ ବହୁତ ଶସ୍ତା ନୁହେଁ ବରଂ ଦ୍ରୁତ ଏବଂ ପ୍ରଭାବଶାଳୀ ମଧ୍ୟ। ୟୁରାନିୟମ୍ ହେଉଛି ପରମାଣୁ ଶକ୍ତି ଉତ୍ପାଦନ…
ପାକିସ୍ତାନର ସୁରକ୍ଷା କାହିଁକି ଚାହୁଛି ଆମେରିକା ! ଯୁଦ୍ଧବିରତି ମଧ୍ୟସ୍ଥତା ନେଇ ବାହା ବା ନେଉଛନ୍ତି ଟ୍ରମ୍ପ
ପହେଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ଉପରେ ଏୟାର ଷ୍ଟ୍ରାଇକ କରିଥିଲା । ଏହା ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା। ଏହି ପରିପ୍ରେକ୍ଷୀରେ ପରମାଣୁ ଯୁଦ୍ଦ ହେବାର ଆଶଙ୍କା ପ୍ରକାଶ ପାଇଥିଲା । ଟ୍ରମ୍ପଙ୍କ ଯୁଦ୍ଧବିରତି ନେଇ ମଧ୍ୟସ୍ଥତା କରିତିଲେ । ସେପଟେ ଯୁଦ୍ଧ…
ପାକିସ୍ତାନର ସୁରକ୍ଷା କାହିଁକି ଚାହୁଛି ଟ୍ରମ୍ପ! ଯୁଦ୍ଧବିରତି ମଧ୍ୟସ୍ଥତା ନେଇ ବାହା ବା ନେଉଛି ଆମେରିକା
ପହେଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ଉପରେ ଏୟାର ଷ୍ଟ୍ରାଇକ କରିଥିଲା । ଏହା ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା। ଏହି ପରିପ୍ରେକ୍ଷୀରେ ପରମାଣୁ ଯୁଦ୍ଦ ହେବାର ଆଶଙ୍କା ପ୍ରକାଶ ପାଇଥିଲା । ଟ୍ରମ୍ପଙ୍କ ଯୁଦ୍ଧବିରତି ନେଇ ମଧ୍ୟସ୍ଥତା କରିତିଲେ । ସେପଟେ ଯୁଦ୍ଧ…
ଏହି ତାରିଖରେ ଭାରତ – ପାକିସ୍ତାନ ଯୁଦ୍ଧ
ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପ୍ରତିଶୋଧ ନେବାକୁ ପ୍ରସ୍ତୁତି ଆରମ୍ଭ କରିଛି। ଭାରତ ପକ୍ଷରୁ ପରୋକ୍ଷ ଆକ୍ରମଣ ଧାରା ଜାରି ରହିଛି। ଭାରତ ହାତରେ ନମାରି ପାକିସ୍ତାନକୁ ଭାତରେ ମାରିବା ଆରମ୍ଭ କରିଛି। ଭାରତ ପକ୍ଷରୁ ସିନ୍ଧୁ ଜଳ ଚୁକ୍ତି ବାତିଲ କରାଯାଇଛି। ଏହା ସହିତ କୂଟନୈତିକ…
ରେଷ୍ଟୁରାଣ୍ଟରେ ଗୁଳିକାଣ୍ଡ , 3 ମୃତ 5 ଆହତ
ଆମେରିକାରେ ପୁଣି ଥରେ ଏକ ବଡ଼ ଧରଣର ଗୁଳିଚାଳନା ଘଟଣା ସାମନାକୁ ଆସିଛି । ଘଟଣାଟି ଆରିଜୋନା ରାଜ୍ୟର ଗ୍ଲେଣ୍ଡାଲେରେ ଘଟିଛି। ସହରର ଏକ ରେଷ୍ଟୁରାଣ୍ଟରେ ଗୁଳିକାଣ୍ଡ ହେବାରୁ ୩ ଜଣ ମୃତ୍ୟୁବରଣ କରିଥିବାବେଳେ ୫ ଜଣ ଆହତ ହୋଇଛନ୍ତି ।
