Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
World
All world wide news update will uploaded
୨୦୨୨ରେ ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସରେ ଥାଆନ୍ତେ, ତେବେ ୟୁକ୍ରେନରେ ଯୁଦ୍ଧ କେବେବି ଘଟିନଥାଆନ୍ତା – ପୁଟିନ
ଶୁକ୍ରବାର ଆମେରିକାର ଆଲାସ୍କାରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପରସ୍ପରକୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ପ୍ରାୟ ୩ ଘଣ୍ଟା ଧରି ଆଲୋଚନା ହୋଇଥିଲା | ଏହି ବୈଠକ ପରେ ପୁଟିନ କହିଥିଲେ ଯେ ଯଦି ୨୦୨୨ରେ ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସରେ…
ଟ୍ରମ୍ପ ଓ ପୁଟିନ୍ଙ୍କ ମଧ୍ୟରେ ହୋଇପାରିଲାନାହିଁ ସହମତି
ଆଲାସ୍କାର ଆଙ୍କୋରେଜରେ ବିଶ୍ବର ଦୁଇ ମହାଶକ୍ତିଙ୍କ ବୈଠକ ଶେଷ ହୋଇଛି। ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ପୁଟିନ କହିଛନ୍ତି ଯେ ଆଲାସ୍କା ରୁଷ ଏବଂ ଆମେରିକାର ସହଭାଗୀ ଇତିହାସର ଏକ ଅଂଶ ଏବଂ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଦୁଇ ଦେଶ ଶତ୍ରୁମାନଙ୍କ ବିରୁଦ୍ଧରେ ଏକାଠି ଲଢ଼ିଥିଲେ। ରୁଷ…
ଭାରତ ଉପରେ ଶୁଳ୍କ ବଢାଇବାକୁ ଧମକ ଦେଲା ଆମେରିକା
ଭାରତ ଉପରେ ଦୁଇଟି ପର୍ଯ୍ୟାୟରେ ୫୦ ପ୍ରତିଶତ ଶୁଳ୍କ ଲଗାଇଥିବା ଆମେରିକା ଆହୁରି ଶୁଳ୍କ ଲଗାଇବାକୁ ଧମକ ଦେଇଛି। ଆମେରିକାର ଟ୍ରେଜେରି ସଚିବ ସ୍କଟ୍ ବେସେଣ୍ଟ କହିଛନ୍ତି ଯେ ଆଲାସ୍କାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କ ମଧ୍ୟରେ ଆଲୋଚନା…
ଭାରତ ନିଜର ସ୍ବତନ୍ତ୍ର ବିଦେଶ ନୀତି ନିରୂପଣ କରି କାର୍ଯ୍ୟକାରୀ କରିବା ଉଚିତ – ଆମେରିକା ଅର୍ଥନୀତିଜ୍ଞ
ପାକିସ୍ତାକୁ ଧରି ଭାରତ ପଛରେ ପଡ଼ିଛି ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ କେହି ବି ପସନ୍ଦ କରୁନଥିଲେ ମଧ୍ୟ ତାଙ୍କ କୁଟନୀତି ତାଙ୍କ ଦେଶ ବ୍ୟତୀତ ଅନ୍ୟ ଦେଶକଗୁଡ଼ିକ ଉପରେ ବି ପଡୁଛି। ଏପେଟେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ୱାସିଂଟନ ଡିସିରେ ସବୁଠାରୁ ବଡ଼…
ଆମେରିକା ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ
