Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Browsing Category
World
All world wide news update will uploaded
୩ ପଣବନ୍ଦୀଙ୍କୁ ମୁକ୍ତକଲା ହମାସ୍
ଯୁଦ୍ଧବିରତି ଚୁକ୍ତିନାମା ଅନୁଯାୟୀ ହମାସ୍ ଆଉ ୩ଜଣ ପଣବନ୍ଦୀଙ୍କୁ ମୁକ୍ତ କରିଛି। ଏହି ଇସ୍ରାଏଲୀ ପଣବନ୍ଦୀମାନଙ୍କୁ ରେଡ୍କ୍ରସକୁ ହସ୍ତାନ୍ତର କରାଯାଇଛି। ଚୁକ୍ତିନାମା ଅନୁଯାୟୀ ଇସ୍ରାଏଲ୍ ପାଲେଷ୍ଟିନୀୟ ବନ୍ଦୀମାନଙ୍କୁ ମୁକ୍ତ କରିବ। ମୁକ୍ତ ହୋଇଥିବା ଇସ୍ରାଏଲୀ ପଣବନ୍ଦୀଙ୍କୁ ଡାକ୍ତରୀ…
ପଶ୍ଚିମ ଆଲାସ୍କାରେ ବିମାନ ଦୁର୍ଘଟଣାରେ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ
ପଶ୍ଚିମ ଆଲାସ୍କାରେ ବିମାନ ଦୁର୍ଘଟଣା । ବିମାନରେ ଥିବା ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କୋଷ୍ଟଗାର୍ଡ ଏହି ଧବଂସାବଶେଷ ଚିହ୍ନଟ କରିଛନ୍ତି । ଆମେରିକାର ପଶ୍ଚିମ ଆଲାସ୍କାରେ ଥିବା ନୋମ ସହରକୁ ଯାଉଥିବା ବିମାନ ଗାଏବ ହୋଇଯାଇଥିଲା । ପରେ ସମୁଦ୍ର ନିକଟରେ ଥିବା ବରଫ…
ଆସନ୍ତାକାଲିଠୁ ଆରମ୍ଭ ପ୍ରେମ ସପ୍ତାହ
ପ୍ରେମରେ ପଡିଥିବା ପ୍ରେମକୁ ବୁଝିଥିବା ପ୍ରେମୀଯୁଗଳମାନେ ପ୍ରସ୍ତୁତ ବି ହୋଇଗଲେଣି । ହେବେନି ବା କେମିତି, ନିଜ ପ୍ରେମିକ ବା ପ୍ରେମିକା ସହ ଏହି ୭ ଦିନ ଯେ ବେଶ ଗୁରୁତ୍ବପୂର୍ଣ୍ଣ ତାହା ସେମାନେ ଭଲ ଭାବେ ଜାଣିଛନ୍ତି । କେହି କେହି ନିଜ ଜୀବନସାଥୀ ସହ ଏହି ଦିନଗୁଡିକୁ ମନେଇଥାନ୍ତି, ତ କେହି…
ଶେଖ ହାସିନାଙ୍କ ବାପଘରେ ନିଆଁ ଲଗାଇଦେଲେ ବିକ୍ଷୋଭକାରୀ
ଅନଲାଇନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଭାଷଣ ପରେ ହିଂସା ବ୍ୟାପିଛି । ରାଜଧାନୀ ଢାକାରେ ବାଂଲାଦେଶର ପ୍ରତିଷ୍ଠାତା ଶେଖ ମୁଜିବର ରେହମାନଙ୍କ ବାସଭବନରେ ପ୍ରଦର୍ଶନକାରୀ ଭଙ୍ଗାରୁଜା କରିବା ସହ ନିଆଁ ଲଗାଇ ଦେଇଛନ୍ତି । ଘରେ ପଶି ବ୍ୟାପକ ଭଙ୍ଗାରୁଜା କରିଛନ୍ତି । ହାସିନାଙ୍କ ଦଳ…
ଆମେରିକାରେ ପୁଣି ଦୁଇ ବିମାନ ମୁହାଁମୁହିଁ ଧକ୍କା
ସକାଳୁ ସକାଳୁ ଘଟିଛି ବଡ଼ ଅଘଟଣ। ଦୁଇ ବିମାନ ମୁହାଁମୁହିଁ ଧକ୍କା। ହେଲେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା। ରନଓ୍ୱେ ସମୟରେ ଧକ୍କା ହୋଇଥିବା କୁହାଯାଉଛି। ପୂର୍ବରୁ ମଧ୍ୟ କିଛି ଦିନ ତଳେ ମଝି ଆକାଶରେ ଦୁଇ ବିମାନ ଧକ୍କା ହୋଇଥିଲା। ଫଳରେ ଅନେକ ଯାତ୍ରୀଙ୍କ ଜୀବନ ମଧ୍ୟ ଯାଇଥିଲା।
