Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
World
All world wide news update will uploaded
ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ବନ୍ଧୁ ସମ୍ବୋଧନ କରି ଟ୍ରମ୍ପଙ୍କୁ ଏକ୍ସରେ ଶୁଭେଚ୍ଛା ଜଣାଇଲେ ମୋଦି । ସେ ଲେଖିଛନ୍ତି, 'ଆଗାମୀ ଦିନରେ ଭାରତ-ଆମେରିକା ସଂପର୍କ ଆହୁରି ସୁଦୃଢ଼ ହେବ' । ବିଶ୍ବରେ ଶାନ୍ତି ଓ ସ୍ଥିରତା ବଜାୟ ରଖିବାକୁ ମିଶି କାମ କରିବା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।
ଆମେରିକାର…
ଆମେରିକାର ରାଷ୍ଟ୍ରପତି ହେବାକୁ ଯାଉଛନ୍ତି ଡୋନାଲ୍ଡ ଟ୍ରମ୍ପ୍
ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ବିଜୟ ଲାଭ କରିଛନ୍ତି ଡୋନାଲ୍ଡ ଟ୍ରମ୍ପ୍। ପୁଣି ଥରେ ଆମେରିକାର ରାଷ୍ଟ୍ରପତି ହେବାକୁ ଯାଉଛନ୍ତି ଡୋନାଲ୍ଡ ଟ୍ରମ୍ପ୍। ଏନେଇ ଟ୍ରମ୍ପ୍ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ।
ମାତ୍ରାଧିକ ଭୋଟ୍…
ନ୍ୟୁୟର୍କର ଜାତିସଂଘ ମହାସଭାରେ ଓଡିଶାର ସଂସ୍କୃତିକୁ ଉପସ୍ଥାପନ କଲେ ସମ୍ବିତ ପାତ୍ର
ନ୍ୟୁୟର୍କକୁ ଭାରତୀୟ ସଂସଦୀୟ ପ୍ରତିନିଧି ଦଳର ସଦସ୍ୟ ତଥା ପୁରୀ ସାଂସଦ ଡ. ସମ୍ବିତ ପାତ୍ର ନ୍ୟୁୟର୍କର ଜାତିସଂଘ ମହାସଭାରେ ଭାରତର ପ୍ରତିନିଧିତ୍ୱ କରି ଏକ ଗୁରୁତ୍ୱପୂର୍ଣ୍ଣ ଅଭିଭାଷଣ ପ୍ରଦାନ କରିଛନ୍ତି। ମାନବାଧିକାର ପରିଷଦର ହାଇକମିଶନରଙ୍କ ରିପୋର୍ଟ ଉପରେ 'ଜାତୀୟ ବକ୍ତବ୍ୟ'…
ଆମେରିକା ରାଷ୍ଟ୍ରପତି ନିର୍ବାଚନ:ଟ୍ରମ୍ପ ଆଗରେ
ୱାସିଂଟନ: ଆମେରିକା ନିର୍ବାଚନରେ ଟ୍ରମ୍ପ ଆଗରେ । ଭୋଟ ଗଣତି ଚାଲିଛି । ଡେମୋକ୍ରାଟିକ୍ ପ୍ରାର୍ଥୀ କମଳା ହାରିସ୍ ଏବଂ ତାଙ୍କ ରିପବ୍ଲିକାନ୍ ପ୍ରତିଦ୍ୱନ୍ଦ୍ୱୀ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ବନ୍ଦ୍ବିତା ଦେଖିବାକୁ ମିଳିଛି। ରାଷ୍ଟ୍ରପତି ନିର୍ବାଚନର ଭାଗ୍ୟ ନିର୍ଦ୍ଧାରଣ…
୨୦୩୬ ଅଲିମ୍ପିକ୍ସ ଆୟୋଜନ କରିବ ଭାରତ
ଅଲିମ୍ପିକ୍ସ ୨୦୨୪ ପ୍ୟାରିସରେ ଖେଳାଯାଇଥିଲା । ଏହା ପରେ ୨୦୨୮ର ଅଲିମ୍ପିକ୍ସ ଯୁକ୍ତରାଷ୍ଟ୍ରର ଲସ ଆଞ୍ଜେଲସରେ ଖେଳାଯିବ । ଏହା ପରେ ୨୦୩୨ ଆୟୋଜନ ପାଇଁ ଦେଶ ଏବଂ ସହର ମଧ୍ୟ ଚୟନ କରାସରିଛି। କିନ୍ତୁ ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ ଯେ ୨୦୩୬ରେ ଅଲିମ୍ପିକ କେଉଁଠାରେ ଅନୁଷ୍ଠିତ ହେବ।…
