Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
World
All world wide news update will uploaded
ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିଛନ୍ତି
ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ତାଙ୍କର ‘ଭଲ ବନ୍ଧୁ ଏବଂ ଚମତ୍କାର ବ୍ୟକ୍ତିତ୍ବ’ ବୋଲି କହିଛନ୍ତି।…
ବାତ୍ୟା ମିଲଟନରେ 6 ମୃତ, ବିଜୁଳି ସେବାରୁ ବଞ୍ଚିତ ଲାେକେ
ବାତ୍ୟା ମିଲଟନ ବୁଧବାର ଆମେରିକାରେ ଫ୍ଲୋରିଡ଼ା ରାଜ୍ୟର ପଶ୍ଚିମ ଉପକୂଳବର୍ତୀ ସହର ସିଏଷ୍ଟା କି ରେ ଲ୍ୟାଣ୍ଡଫଲ କରିଛି । ଲ୍ୟାଣ୍ଡଫଲ ବେଳେ ପବନର ସର୍ବାଧିକ ତୀବ୍ରତା 155 ମାଇଲ ପ୍ରତି ଘଣ୍ଟା ଥିବା ନେଇ ଆମେରିକାର ଜାତୀୟ ପାଣିପାଗ ସୂଚନା ଦେଇଛି । ଟାମ୍ପା ସରେସୋଟ ଫୋର୍ଟ ମାୟର୍ସ ଆଦି…
ଭାରତୀୟ ନୌସେନାକୁ ମିଳିବ ଦୁଇଟି ପରମାଣୁ ବୁଡ଼ାଜାହାଜ
ଭାରତୀୟ ନୌସେନାକୁ ଦୁଇଟି ପରମାଣୁ ଶକ୍ତି ସମ୍ପନ୍ନ ବୁଡ଼ାଜାହାଜ ମିଳିବ, ଯାହା କି ଭାରତ ମହାସାଗର ଅଞ୍ଚଳରେ ଏହାର କ୍ଷମତାକୁ ବହୁଗୁଣିତ କରିବ। ବିଶାଖାପାଟଣାସ୍ଥିତ ସିପ୍ ବିଲ୍ଡିଂ ସେଣ୍ଟର ସହ ଏହି ଦୁଇଟି ବୁଡ଼ାଜାହାଜ ନିର୍ମାଣ ପାଇଁ ପ୍ରାୟ ୪୫,୦୦୦ କୋଟି ଟଙ୍କାର ଚୁକ୍ତି ହେବ।
ସାହିତ୍ୟ ପାଇଁ ନୋବେଲ ପୁରସ୍କାର
ଦକ୍ଷିଣ କୋରିଆ ଲେଖକ ହାନ୍ କାଙ୍ଗ୍ଙ୍କୁ ୨୦୨୪ ସାହିତ୍ୟରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା।ଏହି ପୁରସ୍କାର ସ୍ବିଡେନ ଏକାଡେମୀ ଦ୍ୱାରା ପ୍ରଦାନ କରାଯାଇଛି ଏବଂ ଏହାର ମୂଲ୍ୟ ୧.୧ ମିଲିୟନ ଡଲାର।ହାନ୍ କାଙ୍ଗ ୧୯୭୦ରେ ଦକ୍ଷିଣ କୋରିଆର ଗ୍ବାଙ୍ଗଜୁରେ ଜନ୍ମଗ୍ରହଣ କରିଥିଲେ। ସେ…
ଶ୍ରୀଲଙ୍କାରେ ଚାଇନାର ଯୁଦ୍ଧ ଜାହାଜ
ଚାଇନାର ଏକ ସାମରିକ ପ୍ରଶିକ୍ଷଣ ଜାହାଜ ଶ୍ରୀଲଙ୍କାର କଲମ୍ବୋ ବନ୍ଦରରେ ପହଞ୍ଚିଛି। ଏଥିପାଇଁ ଶ୍ରୀଲଙ୍କାର ନୂଆ ସରକାର ଦେଇଥିବା ଅନୁମତିକୁ ଏହାର ବହିର୍ବ୍ୟାପାର ମନ୍ତ୍ରୀ ବିଜିଥା ହେରାଥ ସମର୍ଥନ କରିଛନ୍ତି।ଶ୍ରୀଲଙ୍କା ସନ୍ତୁଳିତ କୂଟନୈତିକ ସମ୍ପର୍କ ଉପରେ ଗୁରୁତ୍ୱ ଦେଉଛି। ଚାଇନା ସାମରିକ…
ଇସ୍ରାଏଲ-ହେଜବୁଲ୍ଲା ସଂଘର୍ଷ ଜାରି
