Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Browsing Category
World
All world wide news update will uploaded
ମାଲେସିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଅବଦୁଲ୍ଲା ଅହମଦ ବାଦାୱିଙ୍କର ୮୫ ବର୍ଷ ବୟସରେ ପରଲୋକ
ମାଲେସିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଅବଦୁଲ୍ଲା ଅହମଦ ବାଦାୱିଙ୍କର ୮୫ ବର୍ଷ ବୟସରେ ପରଲୋକ ହୋଇଛି। ଅବଦୁଲ୍ଲା ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। କ୍ୱାଲାଲମ୍ପୁରର ଏକ ହସ୍ପିଟାଲ ତାଙ୍କ ମୃତ୍ୟୁ ବିଷୟରେ ସୂଚନା ଦେଇଛି। ଅବଦୁଲ୍ଲାଙ୍କୁ ମଧ୍ୟ ୨୫ ଏପ୍ରିଲ, ୨୦୨୪ରେ ନ୍ୟାସନାଲ ହାର୍ଟ…
ପୁଣି ଭୂକମ୍ପ ଝଟକାରେ ଥରିଲା ମ୍ୟାମାର
ପୁଣି ଭୂକମ୍ପ ଝଟକାରେ ଥରିଲା ମ୍ୟାମାର । ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୪.୫ ଥିବା ବେଳେ ଭୂକମ୍ପ ପୁଣି ଥରେ ମ୍ୟାମାରବାସୀଙ୍କ ମନରେ ଛନକା ଭରିଛି । ତେବେ ଆଜି ରାତି ୧ଟା ୩୨ ମିନିଟରେ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି । ତେବେ ଗତମାସ ମ୍ୟାମାରରେ ଭୟଙ୍କର ଭୂକମ୍ପ ଫଳରେ…
ପୁଣି ଥରେ ତାଜିକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ
ରବିବାର ପୁଣି ଥରେ ତାଜିକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ପୂର୍ବାହ୍ନ ୯ଟା ୫୪ର ତାଜିକିସ୍ତାନର ଅଧିକାଂଶ ସ୍ଥାନରେ ଭୂମିକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି କହିଛି ଯେ, ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ଥିଲା।
ଭୂକମ୍ପର…
ଦକ୍ଷିଣ ଫ୍ଲୋରିଡାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ,3 ମୃତ
ଶୁକ୍ରବାର ସକାଳେ ଦକ୍ଷିଣ ଫ୍ଲୋରିଡାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଜଣେ ଆହତ ହୋଇଛନ୍ତି। ସ୍ଥାନୀୟ ଅଧିକାରୀମାନେ ଏହି ସୂଚନା ପ୍ରଦାନ କରିଥିଛନ୍ତି। ସେମାନେ କହିଛନ୍ତି ଯେ ବିମାନଟି ସକାଳ ପ୍ରାୟ ୧୦:୧୫ ସମୟରେ ଏକ ପ୍ରମୁଖ…
ନ୍ୟୁୟର୍କର ହଡସନ ନଦୀରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ , 6 ମୃତ
ନ୍ୟୁୟର୍କର ହଡସନ ନଦୀରେ ଏକ ଦର୍ଶନୀୟ ସ୍ଥାନରେ ଗୁରୁବାର ଦିନ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ତିନି ଜଣ ପିଲାଙ୍କ ସମେତ ଛଅ ଜଣଙ୍କର ମୃତ୍ୟୁ ଘଟିଛି। ଯାହା ଫଳରେ ଏକ ବଡ଼ ଧରଣର ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି ବୋଲି କର୍ତ୍ତୃପକ୍ଷ କହିଛନ୍ତି।