ସ୍ଥାନୀୟ ପୁଲିସ ଅଧିକାରୀ ମୋରୋନି…
ସିରିଆରେ ତୁର୍କୀ ଏବଂ ଇସ୍ରାଏଲୀ ଲଢ଼ୁଆ ବିମାନ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି
ସିରିଆରେ ଇସ୍ରାଏଲ ଏବଂ ତୁର୍କୀ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଶନିବାର ସନ୍ଧ୍ୟାରେ ସିରିଆରେ ଇସ୍ରାଏଲୀ ବିମାନ ଆକ୍ରମଣ ପରେ ତୁର୍କୀ ଏବଂ ଇସ୍ରାଏଲୀ ଲଢ଼ୁଆ ବିମାନ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଦେଖାଯାଇଛି। ସିରିଆରେ ଉଭୟ ଦେଶର ଯୁଦ୍ଧ ବିମାନ ମୁହାଁମୁହିଁ ହୋଇଥିଲେ କିନ୍ତୁ…
ଭୂମିକମ୍ପରେ ଥରି ଉଠିଛି ଆର୍ଜେଣ୍ଟିନା
ଭୂମିକମ୍ପରେ ଥରି ଉଠିଛି ଆର୍ଜେଣ୍ଟିନା। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୭.୪ ମାପ କରାଯାଇଥିଲା। ଭୂମିକମ୍ପର ତୀବ୍ରତାକୁ ବିଚାରକୁ ନେଇ ସୁନାମି ସତର୍କତା ଜାରି କରାଯାଇଛି। ଭୂମିକମ୍ପର ତୀବ୍ର ଝଟକା ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା। ଲୋକମାନେ ଘରୁ ବାହାରକୁ ଖୋଲା ଆକାଶ ଆଡକୁ…
ଅଟାରୀ-ୱାଘା ସୀମାରେ ଫାଟକ ଖୋଲି ଭାରତରେ ଫସି ରହିଥିବା ନାଗରିକଙ୍କୁ ଦେଶକୁ ଫେରାଇନେଲା ପାକିସ୍ତାନ
ଏପ୍ରିଲ ୨୨ ତାରିଖରେ ହୋଇଥିବା ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ଜୀବନ ଯିବା ପରେ ଭାରତ ସରକାର ପାକିସ୍ତାନୀମାନଙ୍କର ସ୍ୱଳ୍ପକାଳୀନ ଭିସା ବାତିଲ କରି ଦେଇଥିଲେ। ଏବେ ଭାରତରେ ଫସି ରହିଥିବା ନାଗରିକମାନଙ୍କୁ ଫେରିବାକୁ ଅନୁମତି ଦେବା ସହିତ ପାକିସ୍ତାନ ଶୁକ୍ରବାର ଦିନ ଅଟାରୀ-ୱାଘା…
ଆମେରିକାରୁ ଆସିବ ଗୁରୁତ୍ୱପୂର୍ଣ୍ଣ ଯୁଦ୍ଧ ଉପକରଣ
ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଜାରି ଉତ୍ତେଜନା ମଧ୍ୟରେ, ଆମେରିକା ନୂଆଦିଲ୍ଲୀ ସହିତ ଏକ ବଡ଼ ସାମରିକ ଚୁକ୍ତି କରିଛି। ଆମେରିକା ଭାରତକୁ ୧୩୧ ନିୟୁତ ଆମେରିକୀୟ ଡଲାର ମୂଲ୍ୟର ଗୁରୁତ୍ୱପୂର୍ଣ୍ଣ ସାମରିକ ହାର୍ଡୱେୟାର ଏବଂ ଲଜିଷ୍ଟିକ୍ସ ଯୋଗାଇବା…