Trending
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
Browsing Category
World
All world wide news update will uploaded
ପ୍ରତିଶୋଧ ନେଲା ରୁଷିଆ
ରୁଷିଆ ସେନା ଗୋଟିଏ ରାତିରେ ୧୫୮ଟି ୟୁକ୍ରେନୀୟ ଡ୍ରୋନ୍କୁ ଖସାଇ ଦେଇଥିବା ଏହାର ପ୍ରତିରକ୍ଷା ମନ୍ତ୍ରଣାଳୟ ରବିବାର କହିଛି। ପୂର୍ବରୁ ୟୁକ୍ରେନ୍ ସେନା କୁର୍ସ୍କ ଅଞ୍ଚଳରେ ପ୍ରବେଶ କରି ଆକ୍ରମଣ ଚଳାଇଥିବାବେଳେ ଏହାର ୪୬ଟି ଡ୍ରୋନ୍କୁ ରୁଷିଆର ଏୟାର ଡିଫେନ୍ସ ସିଷ୍ଟମ୍ ଖସାଇଦେଇଛି।…
ଜଳୁଛି ଇରାନ!
ଇରାନର ଏକ ଗାଁ ଜଳୁଛି! ଏଠାରେ ଥିବା ପାଣିପାଗ କେନ୍ଦ୍ର ଅଗଷ୍ଟ ୨୮ରେ ଏଠାକାର ତାପମାତ୍ରା ୮୨.୨ ଡିଗ୍ରୀ ସେଲସିୟସ ରେକର୍ଡ କରିଛି। ଯଦି ଏହା ସତ ତେବେ ଏହା ପୃଥିବୀର ସର୍ବାଧିକ ରେକର୍ଡ ହୋଇଥିବା ଉତ୍ତାପ ସୂଚକାଙ୍କରେ ପରିଣତ ହେବ। ଆମେରିକୀୟ ପାଣିପାଗ ବିଜ୍ଞାନୀ କଲିନ ମ୍ୟାକକାରି ଏହି…
ଗାଜା ଉପତ୍ୟକାରେ ଇସ୍ରାଏଲର ଆକ୍ରମଣ
ଗାଜା ଉପତ୍ୟକାରେ ଇସ୍ରାଏଲର ଆକ୍ରମଣରେ ୫୦ରୁ ଅଧିକ ନାଗରିକଙ୍କ ମୃତ୍ୟୁ ଘଟିଛି । ପାଲେଷ୍ଟାଇନ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷ ଏହା କହିଛନ୍ତି । ପୋଲିଓ ଟିକାକରଣ ଅଭିଯାନ ଆରମ୍ଭ ହେବା ପୂର୍ବରୁ ଇସ୍ରାଏଲ ଏଭଳି ଏକ ଆକ୍ରମଣ କରିଛି । ମିଳିତ ଜାତିସଂଘ ପକ୍ଷରୁ ପ୍ରାୟ ୬ ଲକ୍ଷ ୪୦ ହଜାର ଶିଶୁଙ୍କୁ…
ରୁଷରେ ବଡ ଅଘଟଣ; ଏମଆଇ-୮ଟି ହେଲିକପ୍ଟର ନିଖୋଜ
ରୁଷରେ ଏକ ବଡ ଅଘଟଣ ସାମ୍ନାକୁ ଆସିଛି। ରୁଷର ଏକ ହେଲିକପ୍ଟର କାମଚାତକାରେ ନିଖୋଜ ହୋଇଯାଇଛି। ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ନେଇ ଆଶଙ୍କା କରାଯାଉଛି। ଏମଆଇ-୮ଟି ହେଲିକପ୍ଟରରେ କ୍ରୁ ସଦସ୍ୟଙ୍କ ସମେତ ୨୨ ଜଣ ଥିଲେ।ମିଳିଥିବା ସୂଚନାନୁଯାୟୀ, ରୁଷର ଏମଆଇ-୮ଟି ହେଲିକପ୍ଟର ଶନିବାର ରୁଷର…
ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସରଗରମ
ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ବେଶ ସରଗରମ ରହିଛି । ରାଷ୍ଟ୍ରପତି ପଦ ପାଇଁ ଉଭୟ ପ୍ରାର୍ଥୀ – ଡୋନାଲ୍ଡ ଟ୍ରମ୍ପ ଏବଂ କମଲା ହାରିସ ରାଲିରେ ପରସ୍ପରକୁ ଟାର୍ଗେଟ କରୁଛନ୍ତି। ଏହି ସମୟରେ, ରିପବ୍ଲିକାନ ପ୍ରାର୍ଥୀ ଟ୍ରମ୍ପ ଶୁକ୍ରବାର ପେନସିଲଭାନିଆରେ ଏକ ରାଲି କରିଥିଲେ, ଯେଉଁଠାରେ…