ଏହି ଦୁର୍ଘଟଣାରେ ହେଲିକପ୍ଟର…
ଚୀନ ଉପରେ 125 ପ୍ରତିଶତ ଟାରିଫ ଲଗାଇଲା ଆମେରିକା
ଉଗ୍ର ହେଉଛି ଆମେରିକା-ଚୀନ ଟାରିଫ ୱାର । ସୀମା ଡେଇଁଲା ଦୁଇ ଦେଶ ମଧ୍ୟରେ ଚାଲିଥିବା ଶୁଳ୍କ ଯୁଦ୍ଧ । ଯେସା କୁ ତେସା ନୀତି ଆପଣାଉଥିବା ଚୀନ ଏବଂ ଆମେରିକା କେହି କାହାକୁ ନଛୋଡବନ୍ଧା । ଜଣେ ଟାରିଫ ବଢାଇ ଦେଲେ ଆଉ ଜଣେ ଡବଲ ଟାରିଫ ବଢାଇ ଦେଉଥିବା ଦେଖିବାକୁ ମିଳୁଛି ।
ତେବେ…
ଆମେରିକୀୟ ସାମଗ୍ରୀ ଉପରେ ୮୪ ପ୍ରତିଶତ ଶୁଳ୍କ ଲାଗୁ କଲା ଚୀନ
ଆମେରିକା ଏବଂ ଚୀନ୍ ମଧ୍ୟରେ ବାଣିଜ୍ୟ ଯୁଦ୍ଧ ଏକ ନୂତନ ମୋଡ଼ ନେଇଛି। ଡୋନାଲ୍ଡ ଟ୍ରମ୍ପଙ୍କ ୧୦୪ ପ୍ରତିଶତ ଶୁଳ୍କ ଲାଗୁର ଜବାବ ଦେଇ, ଚୀନ୍ ଏବେ ଆମେରିକୀୟ ସାମଗ୍ରୀ ଉପରେ ୮୪ ପ୍ରତିଶତ ଶୁଳ୍କ ଲାଗୁ କରିବାର ଘୋଷଣା କରିଛି। ଆମେରିକୀୟ ସାମଗ୍ରୀ ଉପରେ ୮୪ ପ୍ରତିଶତ ଅତିରିକ୍ତ ଶୁଳ୍କ ଲାଗୁ…
ଟ୍ରମ୍ପ ନିଜର ଶୁଳକନୀତିକୁ ୯୦ ଦିନର ସ୍ଥଗିତ ରଖିବାକୁ ବିଚାର କରୁଛନ୍ତି
ଆମେରିକାର ଶୁଳ୍କ ନୀତି ଯୋଗୁଁ ଗତ କିଛି ଦିନ ଧରି ବିଶ୍ୱ ବଜାରରେ ଅସ୍ଥିରତା ଦେଖାଦେଇଛି। ଭାରତର ଷ୍ଟକ ବଜାରରେ ଅସ୍ଥିରତା ଦେଖାଦେଇଛି । ଟ୍ରମ୍ପଙ୍କ ଶୁଳକନୀତି ଫଳରେ ଆମେରିକା ସମେତ ସାରା ବିଶ୍ବ ଅର୍ଥନୈତିରେ ଏକ ସାମୟିକ ମାନ୍ଦାବସ୍ଥା ଆସିବାର ଆଶଙ୍କା ବି କରାଯାଉଛି । ଏଣୁ ଟ୍ରମ୍ପଙ୍କୁ…
ଜ୍ ଋତୁ ପୂର୍ବରୁ ସାଉଦି ଆରବ ୧୪ଟି ଦେଶର ନାଗରିକଙ୍କ ପାଇଁ ଉମରା, ବ୍ୟବସାୟ ଏବଂ ପରିବାର ଭିସା ଉପରେ ସାମୟିକଭାବେ…
ସାଉଦି ଆରବ ଯାଉଥିବା ଭାରତୀୟମାନଙ୍କ ପାଇଁ ଏକ ଖରାପ ଖବର । ଆଗାମୀ ହଜ୍ ଋତୁ ପୂର୍ବରୁ ସାଉଦି ଆରବ ୧୪ଟି ଦେଶର ନାଗରିକଙ୍କ ପାଇଁ ଉମରା, ବ୍ୟବସାୟ ଏବଂ ପରିବାର ଭିସା ଉପରେ ସାମୟିକଭାବେ କଟକଣା ଲଗାଇଛି । କେବଳ ଭାରତ ନୁହେଁ ବରଂ ମୋଟ ୧୪ଟି ଦେଶର ନାମ ପ୍ରତିବନ୍ଧକ ତାଲିକାରେ ଅଛି।
ଏକ…
ବିମ୍ସଟେକ ଶିଖର ସମ୍ମିଳନୀ ଅବସରରେ ମହମ୍ମଦ ୟୁନୁସଙ୍କୁ ଭେଟିଲେ ମୋଦୀ
ଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ୟାଙ୍କକରେ ବିମ୍ସଟେକ ଶିଖର ସମ୍ମିଳନୀ ଅବସରରେ ବାଂଲାଦେଶର ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ପ୍ରଫେସର ମହମ୍ମଦ ୟୁନୁସଙ୍କୁ ସାକ୍ଷାତ କରିଛନ୍ତି ।
ଗଣତାନ୍ତ୍ରିକ, ସ୍ଥିର, ଶାନ୍ତିପୂର୍ଣ୍ଣ ଏବଂ ପ୍ରଗତିଶୀଳ ବାଂଲାଦେଶ ପାଇଁ ଭାରତର…