Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
World
All world wide news update will uploaded
ଇସ୍ରାଏଲ ଉପରେ ପରମାଣୁ ବୋମା ପକାଇବ ପାକିସ୍ତାନ
ଇସ୍ରାଏଲ ଓ ଇରାନ ମଧ୍ୟରେ ଯୁଦ୍ଧ ଲାଗି ରହିଥିବାବେଳେ ଇରାନର ଜଣେ ବରିଷ୍ଠ ସେନା ଅଧିକାରୀ ଇସ୍ରାଏଲକୁ ପରମାଣୁ ଅସ୍ତ୍ରର ଧମକ ଦେଇଛନ୍ତି। ଇରାନର ସେନା ଅଧିକାରୀ ମୋହସେନ ରେଜାଏ କହିଛନ୍ତି ଯେ ଇସ୍ରାଏଲ ଯଦି ଆମ ଉପରେ ପରମାଣୁ ବୋମା ପକାଏ ତେବେ ଆମ ପକ୍ଷରୁ ପାକିସ୍ତାନ ଏହାର ପ୍ରତି ଜବାବ ଦେବ।…
ବିଶ୍ଵର ୨ୟ ଧନୀ ବ୍ୟକ୍ତି ମାନ୍ୟତା ପାଇଲେ ଲାରି ଏଲିସନ
ବିଶ୍ଵର ୨ୟ ଧନୀ ବ୍ୟକ୍ତି ତାଲିକାରେ ପରିବର୍ତ୍ତନ ହୋଇଛି। ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ବିଶ୍ଵର ୨ୟ ଧନୀ ବ୍ୟକ୍ତି ମାନ୍ୟତା ହରାଇଛନ୍ତି। ତାଙ୍କୁ ପଛରେ ପକାଇଛନ୍ତି ଓରାକଲର ପ୍ରତିଷ୍ଠାତା ଲାରି ଏଲିସନ। ଗତ ଗୁରୁବାର ୮୦ ବର୍ଷୀୟ ଏଲିସନଙ୍କ ସମ୍ପତ୍ତିରେ ହଠାତ ବୃଦ୍ଧି ଯୋଗୁ ସେ ବିଶ୍ଵର…
ଇରାନ ପରମାଣୁ କେନ୍ଦ୍ରରୁ ତେଜଷ୍କ୍ରିୟ ବିକିରଣ
ଯାହା ଆଶଙ୍କା କରାଯାଉଥିଲା ତାହା ସତ ପ୍ରମାଣିତ ହେବାପରି ଲାଗୁଛି। ଇରାନର ପରମାଣୁ କେନ୍ଦ୍ର ଗୁଡ଼ିକ ଉପରେ ଇସ୍ରାଏଲର ଆକ୍ରମଣ ପରେ ସେଠାରୁ ତେଜଷ୍କ୍ରିୟ ବିକିରଣ ହେବାର ସଂକେତ ମିଳୁଛି ବୋଲି ଅନ୍ତର୍ଜାତୀୟ ପରମାଣୁ ଶକ୍ତି ସଂସ୍ଥା (ଆଇଏଇଏ) ପକ୍ଷରୁ ସତର୍କ କରାଯାଇଛି ।…
ମୋଦୀଙ୍କୁ ଫୋନ କଲେ ନେତାନ୍ୟାହୁ
ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବର୍ଦ୍ଧିତ ଉତ୍ତେଜନାକୁ ନେଇ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫୋନ୍ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି ଯେ ନେତାନ୍ୟାହୁ ତାଙ୍କୁ ଇରାନ ସହିତ ବର୍ତ୍ତମାନର ପରିସ୍ଥିତି ବିଷୟରେ ତାଙ୍କୁ ଅବଗତ…
ଲସ୍ ଏଞ୍ଜେଲସ୍ରେ କର୍ଫ୍ୟୁ ଲାଗୁ, ୪ ଦିନରେ ୨୦୦ରୁ ଅଧିକ ଦଙ୍ଗାକାରୀ ଗିରଫ
ଲଗାତାର ପଞ୍ଚମ ଦିନ ପାଇଁ ଆମେରିକାର ଦ୍ବିତୀୟ ବୃହତ୍ତମ ସହର ଲସ୍ ଏଞ୍ଜେଲସ୍ରେ ବିକ୍ଷୋଭ ଜାରି ରହିଥିବାରୁ ଜରୁରିକାଳୀନ କର୍ଫ୍ୟୁ ଲାଗୁ କରାଯାଇଛି। ଶନିବାରଠାରୁ ୪ ଦିନରେ ୨୦୦ରୁ ଅଧିକ ଦଙ୍ଗାକାରୀଙ୍କୁ ଗିରଫ କରାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲସ୍ ଏଞ୍ଜେଲସ୍କୁ ବିଦେଶୀ…
