Browsing Category

World

All world wide news update will uploaded

ଆସନ୍ତାମାସରେ ଇସ୍ରାଏଲ୍ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ, ଏନେଇ ଛାନିଆ ରେ ପାକିସ୍ତାନ

ଆସନ୍ତାମାସ ଇସ୍ରାଏଲ୍ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ । ଏନେଇ ଛାନିଆ ରେ ପାକିସ୍ତାନ । ଆସନ୍ତା ମାସ ୨୭-୨୮ରେ ଇସ୍ରାଏଲ୍ ଗସ୍ତ କରିପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଯଦି ଏହା ହୁଏ,ଏହା ତାଙ୍କର ତୃତୀୟ କାର୍ଯ୍ୟକାଳରେ ଏବଂ ୨୦୧୭ରେ ପରେ ମୋଦି ପ୍ରଥମଥର ପାଇଁ ଇସ୍ରାଏଲ ଗସ୍ତ କରିବେ।  …

ପାକିସ୍ତାନ ଯିବାକୁ ହେଲେ, ଦୁଇ ଥର ଚିନ୍ତା କର ବୋଲି ନିଜ ଦେଶର ନାଗରିକଙ୍କୁ ପରାମର୍ଶ ଦେଇଛି ଟ୍ରମ୍ପ ପ୍ରଶାସନ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ହେବାକୁ କେତେ କ’ଣ କରୁଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ସରିଫ ଏବଂ ସେନା ମୁଖ୍ୟ ମୁନୀର । କିନ୍ତୁ ଟ୍ରମ୍ପ ସେମାନଙ୍କୁ ଶକ୍ତ ଝଟକା ଦେଇଛନ୍ତି । ପାକିସ୍ତାନ ଯିବାକୁ ହେଲେ, ଦୁଇ ଥର ଚିନ୍ତା କର ବୋଲି ନିଜ ଦେଶର ନାଗରିକଙ୍କୁ ପରାମର୍ଶ…

ବରଫର ଧଳା ଚାଦର ତଳେ ଆମେରିକା , ନେଲାଣି ୪୨ଜୀବନ

ସବୁ ଆଡେ ବରଫ ଆଉ ବରଫ । ଯୁଆଡେ ଚାହିଁଲେ ବରଫର ଧଳା ଚାଦର । ଆମେରିକାରେ ଗତ ଜାନୁଆରୀ୨୫ତାରିଖରୁ ଆରମ୍ଭ ହୋଇଥିବା ବରଫ ଝଡ ଏବେ ଅଧିକ ଘାତକ ହେବାରେ ଲାଗିଲାଣି । ଏହା ଏବେସୁଦ୍ଧା ୪୨ଟି ଜୀବନ ନେଇ ସାରିଥିବା ବେଳେ ଜନଜୀବନ ଏକପ୍ରକାର ଠପ୍ ହୋଇଯାଇଛି । ଲୋକେ ଅନ୍ଧାରରେ ରହିଛନ୍ତି ।…

ଆମେରିକାରେ ଶୀତକାଳୀନ ଝଡ଼ , ଅସ୍ତବ୍ୟସ୍ତ ଜନଜୀବନ

ଆମେରିକାରେ ଶୀତକାଳୀନ ଝଡ଼ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ବରଫ ଭିତରେ ଲୋକମାନେ ଥରୁଥିବା ବେଳେ ଶୀତଝଡ଼ରେ ପ୍ରାୟ ୩୦ ଜଣଙ୍କର ମୃତ୍ୟୁ ଘଟିଛି। ବିମାନ ଚଳାଚଳ ବ୍ୟାହତ ହୋଇଛି ଏବଂ ପ୍ରମୁଖ ବିମାନ ବନ୍ଦରଗୁଡ଼ିକରେ ଅନେକ ବିମାନକୁ ବାତିଲ କରିବାକୁ ପଡ଼ିଛି। ଏହି ସପ୍ତାହ ଶେଷରେ ଆଉ ଏକ…

ଆମେରିକାର ୧୮ ରାଜ୍ୟରେ ବରଫ ଝଡ ନେଇ ସତର୍କ ସୂଚନା ଜାରି ,୯ ହଜାରରୁ ଅଧିକ ଘରୋଇ ଓ ଆନ୍ତର୍ଜାତିକ ଉଡାଣ ରଦ୍ଦ

ଆମେରିକାର ୧୮ ରାଜ୍ୟରେ ବରଫ ଝଡ ନେଇ ସତର୍କ ସୂଚନା ଜାରି କରାଯାଇଛି । ଦେଶର ପ୍ରାୟ ୨୦ କୋଟି ଲୋକ ଅର୍ଥାତ ଦୁଇ-ତୃତୀୟାଂଶ ଏହି ଝଡ ଯୋଗୁ ପ୍ରଭାବିତ ହେବାର ଆଶଙ୍କା ରହିଛି । ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଏସବୁ ରାଜ୍ୟରେ ଜରୁରି ପରିସ୍ଥିତି ଘୋଷଣା କରାଯାଇଛି । ଏଥିସହ ୯ ହଜାରରୁ…

