Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
World
All world wide news update will uploaded
ଟ୍ରମ୍ପ ଓ ପୁଟିନ୍ଙ୍କ ମଧ୍ୟରେ ହୋଇପାରିଲାନାହିଁ ସହମତି
ଆଲାସ୍କାର ଆଙ୍କୋରେଜରେ ବିଶ୍ବର ଦୁଇ ମହାଶକ୍ତିଙ୍କ ବୈଠକ ଶେଷ ହୋଇଛି। ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ପୁଟିନ କହିଛନ୍ତି ଯେ ଆଲାସ୍କା ରୁଷ ଏବଂ ଆମେରିକାର ସହଭାଗୀ ଇତିହାସର ଏକ ଅଂଶ ଏବଂ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଦୁଇ ଦେଶ ଶତ୍ରୁମାନଙ୍କ ବିରୁଦ୍ଧରେ ଏକାଠି ଲଢ଼ିଥିଲେ। ରୁଷ…
ଭାରତ ଉପରେ ଶୁଳ୍କ ବଢାଇବାକୁ ଧମକ ଦେଲା ଆମେରିକା
ଭାରତ ଉପରେ ଦୁଇଟି ପର୍ଯ୍ୟାୟରେ ୫୦ ପ୍ରତିଶତ ଶୁଳ୍କ ଲଗାଇଥିବା ଆମେରିକା ଆହୁରି ଶୁଳ୍କ ଲଗାଇବାକୁ ଧମକ ଦେଇଛି। ଆମେରିକାର ଟ୍ରେଜେରି ସଚିବ ସ୍କଟ୍ ବେସେଣ୍ଟ କହିଛନ୍ତି ଯେ ଆଲାସ୍କାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କ ମଧ୍ୟରେ ଆଲୋଚନା…
ଭାରତ ନିଜର ସ୍ବତନ୍ତ୍ର ବିଦେଶ ନୀତି ନିରୂପଣ କରି କାର୍ଯ୍ୟକାରୀ କରିବା ଉଚିତ – ଆମେରିକା ଅର୍ଥନୀତିଜ୍ଞ
ପାକିସ୍ତାକୁ ଧରି ଭାରତ ପଛରେ ପଡ଼ିଛି ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ କେହି ବି ପସନ୍ଦ କରୁନଥିଲେ ମଧ୍ୟ ତାଙ୍କ କୁଟନୀତି ତାଙ୍କ ଦେଶ ବ୍ୟତୀତ ଅନ୍ୟ ଦେଶକଗୁଡ଼ିକ ଉପରେ ବି ପଡୁଛି। ଏପେଟେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ୱାସିଂଟନ ଡିସିରେ ସବୁଠାରୁ ବଡ଼…
ଆମେରିକା ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ
ଆମେରିକା ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିବା ପରେ ଭାରତ-ଆମେରିକା ମଧ୍ୟରେ ଲାଗି ରହିଛି ତିକ୍ତତା । ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକା ଗସ୍ତ କରି ପାରନ୍ତି ବୋଲି ସୂଚନା ମିଳିଛି । ଆସନ୍ତା ମାସରେ ମୋଦୀ ଆମେରିକା ଗସ୍ତ କରି ପାରନ୍ତି । ପ୍ରଧାନମନ୍ତ୍ରୀଙ୍କ…
ଇସ୍ରାଏଲ ଆକ୍ରମଣରେ ଜଜିରା ନ୍ୟୁଜ୍ ଚ୍ୟାନେଲର ୫ ଜଣ ସାମ୍ବାଦିକ ମୃତ