ଅସ୍ତ୍ର ପାଇଁ ପାକିସ୍ତାନ ଏବେ ଆମେରିକା ଶରଣରେ
ପାକିସ୍ତାନ ଏବେ ଆମେରିକା ଶରଣରେ ପଶିଲାଣି । ପହଲଗାମ୍ ଆକ୍ରମଣ ପରେ ପାକିସ୍ତାନ ଉପରେ ଜବରଦସ୍ତ ଆକ୍ରମଣ କରିଥିଲା ଭାରତ । ଖାଲି ଆକ୍ରମଣ କରିଥିଲା ତାହା ନୁହେଁ ବରଂ ୯ ଆତଙ୍କୀ ଶିବିରକୁ ଟାର୍ଗେଟ୍ କରିବା ସହ ଆତଙ୍କୀଙ୍କୁ ନିପାତ କରିବାରେ ସଫଳ ହୋଇଥିଲା ।ଏହାସହ ପାକିସ୍ତାନର ଏୟାରବେସ୍କୁ…
୧୨ ଟି ଦେଶର ନାଗରିକଙ୍କ ଆମେରିକା ଗସ୍ତ ଉପରେ ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ
ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକା ସୀମାକୁ ସୁଦୃଢ଼ କରିବାରେ ଲାଗି ପଡ଼ିଛନ୍ତି । ସେ କିଛି ଦେଶକୁ ଆମେରିକା ପ୍ରବେଶ କରିବାକୁ ଅନୁମତି ଦେବାକୁ ଚାହୁନାହାନ୍ତି । ଟ୍ରମ୍ପ ୧୨ ଟି ଦେଶର ନାଗରିକଙ୍କ ଆମେରିକା ଗସ୍ତ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଏବଂ ଏହି ପ୍ରତିବନ୍ଧକ ସୋମବାର ଠାରୁ…
ଏଲନ ମସ୍କଙ୍କ ସହ ସଂପର୍କ ଶେଷକଲେ ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଟେକ୍ ବିଲିୟନେୟାର ଏଲନ୍ ମସ୍କଙ୍କ ମଧ୍ୟରେ ସମ୍ପର୍କ ଅତି ତିକ୍ତ ହୋଇଉଠିଛି। ଟ୍ରମ୍ପ ଆଜି ଏକ ବଡ଼ ବୟାନ ଦେଇ ମସ୍କଙ୍କ ସହ ତାଙ୍କର ସଂପର୍କ ଶେଷ ହୋଇଯାଇଛି ବୋଲି କହିବା ସହ ତାଙ୍କୁ ଚେତାବନୀ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଡେମୋକ୍ରାଟ୍ମାନେ…
ମସ୍କଙ୍କୁ ଖୋଲାଖୋଲି ଧମକ ଦେଲେ ଟ୍ରମ୍ପ
ଟିକସ ବିଲ୍କୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ବିଶ୍ଵର ୧ ନଂ. ଧନୀ ଏଲନ ମସ୍କଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଏବେ ଟ୍ରମ୍ପ ଖୋଲାଖୋଲି ଭାବେ ମସ୍କଙ୍କୁ ଧମକ ଦେବାକୁ ବି ପଛାଇ ନାହାନ୍ତି। ବିରୋଧୀଙ୍କୁ ଆର୍ଥିକ ସହାୟତା ଯୋଗାଇଲେ ମସ୍କ…
ନୂଆ ଦଳ ଗଢ଼ିପାରନ୍ତି ମସ୍କ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ବିଲିୟନେୟାର ଏଲନ୍ ମସ୍କଙ୍କ ‘ବ୍ରୋମାନ୍ସ’ (ନିବିଡ଼ ସମ୍ପର୍କ)ର ପରିସମାପ୍ତି ସହ ଏହା ଅତିମାତ୍ରାରେ ତିକ୍ତ ହୋଇଉଠିଛି। ଉଭୟ ଟ୍ରମ୍ପ ଓ ମସ୍କ ପରସ୍ପର ବିରୋଧରେ ଏକପ୍ରକାର ଯୁଦ୍ଧ ଘୋଷଣା କରିଥିବାରୁ ଏହା ସୋସିଆଲ୍ ମିଡିଆରେ ଚର୍ଚ୍ଚାର ବିଷୟ…