Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
World
All world wide news update will uploaded
୧୮,୦୦୦ ଭାରତୀୟ ଙ୍କୁ ନିଜ ଦେଶରୁ ବାହାର କରିବ ଆମେରିକା
ଭାରତ ଏବଂ ଆମେରିକା ମଧ୍ୟରେ ଭଲ କୂଟନୈତିକ ସମ୍ପର୍କ ବିଷୟରେ ଆଲୋଚନା ହେଉଛି। ତଥାପି ଭାରତୀୟମାନଙ୍କୁ ନିଜ ଦେଶରୁ ବାହାର କରି ସ୍ବଦେଶ ପଠାଇବା ପ୍ରକ୍ରିୟା ଜାରି ରହିଛି। ଏକ ରିପୋର୍ଟ ଅନୁଯାୟୀ, ଆମେରିକାରୁ ପ୍ରବାସୀମାନଙ୍କୁ ବହିଷ୍କାର କରିବାର ଧାରା ବୃଦ୍ଦି ପାଇଛି। ୨୦୨୪ ମସିହାରେ ଜଣେ…
ପାକିସ୍ତାନର ଏୟାର ଷ୍ଟ୍ରାଇକ୍ରେ ୪୬ ମୃତ : କଡା ଜବାବ ଦେବ ଆଫଗାନିସ୍ତାନ
ପାକିସ୍ତାନ ଏହାର ପଡ଼ୋଶୀ ଦେଶ ଆଫଗାନିସ୍ତାନ ଉପରେ କରିଛି ଏୟାର ଷ୍ଟ୍ରାଇକ୍। ଦେଶର ପୂର୍ବ ପକ୍ତିକା ରାଜ୍ୟର ବରମଲ ଜିଲାରେ ମଙ୍ଗଳବାର ରାତିରେ ପାକିସ୍ତାନୀ ସେନା ଦ୍ୱାରା ଏୟାରଷ୍ଟ୍ରାଇକ କରାଯାଇଛି। ଏହି ଆକ୍ରମଣରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୬ ଜଣ ଆହତ ହୋଇଥିବା ନେଇ…
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଷ୍ଟ୍ରେଲିଆ ଏହାର ପ୍ଲେ -୧୧ ଘୋଷଣା କରିସାରିଛି। ନାଥନ ମ୍ୟାକସ୍ବେନିଙ୍କ ସ୍ଥାନରେ ସାମ କନଷ୍ଟାସଙ୍କୁ…
କ୍ରିସ୍ମସ୍ରେ ବି ଧ୍ଵଂସଲୀଳା ରଚିଲା ରୁଷିଆ
ଧରାପୃଷ୍ଠରେ ଯୀଶୁଙ୍କ ଅବତରଣକୁ ନେଇ ବୁଧବାର ବିଶ୍ୱବାସୀ କ୍ରିସ୍ମସ ପାଳନରେ ମସ୍ଗୁଲ ଥିବାବେଳେ ୟୁକ୍ରେନ୍ ଉପରେ ଘନ ଘନ ଆକ୍ରମଣ କରିଛି ରୁଷିଆ। ୟୁକ୍ରେନ୍ର ଶକ୍ତି ଭିତ୍ତିଭୂମି ଉପରେ ରୁଷୀୟ ସୈନ୍ୟ ତୁହାକୁ ତୁହା ମିଶାଇଲ ଓ ଡ୍ରୋନ୍ ମାଡ଼ କରିଛନ୍ତି। ଏଥିରେ ଏକ ତାପଜ ବିଦ୍ୟୁତ୍…
ଆଫଗାନିସ୍ତାନରେ ପାକିସ୍ତାନର ସିରିଜ ଏୟାର ଷ୍ଟ୍ରାଇକ
ଆଫଗାନିସ୍ତାନରେ ପାକିସ୍ତାନର ସିରିଜ ଏୟାର ଷ୍ଟ୍ରାଇକ । ଆଫଗାନର ପକଟିକାରେ ଏୟାର ଷ୍ଟ୍ରାଇକରେ ୧୫ ମୃତ, ଅନେକ ଆହତ । ମୃତକଙ୍କ ମଧ୍ୟରେ ଅଛନ୍ତି ମହିଳା ଓ ଶିଶୁ । ଗତରାତିରେ ୭ଟି ଗାଁକୁ ଟାର୍ଗେଟ କରି ଆକ୍ରମଣ ହୋଇଛି । ପାକିସ୍ତାନୀ ଜେଟରୁ ବୋମା ମାଡ଼ କରାଯାଇଥିବା କୁହାଯାଉଛି । ଏଥିରେ…