ଇସ୍ରାଏଲ ପକ୍ଷରୁ ରବିବାର ରାତିରେ ପାଲେଷ୍ଟାଇନର ଗାଜା ସହର ଉପରେ ପ୍ରବଳ ବୋମାମାଡ କରାଯାଇଥିବାବେଳେ ୭ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଅଲ୍ ଜଜିରା ନ୍ୟୁଜ୍ ଚ୍ୟାନେଲର ୫ ଜଣ ସାମ୍ବାଦିକ ସାମିଲ ଅଛନ୍ତି। ଏମାନେ ହେଲେ ଆନାସ ଅଲ୍-ସରିଫ, ମହମ୍ମଦ କ୍ବେରିଖେ, ଇବ୍ରାହିମ ଜାହିର,…
ମୁନୀରଙ୍କ ପରମାଣୁ ଧମକ
ଯଦି ଭାରତ ସହ ଭବିଷ୍ୟତରେ ଯୁଦ୍ଧ ହୁଏ ଏବଂ ଏଥିରେ ପାକିସ୍ତାନର ଅସ୍ତିତ୍ୱ ଉପରେ ବିପଦ ଘେରି ରହେ ତ ପୂରା କ୍ଷେତ୍ରକୁ ପରମାଣୁ ଯୁଦ୍ଧରେ ଉଡାଇଦେବୁ। ଆମେରିକାର ଟାମ୍ପା ସହରରେ ବିଜନେସମ୍ୟାନ ଅଦନାନ ଅସଦଙ୍କ ଦ୍ୱାରା ଆୟୋଜିତ ଡିନରରେ ଯୋଗ ଦେଇ ମୁନିର କହିଛନ୍ତି ଆମେ ଏକ ପରମାଣୁ ସମ୍ପନ୍ନ…
ଆମେରିକାର ଋଣ ଆନୁଷ୍ଠାନିକ ଭାବରେ ୩୭ ଟ୍ରିଲିୟନ ଡଲାର ଅତିକ୍ରମ
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଅର୍ଥନୀତି ବିଷୟରେ ବଡ଼ ବଡ଼ ଦାବି କରୁଛନ୍ତି କିନ୍ତୁ ଦେଶର ବୃଦ୍ଧି ପାଉଥିବା ଋଣକୁ ରୋକିବାରେ ସେ ବିଫଳ ହୋଇଛନ୍ତି। ପ୍ରଥମ ଥର ପାଇଁ ଆମେରିକାର ଋଣ ଆନୁଷ୍ଠାନିକ ଭାବରେ ୩୭ ଟ୍ରିଲିୟନ ଡଲାର ଅତିକ୍ରମ କରିଛି।
୪ ଜୁଲାଇରେ ୱାନ୍…
ରୁଷ ଆମେରିକା ଆଲୋଚନାକୁ ଭାରତର ସ୍ବାଗତ
ରୁଷ ଓ ଆମେରିକା ମଧ୍ୟରେ ଆସନ୍ତା ଅଗଷ୍ଟ ୧୫ ତାରିଖରେ ଆଲାସ୍କାରେ ଏକ ବୈଠକ କରିବାକୁ ହୋଇଥିବା ସହମତିକୁ ସ୍ବାଗତ କରିଛି ଭାରତ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ହେବାକୁ ଥିବା ଏହି ବୈଠକରେ ୟୁକ୍ରେନ ଯୁଦ୍ଧ ଶେଷ ହେବାର ରାସ୍ତା…
୫୦ ପ୍ରତିଶତ ଟାରିଫ ଲାଗିବା ପରେ ଏକାଠି ହେଲେ ଭାରତ – ବ୍ରାଜିଲ
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଭାରତ ଓ ବ୍ରାଜିଲ ଉପରେ ୫୦ ପ୍ରତିଶତ ଶୁଳ୍କ ଲଗାଯିବା ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭା ଫୋନରେ ଆଲୋଚନା କରିଛନ୍ତି। ଲୁଲା ପ୍ରକାଶ କରିଛନ୍ତି ଯେ, ସେମାନେ…
୨୪ ଘଣ୍ଟା ମଧ୍ୟରେ ଭାରତ ଉପରେ ଲାଗିବ କି ଅଧିକ ଶୁଳ୍କ
ଆମେରିକା ଚାହୁଁଛି ତାର କୃଷି ପ୍ରଡକ୍ଟକୁ ଭାରତ ବଜାରରେ ବିକ୍ରିକରିବା ପାଇଁ । ଯାହାକୁ ଭାରତ ଅନୁମତି ଦେଉନାହିଁ । ଚାଷୀଙ୍କ ସ୍ବାର୍ଥ ଦୃଷ୍ଟିରୁ ଭାରତ ଏହା କରିବାକୁ ଦେଉନାହିଁ । ସେପଟେ ଭାରତ ରୁଷରୁ ତେଲ ଆଣୁଥିବାରୁ ଆମେରିକା ତାହା ସହି ପାରୁନାହିଁ । ୨୫ ପ୍ରତିଶତ ଶୁଳ୍କ ଉପରେ ଭାରତ କଡ଼ା…