ଆମେରିକା ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିବା ପରେ ଭାରତ-ଆମେରିକା ମଧ୍ୟରେ ଲାଗି ରହିଛି ତିକ୍ତତା । ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକା ଗସ୍ତ କରି ପାରନ୍ତି ବୋଲି ସୂଚନା ମିଳିଛି । ଆସନ୍ତା ମାସରେ ମୋଦୀ ଆମେରିକା ଗସ୍ତ କରି ପାରନ୍ତି । ପ୍ରଧାନମନ୍ତ୍ରୀଙ୍କ…
ଇସ୍ରାଏଲ ଆକ୍ରମଣରେ ଜଜିରା ନ୍ୟୁଜ୍ ଚ୍ୟାନେଲର ୫ ଜଣ ସାମ୍ବାଦିକ ମୃତ
ଇସ୍ରାଏଲ ପକ୍ଷରୁ ରବିବାର ରାତିରେ ପାଲେଷ୍ଟାଇନର ଗାଜା ସହର ଉପରେ ପ୍ରବଳ ବୋମାମାଡ କରାଯାଇଥିବାବେଳେ ୭ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଅଲ୍ ଜଜିରା ନ୍ୟୁଜ୍ ଚ୍ୟାନେଲର ୫ ଜଣ ସାମ୍ବାଦିକ ସାମିଲ ଅଛନ୍ତି। ଏମାନେ ହେଲେ ଆନାସ ଅଲ୍-ସରିଫ, ମହମ୍ମଦ କ୍ବେରିଖେ, ଇବ୍ରାହିମ ଜାହିର,…
ମୁନୀରଙ୍କ ପରମାଣୁ ଧମକ
ଯଦି ଭାରତ ସହ ଭବିଷ୍ୟତରେ ଯୁଦ୍ଧ ହୁଏ ଏବଂ ଏଥିରେ ପାକିସ୍ତାନର ଅସ୍ତିତ୍ୱ ଉପରେ ବିପଦ ଘେରି ରହେ ତ ପୂରା କ୍ଷେତ୍ରକୁ ପରମାଣୁ ଯୁଦ୍ଧରେ ଉଡାଇଦେବୁ। ଆମେରିକାର ଟାମ୍ପା ସହରରେ ବିଜନେସମ୍ୟାନ ଅଦନାନ ଅସଦଙ୍କ ଦ୍ୱାରା ଆୟୋଜିତ ଡିନରରେ ଯୋଗ ଦେଇ ମୁନିର କହିଛନ୍ତି ଆମେ ଏକ ପରମାଣୁ ସମ୍ପନ୍ନ…
ଆମେରିକାର ଋଣ ଆନୁଷ୍ଠାନିକ ଭାବରେ ୩୭ ଟ୍ରିଲିୟନ ଡଲାର ଅତିକ୍ରମ
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଅର୍ଥନୀତି ବିଷୟରେ ବଡ଼ ବଡ଼ ଦାବି କରୁଛନ୍ତି କିନ୍ତୁ ଦେଶର ବୃଦ୍ଧି ପାଉଥିବା ଋଣକୁ ରୋକିବାରେ ସେ ବିଫଳ ହୋଇଛନ୍ତି। ପ୍ରଥମ ଥର ପାଇଁ ଆମେରିକାର ଋଣ ଆନୁଷ୍ଠାନିକ ଭାବରେ ୩୭ ଟ୍ରିଲିୟନ ଡଲାର ଅତିକ୍ରମ କରିଛି।
୪ ଜୁଲାଇରେ ୱାନ୍…
ରୁଷ ଆମେରିକା ଆଲୋଚନାକୁ ଭାରତର ସ୍ବାଗତ
ରୁଷ ଓ ଆମେରିକା ମଧ୍ୟରେ ଆସନ୍ତା ଅଗଷ୍ଟ ୧୫ ତାରିଖରେ ଆଲାସ୍କାରେ ଏକ ବୈଠକ କରିବାକୁ ହୋଇଥିବା ସହମତିକୁ ସ୍ବାଗତ କରିଛି ଭାରତ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ହେବାକୁ ଥିବା ଏହି ବୈଠକରେ ୟୁକ୍ରେନ ଯୁଦ୍ଧ ଶେଷ ହେବାର ରାସ୍ତା…
୫୦ ପ୍ରତିଶତ ଟାରିଫ ଲାଗିବା ପରେ ଏକାଠି ହେଲେ ଭାରତ – ବ୍ରାଜିଲ
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଭାରତ ଓ ବ୍ରାଜିଲ ଉପରେ ୫୦ ପ୍ରତିଶତ ଶୁଳ୍କ ଲଗାଯିବା ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭା ଫୋନରେ ଆଲୋଚନା କରିଛନ୍ତି। ଲୁଲା ପ୍ରକାଶ କରିଛନ୍ତି ଯେ, ସେମାନେ…