ଇସ୍ରାଏଲ ମଧ୍ୟ ଦକ୍ଷିଣ ଲେବାନନ୍ରେ ଅଧିକ ସୈନ୍ୟ ମୁତୟନ କରିବା ସହ ଉତ୍ତର ଗାଜାରେ ବି ଆକ୍ରମଣ ଜାରି ରଖିଛି। ଇସ୍ରାଏଲ ସେନା କହିଛି ଯେ ହେଜବୁଲ୍ଲା ଉତ୍ତର ଇସ୍ରାଏଲର ହାଇଫା ବନ୍ଦର ସହରର ଦକ୍ଷିଣକୁ ଲକ୍ଷ୍ୟ କରି ପ୍ରାୟ ୧୮୦ଟି ରକେଟ୍ ନିକ୍ଷେପ କରିଥିଲା। ଅନ୍ୟପକ୍ଷରେ ଇସ୍ରାଏଲର ସ୍ଥଳ…
ଲେବାନନ୍ର ଆତଙ୍କବାଦୀ ସଂଗଠନ ହେଜବୁଲ୍ଲା ଅଣ୍ଟା ଭାଙ୍ଗୁଛି ଇସ୍ରାଏଲ
ଲେବାନନ୍ର ଆତଙ୍କବାଦୀ ସଂଗଠନ ହେଜବୁଲ୍ଲା ଏବେ ଲୁୁଚି ଲୁଚି ଆକ୍ରମଣ କରୁଛି । ଲେବାନନ ଏହି ସଂଗଠନକୁ ସମର୍ଥନ କରୁଥିବାରୁ ଇସ୍ରାଏଲ ଚେତାବନୀ ଦେଇଛି । ପ୍ରତିଶୋଧ ନେବାକୁ ଗତରାତିରେ ଇସ୍ରାଏଲ ଉପରକୁ ରକେଟ୍ ମାଡ଼ କରିଛି ହେଜବୁଲ୍ଲା। ଇସ୍ରାଏଲ ମଧ୍ୟ ଦକ୍ଷିଣ ଲେବାନନ୍ରେ ଅଧିକ ସୈନ୍ୟ…
ଏହି ରସାୟନ ବୈଜ୍ଞାନିକଙ୍କୁ ମିଳିବ ନୋବେଲ ପୁରସ୍କାର , ଜାଣନ୍ତୁ କିଏ …
ଆମେରିକାର ବୈଜ୍ଞାନିକ ଡେଭିଡ ବେକର ଏବଂ ଜନ୍ ଜମ୍ପର ଏବଂ ବ୍ରିଟେନର ଡେମିସ୍ ହାସାବିସଙ୍କୁ ରସାୟନ ବିଜ୍ଞାନରେ ୨୦୨୪ ନୋବେଲ ପୁରସ୍କାର ମିଳିବ। ପ୍ରୋଟିନର ଗଠନପ୍ରଣାଳୀ ବୁଝିବାକୁ କରିଥିବା କାର୍ଯ୍ୟ ପାଇଁ ସେମାନଙ୍କୁ ଏହି ପୁରସ୍କାର ମିଳିବ।
ଏହି ପୁରସ୍କାର ପ୍ରଦାନ କରୁଥିବା ରୟାଲ…
ଇସ୍ରାଏଲ ପାଇଲା ବଡ଼ ସୁରାକ
ସେପ୍ଟେମ୍ବର ୨୧ ତାରିଖରେ ହମାସ ମୁଖ୍ୟ ୟାହା ସିନୱାର ନିହତ ହୋଇଛି ବୋଲି ଇସ୍ରାଏଲ ସେନା ପକ୍ଷରୁ ବିବୃତି ଜାରି କରାଯାଇଥିଲା। ଶୀର୍ଷ କମାଣ୍ଡର ମୃତ୍ୟୁକୁ ଏକ ବଡ଼ ସଫଳତା ବୋଲି କହିଥିଲା ଇସ୍ରାଏଲ। ଏପରିକି ସେନାର ମିସନ ଗାଜାକୁ ଅଧିକ ସହଜ କରିଥିଲା ସିନୱାରର ମୃତ୍ୟୁ । କିନ୍ତୁ କିଛି ଦିନ…
ଦୁଇଜଣ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର ଘୋଷଣା
ଆମେରିକୀୟ ବୈଜ୍ଞାନିକ ଜନ୍ ହୋପଫିଲ୍ଡ ଏବଂ ବ୍ରିଟେନ-କାନାଡିୟ ବୈଜ୍ଞାନିକ ଜିଓଫ୍ରେ ହିଣ୍ଟନଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ମିଳିଛି। ଏହି ଦୁଇ ବୈଜ୍ଞାନିକ ମେଶିନ୍ ଲର୍ଣିଂର ମୂଳଦୁଆ ପକାଇବା ପାଇଁ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର ଏବଂ ଉଦ୍ଭାବନ କରିଥିଲେ, ଯେଉଁଥିପାଇଁ ତାଙ୍କୁ ଏହି…