ଜାପାନରେ ବାତ୍ୟା
ଜାପାନରେ ବାତ୍ୟା ‘ଶାନ୍ଶାନ୍’ ବିନାଶ ଘଟାଇଛି। ପ୍ରବଳ ପବନ ଓ ବର୍ଷା ଯୋଗୁ ଭୂସ୍ଖଳନ ମଧ୍ୟ ଘଟିଛି। ବର୍ତ୍ତମାନ ସୁଦ୍ଧା ଅତି କମରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ବିପଦକୁ ଦୃଷ୍ଟିରେ ରଖି ୫୦ ଲକ୍ଷରୁ ଅଧିକ ଲୋକଙ୍କୁ ଘର ଖାଲି କରି ସୁରକ୍ଷିତ ସ୍ଥାନକୁ…
ଆଫଗାନିସ୍ତାନରେ ଭୂକମ୍ପ
ଆଫଗାନିସ୍ତାନରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଏହାର ପ୍ରଭାବ ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ଦେଖିବାକୁ ମିଳିଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୭ ରେକର୍ଡ଼ ହୋଇଛି। ଏହି ଭୂମିକମ୍ପ ଭୂପୃଷ୍ଠରୁ ୨୫୫ କିମି ଗଭୀରରେ ହୋଇଥିବା ରେକର୍ଡ଼ କରାଯାଇଛି। ଆଫଗାନିସ୍ତାନ ସମୟ ଅନୁଯାୟୀ,…
ୟୁକ୍ରେନ ଯୁଦ୍ଧରେ ରୁଷିଆର ପଲ୍ଲା ଭାରି
ୟୁକ୍ରେନ ଯୁଦ୍ଧରେ ଆମେରିକା ସମେତ ନାଟୋ ଦେଶ ରୁଷିଆକୁ ଭାଙ୍ଗିବାକୁ ଚେଷ୍ଟା କରାଯାଉଛି। ତାଙ୍କୁ ଅଲଗା କରିବା ପାଇଁ ଉଦ୍ୟମ ଚାଲିଛି। କିନ୍ତୁ ପୁଟିନ କମ୍ ଜିଦି ନୁହଁନ୍ତି। ସେ ଜାଣିଛନ୍ତି ଯୁଦ୍ଧରୁ କେଉଁଠାରୁ ଏବଂ କିପରି ଇନ୍ଧନ ଏବଂ ଜଳ କ୍ରୟ କରାଯିବ। ଏହି କାରଣରୁ ସେ ଆମେରିକାର…
ଆମେରିକା ଚାହୁଁଛି ତୃତୀୟ ବିଶ୍ୱଯୁଦ୍ଧ
ପୁଣିଥରେ ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଅଧିକ ଆକ୍ରାତ୍ମକ ହୋଇଛି। ଏହାରି ମଧ୍ୟରେ ରୁଷିଆ ବୈଦେଶିକ ମନ୍ତ୍ରୀ ସମ୍ଭାବ୍ୟ ତୃତୀୟ ବିଶ୍ୱଯୁଦ୍ଧ ସମ୍ପର୍କରେ ବଡ ବୟାନ ଦେଇଛନ୍ତି।ଏକ ସାମ୍ବାଦିକ ସମ୍ମିଳନୀରେ ଲାଭ୍ରୋଭ କହିଛନ୍ତି ଆମେରିକା ଭାବୁଛି ଯେ ଏକ ନୂତନ ବିଶ୍ୱଯୁଦ୍ଧ ଆରମ୍ଭ ହେଲେ…
ଭୟରେ ଗାଜା ଛାଡୁଛନ୍ତି ଲୋକେ
ଗାଜା ଉପରେ ଇସ୍ରାଏଲ୍ର ଆକ୍ରମଣ ଜାରି ରହିଥିବା ବେଳେ ଯୁଦ୍ଧବିରତି ଆଶା ମଉଳିବାରେ ଲାଗିଛି। କେନ୍ଦ୍ରୀୟ ଗାଜା ଷ୍ଟ୍ରିପ୍ର ଡେଇର ଅଲ୍-ବାଲାହ ଛାଡ଼ି ପଳାଇବାକୁ ରବିବାର ବିଳମ୍ବିତ ରାତିରେ ଇସ୍ରାଏଲ୍ ନୂଆ ନିର୍ଦ୍ଦେଶନାମା କରିବା ପରେ ଭୟରେ ଲୋକମାନେ ପଳାଇଯାଉଛନ୍ତି।୧୦ ମାସ ହେଲା ହମାସ୍…