ଆମେରିକାରେ ଅବୈଦ୍ଧ ଭାବେ ରହୁଥିବ ୧୦୪ ଜଣ ପ୍ରବାସୀ ଭାରତୀୟ ସ୍ବେଦଶ ଫେରିଲେ
ଭାରତ ଫେରିଲେ ୧୦୪ଜଣ ପ୍ରବାସୀ ଭାରତୀୟ । ଆମେରିକାର ମିଲିଟାରୀ ପ୍ଲେନ୍ ସି-୧୪୭ରେ ଆମେରିକାରେ ଅବୈଦ୍ଧ ଭାବେ ରହୁଥିବା ଭାରତୀୟ ନାଗରିକଙ୍କୁ ଭାରତ ନେଇ ଆସିଛି । ଏହି ପ୍ଲେନ୍ ଅମୃତସରରେ ଅବତରଣ କରିଛି ।
ତେବେ ଭାରତ ଫେରୁଥିବା ୧୦୪ଜଣ ଭାରତୀୟଙ୍କ ମଧ୍ୟରେ ୧୩ଜଣ ପିଲା, ୭୯ ପୁରୁଷ,…
ଚନ୍ଦ୍ରିକା ଟଣ୍ଡନ ଜିତିଲେ ଗ୍ରାମୀ ପୁରସ୍କାର
ସଙ୍ଗୀତ କ୍ଷେତ୍ରରେ ସବୁଠାରୁ ପ୍ରତିଷ୍ଠିତ ପୁରସ୍କାର ସମାରୋହ ଗ୍ରାମୀ ଆଓ୍ବାଡର୍ସର ୬୭ତମ ସଂସ୍କରଣ ଆମେରିକାର ଲସ୍ଏଞ୍ଜେଲ୍ସସ୍ଥିତ କ୍ରିପ୍ଟୋ ଡଟ୍ କମ୍ ଏରିନାଠାରେ ରେକର୍ଡିଙ୍ଗ ଏକାଡେମୀ ଦ୍ୱାରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶ୍ରେଣୀରେ ପ୍ରଖ୍ୟାତ ସଙ୍ଗୀତଜ୍ଞଙ୍କୁ…
ସିରିଆର ମନବିଜ୍ ସହରରେ ବୋମା ବିସ୍ଫୋରଣରେ ୧୫ ଜଣଙ୍କ ମୃତ୍ୟୁ
ଉତ୍ତର ସିରିଆର ମନବିଜ୍ ସହର ଉପକଣ୍ଠରେ ଏକ ବଡ଼ ଧରଣର ବୋମା ବିସ୍ଫୋରଣ ଘଟିଛି । କୃଷି ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଗାଡ଼ି ନିକଟରେ ଏହି ବିସ୍ଫୋରଣ ଘଟିଛି । ଏକ କାରରେ ଧମାକା ହୋଇଥିବା ବେଳେ ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଛି । ଅନେକ ଲୋକ ଆହତ ହୋଇଥିବା ସ୍ଥାନୀୟ ନାଗରିକ ପ୍ରତିରକ୍ଷା…
ଆମେରିକା ଡେମୋକ୍ରାଟ୍ ନେତା ଭାବେ ନିର୍ବାଚିତ ହେଲେ କେନ୍ ମାର୍ଟିନ୍
ଆମେରିକାର ଡେମୋକ୍ରାଟ୍ମାନେ ୫୧ ବର୍ଷୀୟ ପ୍ରଗତିଶୀଳ ଆକ୍ଟିଭିଷ୍ଟ କେନ୍ ମାର୍ଟିନ୍ଙ୍କୁ ସେମାନଙ୍କ ନେତା ନିର୍ବାଚିତ କରିଛନ୍ତି। ଗତବର୍ଷ ରାଷ୍ଟ୍ରପତି ନିର୍ବାଚନରେ ଦଳୀୟ ପ୍ରାର୍ଥୀ ପରାଜିତ ହେବା ପରେ ସ୍ଥିତି ସୁଧାରିବା ପାଇଁ ମାର୍ଟିନ୍ ଦଳର ପୁନର୍ଗଠନ କରିବେ। ଏଥିସହିତ ରିପବ୍ଲିକାନ…
ଆମେରିକାର ଏୟାର ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ , 6 ମୃତ
ଆମେରିକାର ଏୟାର ଆମ୍ବୁଲାନ୍ସ ଦୁର୍ଘଟଣା ପରେ ସାମ୍ନାକୁ ଆସୁଛି ଗୋଟେ ପରେ ଗୋଟେ ଛାତିଥରା ଚିତ୍ର । ଦୁର୍ଘଟଣାଗ୍ରସ୍ତ ଏୟାର ଆମ୍ବୁଲାନ୍ସରେ ଥିବା ୬ ଜଣ ତ ଜୀବନ୍ତ ଜଳିଯାଇଛନ୍ତି ହେଲେ ତା ଭିତରେ ବି ଜଳିଯାଇଛନ୍ତି ମାଆ ଝିଅ । ଜୀବନ ମୃତ୍ୟୁ ସହ ସଂଘର୍ଷ କରୁଥିବା ଝିଅଟି ଚିକିତ୍ସିତ ହୋଇ…