ଆଜି ବିଶ୍ଵ ସୁନାମି ସଚେତନତା ଦିବସ
ପ୍ରତିବର୍ଷ ନଭେମ୍ବର ୫ରେ ବିଶ୍ୱ ସୁନାମି ସଚେତନତା ଦିବସ ପାଳନ କରାଯାଏ। ସୁନାମି ବିଷୟରେ ସଚେତନତା ବୃଦ୍ଧି କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏହି ଦିବସରେ ସୁନାମିର ପ୍ରକୋପରୁ କିପରି ଲୋକଙ୍କ ଜୀବନ ରକ୍ଷା କରାଯାଇପାରିବ ସେ ବିଷୟରେ କୁହାଯାଇଥାଏ। ମିଳିତ ଜାତିସଂଘର ସାଧାରଣ ସଭାର ୨୨…
ଏୟାରଷ୍ଟ୍ରାଇକ୍ରେ ହେଜ୍ବୋଲ୍ଲାର ମୋଷ୍ଟୱାନନ୍ଟେଡ କମାଣ୍ଡର ଅବୁ ଅଳି ରିଡା ନିହତ
ଇସ୍ରାଏଲୀ ସେନାର ଏୟାରଷ୍ଟ୍ରାଇକ୍ରେ ହେଜ୍ବୋଲ୍ଲାର ଶୀର୍ଷ କମାଣ୍ଡର ଅବୁ ଅଲି ରିଡା ନିହତ ହୋଇଥିବା ଜେରୁଜେଲମ୍ କହିଛି। ଦକ୍ଷିଣ ଲେବାନନ୍ରେ ଇସ୍ରାଏଲୀ ସେନା ବିରୋଧରେ ରକେଟ ଏବଂ ଟ୍ୟାଙ୍କ୍ ବିଧ୍ୱଂସୀ ମିଶାଇଲ ଆକ୍ରମଣ ଯୋଜନା ରିଡା କରିଥିଲେ। ଏୟାରଷ୍ଟ୍ରାଇକ୍ରେ ତାଙ୍କର ମୃତ୍ୟୁ…
କାନାଡାରେ ହିନ୍ଦୁ ମନ୍ଦିର ଭାଙ୍ଗିବା ସହ ହିନ୍ଦୁମାନଙ୍କ ଉପରକୁ ଆକ୍ରମଣ
କାନାଡାରେ ହିନ୍ଦୁ ମନ୍ଦିରକୁ ଟାର୍ଗେଟ୍ । ଖଲିସ୍ତାନୀମାନେ ବ୍ରମ୍ପଟନରେ ହିନ୍ଦୁସଭା ମନ୍ଦିରକୁ ଆକ୍ରମଣ କରିବା ସହ କିଛି କର୍ମକର୍ତ୍ତାଙ୍କୁ ଠେଲାପେଲା କରି ମାଡ ମାରିଛନ୍ତି। ଏହାକୁ ନେଇ କାନାଡା ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ନିନ୍ଦା କରାଯିବା ସହ କଡା ପ୍ରତିକ୍ରିୟା ପ୍ରକାଶ ପାଇଛି ।…
ଆମେରିକା ରାଷ୍ଟ୍ରପତି ନିର୍ବାଚନ ଆସନ୍ତାକାଲି
ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ରାଜନୀତି ସରଗରମ । ଆସନ୍ତାକାଲି ଭୋଟ । ସରିଛି ପ୍ରଚାର । ତେବେ ଆମେରିକୀୟ ଭୋଟର୍ମାନେ ଆଗୁଆ ମତଦାନରେ ନୂଆ ରେକର୍ଡ କରିଛନ୍ତି। ଭୋଟର୍ଙ୍କ ବଦଳୁଥିବା ମନୋଭାବ କିଏ ଜିତିବ ତାହା ବଡ଼ ପ୍ରଶ୍ନ ।
ଡେମୋକ୍ରାଟିକ୍ ଦଳ ପ୍ରାର୍ଥୀ କମଳା ହାରିସ…
କିଏ ଜିତିବ ଆମେରିକା ରାଷ୍ଟ୍ରପତି ନିର୍ବାଚନ ?
ଆମେରିକାରେ ଟ୍ରମ୍ପ -କମଳା ଲଢ଼େଇ । ଆଉ ଦିନକ ପରେ ଭୋଟ । ଟ୍ରମ୍ପ ଜିତିବା ନେଇ କିଛି ଗଣମାଧ୍ୟମ କହୁଥିବା ବେଳେ କମଳା ଜିତିବା ନେଇ କିଛି ଗଣମାଧ୍ୟମ କହୁଛନ୍ତି । ନଭେମ୍ବର ୫ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି । ଟ୍ରମ୍ପ ହେଉଛନ୍ତି ରିପବ୍ଲିକାନ ଦଳର ଏବଂ ଆମେରିକାର…