Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
World
All world wide news update will uploaded
ମୋଦୀଙ୍କୁ ମିଳିଲା ନାଇଜେରିଆର ଦ୍ବିତୀୟ ସର୍ବୋଚ୍ଚ ସମ୍ମାନ
ମୋଦୀଙ୍କୁ ମିଳିଲା ନାଇଜେରିଆର ଦ୍ବିତୀୟ ସର୍ବୋଚ୍ଚ ସମ୍ମାନ । ଆଫ୍ରିକୀୟ ଦେଶ ନାଇଜେରିଆ ପକ୍ଷରୁ ନିଜର ଦ୍ୱିତୀୟ ସର୍ବୋଚ୍ଚ ଜାତୀୟ ପୁରସ୍କାର ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ନାଇଜରରେ ସମ୍ମାନିତ କରିଛି । ଏହି ସମ୍ମାନ ପାଇବାରେ ପ୍ରଧାନମନ୍ତ୍ରୀ ମୋଦୀ ହେଉଛନ୍ତି ଦ୍ୱିତୀୟ…
ସୁନା ବିକି ବିଟ୍କଏନ୍ କିଣିବ ଆମେରିକା
ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବିଶ୍ବର ଚର୍ଚ୍ଚିତ କ୍ରିପ୍ଟୋକରେନ୍ସି ବିଟ୍କଏନ୍କୁ ସମର୍ଥନ କରୁଥିବାରୁ ଆଗାମୀ ଦିନରେ ଏହାର ଲୋକପ୍ରିୟତା ବଢ଼ିବା ଆଶା କରାଯାଉଛି। ତେବେ କେବଳ ଟ୍ରମ୍ପ୍ ନୁହେଁ, ତାଙ୍କର ଜଣେ ଘନିଷ୍ଠ ସିନେଟର ସିନ୍ଥିଆ ଲୁମିସ୍ ବିଟ୍କଏନ୍କୁ…
ଇସ୍ରାଏଲର ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବାସଭବନ ଉପରକୁ ବୋମା ମାଡ଼
ଇସ୍ରାଏଲର ସିଜେରିଆରେ ଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ବାସଭବନ ଉପରକୁ ଦୁଇଟି ବୋମା ମାଡ଼ ହୋଇଥିଲା ଏବଂ ଏହା ଏକ ବଗିଚାରେ ବିସ୍ଫୋରଣ ହୋଇଛି। ଏହି ବୋମାମାଡ଼ ସମୟରେ ନେତନ୍ୟାହୁ କିମ୍ବା ତାଙ୍କ ପରିବାରର କୌଣସି ସଦସ୍ୟ ଉପସ୍ଥିତ ନଥିଲେ ଏବଂ ବିସ୍ଫୋରଣରେ କୌଣସି…
ନାଇଜେରିଆରେ ମୋଦିଙ୍କୁ ଭବ୍ୟ ସ୍ବାଗତ
୬ ଦିନିଆ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ୬ ଦିନିଆ ଗସ୍ତରେ ତିନୋଟି ଦେଶ ନାଇଜେରିଆ, ବ୍ରାଜିଲ ଓ ଗୁଏନା ଯିବେ । ପ୍ରଥମେ ନାଇଜେରିଆର ରାଜଧାନୀ ଆବୁଜାରେ ପହଞ୍ଚିଛନ୍ତି ମୋଦି । ସେଠାରେ ପହଞ୍ଚିବା ପରେ ନାଇଜେରିଆ ରାଷ୍ଟ୍ର ମୁଖ୍ୟ ମୋଦିଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ।…
ନାଇଜେରିଆ, ବ୍ରାଜିଲ ଏବଂ ଗୁୟାନାକୁ ପାଞ୍ଚ ଦିନିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନାଇଜେରିଆ, ବ୍ରାଜିଲ ଏବଂ ଗୁୟାନାକୁ ପାଞ୍ଚ ଦିନିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଷ୍ଟ୍ରପତି ବୋଲା ଅହମ୍ମଦ ତିନୁବୁଙ୍କ ଆମନ୍ତ୍ରଣ କ୍ରମେ ମୋଦୀଙ୍କର ଏହା ପ୍ରଥମ ନାଇଜେରିଆ ଗସ୍ତ | ଏହି ଗସ୍ତକୁ ନେଇ ମୋଦୀ କହିଛନ୍ତି ଯେ ଆମର ରଣନୀତିକ ସହଭାଗିତା ଯାହାକି ଗଣତନ୍ତ୍ର…