ଆଚି ବଡ଼ ଦିନ , ମଧ୍ୟରାତ୍ରୀରେ ଧରାବରଣ କରିଲେ ପ୍ରଭୁ ଯୀଶୁ
ମଧ୍ୟରାତ୍ରୀରେ ଧରାବରଣ କରିଲେ ପ୍ରଭୁ ଯୀଶୁ । ବଡ ଦିନ ପାଇଁ ଉତ୍ସବ ମୁଖର ଗାଁଠୁ ସହର । ରାଜ୍ୟର ବିଭିନ୍ନ ଚର୍ଚ୍ଚ ମାନଙ୍କରେ ଭିଡ଼ ଜମାଇଛନ୍ତି ଖ୍ରୀଷ୍ଟ ଧର୍ମାବଲମ୍ବୀ। ରଙ୍ଗୀନ ଆଲୋକମାଳାରେ ଝଲସୁଛି ଗାଁଠୁ ସହର । ଟ୍ବିନ୍ ସିଟି କଟକ, ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା…
ଗାଜାରେ ଏୟାରଷ୍ଟ୍ରାଇକ୍ରେ ୨୦ ମୃତ
ଇସ୍ରାଏଲୀ ସେନା ଗାଜା ଷ୍ଟ୍ରିପ୍ ଉପରେ ଏୟାରଷ୍ଟ୍ରାଇକ୍ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ କର୍ତ୍ତୃପକ୍ଷ ଇତିମଧ୍ୟରେ କ୍ୟାଥୋଲିକ୍ ଚର୍ଚ୍ଚର ନେତା କାର୍ଡିନାଲ ପିଏରବାତ୍ତିସ୍ତା ପିଜ୍ଜାବାଲ୍ଲାଙ୍କୁ ଗାଜାରେ ପ୍ରବେଶ…
କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର
କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। କୁଏତର ବାଇନ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଏହି ଉତ୍ସବରେ କୁଏତର ଏମିର ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜବର ଅଲ ସାବ ମଧ୍ୟ ଉପସ୍ଥିତ ଥିଲେ।
ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ସମ୍ମାନ
କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ, ଅର୍ଡର ଅଫ ମୁବାରକ ଅଲ କବୀର’ ସହିତ ସମ୍ମାନିତ କରିଛନ୍ତି। କୁଏତରେ ବାୟନ ପ୍ୟାଲେସ ଶକ୍ତିର ପ୍ରତୀକ…
କୁଏତ୍ରେ ଓଡ଼ିଶାର ଗୁଣଗାନ କଲେ ମୋଦି
କୁଏତ୍ ହାଲା ମୋଦି କାର୍ଯ୍ୟକ୍ରମରେ ଓଡିଶା କଥା ଉଲ୍ଲେଖ କରିଛନ୍ତି ମୋଦୀ ।ଭୁବନେଶ୍ବରରେ ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ସାମିଲ ହେବାକୁ ପ୍ରବାସୀ ଭାରତୀୟଙ୍କୁ ଆମନ୍ତ୍ରଣ କରିଛନ୍ତି। ହାଲା ମୋଦି କାର୍ଯ୍ୟକ୍ରମରେ ହଜାର ହଜାର ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି…