Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
World
All world wide news update will uploaded
ଭାରତୀୟ ବଂଶୋଦ୍ଭବ କାଶ୍ ପଟେଲ୍ FBI ନିର୍ଦ୍ଦେଶକ
ଟ୍ରମ୍ପଙ୍କ କ୍ୟାବିନେଟ୍ରେ ଆଉ ଜଣେ ଭାରତୀୟ ସାମିଲ । ଭାରତୀୟ ବଂଶୋଦ୍ଭବ କାଶ୍ ପଟେଲ୍ଙ୍କୁ FBI ନିର୍ଦ୍ଦେଶକ ଭାବେ ନିଯୁକ୍ତ କଲେ ଟ୍ରମ୍ପ । କାଶ୍ ପଟେଲ୍ଙ୍କୁ ଭୂୟସୀ ପ୍ରଶଂସା କରି ଆମେରିକାର ଫାଷ୍ଟ ଫାଇଟର କହିଲେ ଟ୍ରମ୍ପ୍ ।
ୟୁକ୍ରେନ୍ ଉପରେ ବଡ଼ ଧରଣର ଆକ୍ରମଣ କରିଛି ରୁଷିଆ
ଏକାସାଙ୍ଗରେ ୟୁକ୍ରେନ୍ ଉପରେ ୧୫୦ରୁ ଅଧିକ ଡ୍ରୋନ୍ ଆକ୍ରମଣ କରିଛି। ଏହି ଆକ୍ରମଣରେ ୟୁକ୍ରେନ୍ର ବହୁତ କ୍ଷତି ପହଞ୍ଚିଥିବା ବେଳେ ଅନେକ ଅଞ୍ଚଳରୁ ବିଦ୍ୟୁତ୍ ଚାଲିଯାଇଛି। ଏନେଇ ୟୁକ୍ରେନ୍ ପକ୍ଷରୁ ସୂଚନା ଦିଆଯାଇଛି। ରୁଷିଆ ୟୁକ୍ରେନ ଉପରେ ୧୮୮ ଆକ୍ରମଣକାରୀ ଡ୍ରୋନ୍ ଚଳାଇଛି। ଉଭୟ ଦେଶ…
ମୋଦିଙ୍କୁ ଗ୍ଲୋବାଲ ଶାନ୍ତି ପୁରସ୍କାର
ଆମେରିକାରେ ଭାରତୀୟ-ଆମେରିକୀୟମାନେ ଏକଜୁଟ ହୋଇ ଏକ ନୂତନ ସଂଖ୍ୟାଲଘୁ ସଂଗଠନ ଆରମ୍ଭ କରିଛନ୍ତି। ମେରିଲାଣ୍ଡର ଚର୍ଚ୍ଚରେ ଏକ କାର୍ଯ୍ୟକ୍ରମରେ ଆସୋସିଏସନ ଅଫ ଇଣ୍ଡିଆନ-ଆମେରିକୀୟ ମାଇନର୍ରିଟିଜ୍(ଏଆଇଏଏମ୍) ଶୁକ୍ରବାର ଉଦ୍ଘାଟିତ ହୋଇଛି। ଏହି ସଂଗଠନର ଉଦ୍ଦେଶ୍ୟ ଭାରତୀୟ-ଆମେରିକାରେ…
ଇସ୍ରାଏଲ୍-ହମାସ୍ ଯୁଦ୍ଧରେ ୪୪,୦୫୬ ଜଣଙ୍କ ମୃତ୍ୟୁ ଘଟିବା ସହ ୧,୦୪,୨୬୮ ଆହତ
ଇସ୍ରାଏଲ୍ ଏବଂ ହମାସ୍ ମଧ୍ୟରେ ୧୩ ମାସ ହେଲା ଯୁଦ୍ଧ ଲାଗିରହିଥିବାବେଳେ ଗାଜାଷ୍ଟ୍ରିପ୍ରେ ମୃତ୍ୟୁସଂଖ୍ୟା ୪୪,୦୦୦ ଟପିଲାଣି। ଗାଜା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ କେତେଜଣ ହମାସ୍ ଆତଙ୍କବାଦୀ ଏବଂ କେତେ ସାଧାରଣ ନାଗରିକ ଅଛନ୍ତି, ତାହା…
ଲାଓସ୍ରେ ଭାରତ-ଚୀନ୍ ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ ବୈଠକ
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଭିଏଣ୍ଟିଆନେରେ ଚୀନ୍ ପ୍ରତିରକ୍ଷା ମନ୍ତ୍ରୀ ଡୋଙ୍ଗ ଜୁନ୍ ଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି, ଯେଉଁଥିରେ ଦୁଇ ଦେଶ ମଧ୍ୟରେ ସୀମା ବିବାଦ ଏବଂ ସୈନ୍ୟ ପ୍ରତ୍ୟାହାର ନେଇ ଆଲୋଚନା ହୋଇଥିଲା। ଶାନ୍ତି ଓ ସହଯୋଗ ପାଇଁ ଭାରତ-ଚୀନ ସମ୍ପର୍କ ବଜାୟ ରଖିବାକୁ…
ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ ରୁଷ୍ ରାଷ୍ଟ୍ରପତି ପୁଟିନ
ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ । ଖୁବଶୀଘ୍ର ତାଙ୍କ ଗସ୍ତର ତାରିଖ ଚୂଡ଼ାନ୍ତହେବ । କ୍ରେମଲିନର ପ୍ରେସ୍ ସେକ୍ରେଟାରୀ ଦିମିତ୍ରୀ ପେସ୍କୋଭ ଆଜି ଏହି ସୂଚନା ଦେଇଛନ୍ତି। ପୁତିନଙ୍କ ଗସ୍ତ ଉପରେ ବିଶ୍ୱର ନଜର ରହିବ କାରଣ ଏହି ସମୟରେ ସେ ପିଏମ ମୋଦୀଙ୍କୁ…
ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ବ୍ରାଜିଲର ଜନେଇରୋରେ ମୋଦି
ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ବ୍ରାଜିଲର ରିଓ ଡି ଜନେଇରୋରେ ପହଞ୍ଚତ୍ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ଆମେରିକାର ବିଦାୟୀ ରାଷ୍ଟ୍ରପତି ଜୋ ବାଇଡେନ୍, ବ୍ରାଜିଲ ରାଷ୍ଟ୍ରପତି ଲୁଲା ଡା ସିଲ୍ଭା ଏବଂ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁରେରେସ୍ଙ୍କ ସମେତ ଅନେକ…
ମୋଦୀଙ୍କୁ ମିଳିଲା ନାଇଜେରିଆର ଦ୍ବିତୀୟ ସର୍ବୋଚ୍ଚ ସମ୍ମାନ
ମୋଦୀଙ୍କୁ ମିଳିଲା ନାଇଜେରିଆର ଦ୍ବିତୀୟ ସର୍ବୋଚ୍ଚ ସମ୍ମାନ । ଆଫ୍ରିକୀୟ ଦେଶ ନାଇଜେରିଆ ପକ୍ଷରୁ ନିଜର ଦ୍ୱିତୀୟ ସର୍ବୋଚ୍ଚ ଜାତୀୟ ପୁରସ୍କାର ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ନାଇଜରରେ ସମ୍ମାନିତ କରିଛି । ଏହି ସମ୍ମାନ ପାଇବାରେ ପ୍ରଧାନମନ୍ତ୍ରୀ ମୋଦୀ ହେଉଛନ୍ତି ଦ୍ୱିତୀୟ…
ସୁନା ବିକି ବିଟ୍କଏନ୍ କିଣିବ ଆମେରିକା
ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବିଶ୍ବର ଚର୍ଚ୍ଚିତ କ୍ରିପ୍ଟୋକରେନ୍ସି ବିଟ୍କଏନ୍କୁ ସମର୍ଥନ କରୁଥିବାରୁ ଆଗାମୀ ଦିନରେ ଏହାର ଲୋକପ୍ରିୟତା ବଢ଼ିବା ଆଶା କରାଯାଉଛି। ତେବେ କେବଳ ଟ୍ରମ୍ପ୍ ନୁହେଁ, ତାଙ୍କର ଜଣେ ଘନିଷ୍ଠ ସିନେଟର ସିନ୍ଥିଆ ଲୁମିସ୍ ବିଟ୍କଏନ୍କୁ…
ଇସ୍ରାଏଲର ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବାସଭବନ ଉପରକୁ ବୋମା ମାଡ଼
ଇସ୍ରାଏଲର ସିଜେରିଆରେ ଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ବାସଭବନ ଉପରକୁ ଦୁଇଟି ବୋମା ମାଡ଼ ହୋଇଥିଲା ଏବଂ ଏହା ଏକ ବଗିଚାରେ ବିସ୍ଫୋରଣ ହୋଇଛି। ଏହି ବୋମାମାଡ଼ ସମୟରେ ନେତନ୍ୟାହୁ କିମ୍ବା ତାଙ୍କ ପରିବାରର କୌଣସି ସଦସ୍ୟ ଉପସ୍ଥିତ ନଥିଲେ ଏବଂ ବିସ୍ଫୋରଣରେ କୌଣସି…