ରାଗିଗଲେ ସାଂସଦ ଚିରିଦେଲେ ବିଲ୍
ନ୍ୟୁଜିଲ୍ୟାଣ୍ଡ ସଂସଦରେ ଅଜଗ ଘଟଣା ଦେଖିବାକୁ ମିଳିଛି । ସର୍ବକନିଷ୍ଠ ସାଂସଦ ହାନା ରାବିତି କ୍ଲର୍କଙ୍କ କାରାନାମା ଏବେ ସବୁଠି ଚର୍ଚ୍ଚା ସାଉଁଟିଛି । ଏକ ବିଲକୁ ସେ ଏଭଳି ଏକ ଢ଼ଙ୍ଗରେ ବିରୋଧ କରିଛନ୍ତି ଯାହା ଏବେ ଟ୍ରେଣ୍ଡିଂ ଖବରରେ ରହିଛି । ବିଲକୁ ପ୍ରଥମେ ବିରୋଧ କଲେ ମାରୋଇ ସାଂସଦ, ପରେ…
ଟ୍ରମ୍ପ ମୋ ବାପା – ପାକିସ୍ତାନ ଯୁବତୀ
ସୋସିଆଲ୍ ମିଡିଆରେ ଏକ ଭିଡିଓ ଏବେ ଖୁବ୍ ଜୋର୍ରେ ଭାଇରାଲ୍ ହେବାରେ ଲାଗିଛି। ସେଥିରେ ଜଣେ ଯୁବତୀ ନିଜକୁ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଝିଅ ବୋଲି କହୁଥିବାର ଶୁଣିବାକୁ ମିଳୁଛି। ଯୁବତୀ ଜଣକ କହୁଥିବାର ଶୁଣିବାକୁ ମିଳୁଛି, ‘‘ଡୋନାଲ୍ଡ ଟ୍ରମ୍ପ…
ଏଲନ ମସ୍କ ଓ ବିବେକ ରାମସ୍ବାମୀଙ୍କୁ ସରକାରୀ ଦକ୍ଷତା ବିଭାଗ (DoGE)ର ଦାୟିତ୍ୱ
ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଡୋନାଲ୍ଡ ଟ୍ରମ୍ପ ୨୦୨୫ ଜାନୁଆରୀ ୨୦ରେ ପୁନର୍ବାର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବେ। ତାଙ୍କ ସରକାରକୁ ପ୍ରଭାବଶାଳୀ ଏବଂ ଦକ୍ଷ କରିବା ପାଇଁ ସେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ଟ୍ରମ୍ପ…
ଆମେରିକା ପରରାଷ୍ଟ୍ର ସଚିବ ହେବେ ମାର୍କୋ ରୁବିଓ
ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଫ୍ଲୋରିଡା ସିନେଟର ଥିବା ମାର୍କୋ ରୁବିଓ(୫୩)ଙ୍କୁ ଦେଶର ପରରାଷ୍ଟ୍ର ସଚିବ ପଦ ପାଇଁ ମନୋନୀତ କରିଛନ୍ତି। ମାର୍କୋ ଚାଇନା, ଇରାନ, କ୍ୟୁବା ଭଳି ଦେଶ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିଆସିଛନ୍ତି। ଭାରତର ବନ୍ଧୁ ଭାବରେ…
ଇସ୍ରାଏଲ ଉପରେ ହିଜବୁଲ୍ଲାର ୧୬୫ରୁ ଅଧିକ ରକେଟ୍ ମାଡ଼
ହିଜବୁଲ୍ଲା ଇସ୍ରାଏଲ ଉପରେ ବଡ ଆକ୍ରମଣ କରିଛି । ୧୬୫ରୁ ଅଧିକ ରକେଟ୍ ନିକ୍ଷେପ କରିଥିଲା ହିଜବୁଲ୍ଲା, ଯେଉଁଥିରେ ଜଣେ ଶିଶୁ ଙ୍କ ସମେତ ୭ ଜଣ ଆହତ ହୋଇଥିଲେ, ଗୋଟେପଟେ ଇସ୍ରାଏଲ ର ଆଟାକ ତ ଆରପଟେ ହିଜବୁଲ୍ଲାର କାଉଣ୍ଟର ଆଟାକ । ଇସ୍ରାଏଲ ଡିଫେନ୍ସ ଫୋର୍ସ (ଆଇଡିଏଫ) ରିପୋର୍ଟ କରିଛି ଯେ…