ଆମେରିକାରେ ଭୀଷଣ ବରଫ ଝଡ଼,୮ ହଜାରରୁ ଅଧିକ ବିମାନ ଉଡାଣ ରଦ୍ଦ

ଆମେରିକାରେ ଭୀଷଣ ବରଫ ଝଡ଼ କାରଣରୁ ୮ ହଜାରରୁ ଅଧିକ ବିମାନ ଉଡାଣ ରଦ୍ଦ କରାଯାଇଛି। ଏହି ଝଡ଼ ଯୋଗ ଦେଶର ବିସ୍ତୃତ ଅଞ୍ଚଳରେ ବିଦ୍ୟୁତ କାଟ୍ ଓ ଯାତାୟାତରେ ବାଧା ସୃଷ୍ଟି ହୋଇପାରେ ବୋଲି ଅନୁମାନ କରାଯାଉଛି। ବରଫ ଝଡ ପାଇଁ ନ୍ୟୁ ମେକ୍ସିକୋରୁ ଆରମ୍ଭ କରି ନ୍ୟୁ ଇଂଲଣ୍ଡ ପର୍ଯ୍ୟନ୍ତ ପାଖାପାଖି…

ବିଦ୍ଧିବଦ୍ଧ ଭାବେ ଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ସହ ସମସ୍ତ ସମ୍ପର୍କ ଛିନ୍ନ କଲା ଆମେରିକା

ଆମେରିକା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ସହ ସମସ୍ତ ସମ୍ପର୍କ ଛିନ୍ନ କରିଛି । ପୂର୍ବରୁ ରାଷ୍ଟ୍ରପତିଡୋନାଲ୍ଡ ଟ୍ରମ୍ପ୍ ହୁରେ ଅନିୟମିତତା ହେଉଥିବା ନେଇ ୟୁଏସକୁ ଦୂରେଇବାକୁ ଘୋଷଣା କରିଥିଲେ । ଏବେ ବିଦ୍ଧିବଦ୍ଧ ଭାବେ ଆମେରିକା ଏହି ସଙ୍ଗଠନରୁ ନିଜକୁ ଦୂରେଉ ଦେଇଛି । ଆମେରିକାର ସ୍ୱାସ୍ଥ୍ୟ…

ଗ୍ରୀନଲ୍ୟାଣ୍ଡ ପ୍ରସଙ୍ଗରେ ନରମିଲା ଆମେରିକା,ଗ୍ରୀନଲ୍ୟାଣ୍ଡର ନିୟନ୍ତ୍ରଣ କରିବାକୁ ବଳ ପ୍ରୟୋଗ କରିବେ ନାହିଁ ବୋଲି…

ଗ୍ରୀନଲ୍ୟାଣ୍ଡ ପ୍ରସଙ୍ଗରେ ନରମିଲା ଆମେରିକା। ପଛକୁ ଘୁଞ୍ଚିଲେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଗ୍ରୀନଲ୍ୟାଣ୍ଡର ନିୟନ୍ତ୍ରଣ କରିବାକୁ ବଳ ପ୍ରୟୋଗ କରିବେ ନାହିଁ ବୋଲି କହିଛନ୍ତି ଟ୍ରମ୍ପ। କିନ୍ତୁ ୱାଶିଂଟନକୁ ଆର୍କଟିକ ଦ୍ୱୀପର ମାଲିକାନା ଦେବା ପାଇଁ ତାଙ୍କର ଦାବିକୁ ପୁନରାବୃତ୍ତି…

ସ୍ପେନରେ ଟ୍ରେନ୍ ଦୁର୍ଘଟଣା,୨୦ ମୃତ ୭୦ରୁ ଅଧିକ ଆହତ

ସ୍ପେନରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଯାଉଥିବା ଦୁଇଟି ଟ୍ରେନ୍ ଧକ୍କା ହୋଇଥିଲା, ଏବଂ ତା’ପରେ ଗୋଟିଏ ଲାଇନଚ୍ୟୁତ ହୋଇ ଓଲଟି ପଡ଼ିଥିଲା। ଏପର‌୍ୟ୍ୟନ୍ତ ୨୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି । ସେମାନଙ୍କ ମଧ୍ୟରୁ ୨୫ ରୁ ଅଧିକଙ୍କ…

ଇରାନରେ ଫସିରହିଥିବା ଭାରତୀୟ ନାଗରିକଙ୍କ ସୁରକ୍ଷିତ ସ୍ବଦେଶ ପ୍ରତ୍ୟାବର୍ତ୍ତନ ଆରମ୍ଭ

ଇରାନରେ ସୁରକ୍ଷା ପରିସ୍ଥିତି ବିଗିଡ଼ିବା ଏବଂ ଜନଆକ୍ରୋଶ ବୃଦ୍ଧି ପାଇବା ମଧ୍ୟରେ, ସେଠାରେ ଫସି ରହିଥିବା ଭାରତୀୟ ନାଗରିକଙ୍କ ସୁରକ୍ଷିତ ସ୍ବଦେଶ ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ମହାନ ଏୟାର ବିମାନର ବିମାନ ଡବ୍ଲୁ-୫-୦୭୧ ଯୋଗେ ପ୍ରଥମ ଭାରତୀୟ ଦଳ ଦିଲ୍ଲୀର…