Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
World
All world wide news update will uploaded
ଭାରତ-ଚୀନ ସେନା ପାଟ୍ରୋଲିଂ ଆରମ୍ଭ
ଡେପ୍ସାଙ୍ଗ ଓ ଡେମ୍ଚୋକ୍ରେ ଭାରତ-ଚୀନ ସେନା ପାଟ୍ରୋଲିଂ ଆରମ୍ଭ । LAC ବୁଝାମଣା ଅନୁସାରେ ଶେଷ ହୋଇଥିଲା ସେନା ପ୍ରତ୍ୟାହାର । ଡେପସାଙ୍ଗ ଓ ଡେମଚୋକରେ 4 ବର୍ଷ ପୂର୍ବରୁ ଯେପରି ପାଟ୍ରୋଲିଂ ହେଉଥିଲା, ସେହି ଧାରା ପୁନଃ ଆରମ୍ଭ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଚୀନ୍…
ଇସ୍ରାଏଲର ତୁହାକୁତୁହା ବୋମାବର୍ଷା
ଉତ୍ତର ଗାଜାରେ ବେତ୍ ଲାହିୟା ଅଞ୍ଚଳରେ ଇସ୍ରାଏଲ ସେନା ମଙ୍ଗଳବାର ଘନ ଘନ ଆକ୍ରମଣ କରିଛି। ଏଠାକାର ଏକ ପାଞ୍ଚ ମହଲା ବିଶିଷ୍ଟ କୋଠାକୁ ବୋମା ମାଡ଼ କରି ଧ୍ବସ୍ତ କରି ଦିଆଯାଇଥିଲା ବେଳେ ଏହି ଘଟଣାରେ ୨୪ ଶିଶୁଙ୍କ ସମେତ ୧୦୯ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି। ଏହାବ୍ୟତୀତ ଏହି ଘଟଣାରେ…
ଭାରତ-ଚୀନ୍ ସୀମାରେ ସେନା ପ୍ରତ୍ୟାହାର ଶେଷ
ଭାରତ-ଚୀନ୍ ସୀମାରେ ବିବାଦୀୟ ଅଂଚଳରୁ ଉଭୟ ଦେଶର ସେନା ପ୍ରତ୍ୟାହାର ପ୍ରକ୍ରିୟା ତ୍ବରାନ୍ବିତ ହୋଇଥିବା ବେଳେ ଡେପ୍ସାଙ୍ଗ ଓ ଡେମ୍ଚୋକରୁ ସେନା ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇଛି। ପ୍ରତିରକ୍ଷା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପୂର୍ବ ଲଦାଖର ଡେପ୍ସାଙ୍ଗ ଓ ଡେମ୍ଚୋକ ଅଞ୍ଚଳରୁ…
ଇସ୍ରାଏଲ ସେନା ପ୍ରାୟ ୧୦୦ ହମାସ ଆତଙ୍କବାଦୀଙ୍କୁ ଗିରଫ କରିଛି
ହମାସ ବିରୋଧରେ ଯୁଦ୍ଧ ଲଢ଼ୁଥିବା ଇସ୍ରାଏଲ ସେନାକୁ ବଡ଼ ସଫଳତା ମିଳିଛି। ଉତ୍ତର ଗାଜାର କମଲ ଅଦୱାନ ହସ୍ପିଟାଲରେ ଚଢ଼ାଉ କରି ଇସ୍ରାଏଲ ସେନା ପ୍ରାୟ ୧୦୦ ସନ୍ଦିଗ୍ଧ ହମାସ ଆତଙ୍କବାଦୀଙ୍କୁ ଗିରଫ କରିଛି । ଏ ସଂପର୍କରେ ଇସ୍ରାଏଲ ସୁରକ୍ଷା ବାହିନୀ ସୂଚନା ଦେଇଛି। ଅନ୍ୟପକ୍ଷରେ ଗାଜାର…
ଇସ୍ରାଏଲର ଏୟାରଷ୍ଟ୍ରାଇକରେ ହିଜବୁଲ୍ଲାର ଜଣେ କମାଣ୍ଡର ଅହମ୍ମଦ ଜାଫର ମଟୋକର ମୃତ୍ୟୁ
ଲେବାନନ ଉପରେ ଇସ୍ରାଏଲର ଘନ ଘନ ଆକ୍ରମଣ ଜାରି ରହିଛି । ଇସ୍ରାଏଲର ଏୟାରଷ୍ଟ୍ରାଇକରେ ହିଜବୁଲ୍ଲାର ଜଣେ କମାଣ୍ଡର ଅହମ୍ମଦ ଜାଫର ମଟୋକ ମୃତ୍ୟୁବରଣ କରିଛି ।
ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ) କହିଛି ଯେ ହେଜବୁଲ୍ଲାର ବିଣ୍ଟ ଜେବିଲ ଅଞ୍ଚଳର କମାଣ୍ଡର ଅହମ୍ମଦ ଜାଫର ମଟୋକ ଏକ ଏୟାର…
ଇରାନ ଉପରେ ୧୦୦ରୁ ଅଧିକ ମିସାଇଲ ମାଡ କଲା ଇସ୍ରାଏଲ
ଇରାନ ଉପରେ ବଡ଼ ଧରଣର ଆକ୍ରମଣ କରିଛି ଇସ୍ରାଏଲ। ଚଳିତମାସ ୧ ତାରିଖରେ ଇରାନ କରିଥିବା ବଡ଼ କ୍ଷେପଣାସ୍ତ୍ର ଆକ୍ରମଣର ଜବାବ ଦେଇଛି ଇସ୍ରାଏଲ ପ୍ରତିରକ୍ଷା ବାହିନୀ । କେବଳ ସେତିକି ନୁହେଁ, କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ପାଇଁ ନାଗରିକମାନେ ସତର୍କ ରହିବା ପାଇଁ ଆଇଡିଏଫ୍ ପରାମର୍ଶ…
ମୋଦି-ଜିନପିଙ୍ଗ ଭେଟ ପରଠୁ ସୀମାରେ ଫେରୁଛି ଶାନ୍ତି
ଭାରତ-ଚୀନ୍ ସୀମାରେ ଫେରୁଛି ଶାନ୍ତି । ଉଭୟ ଦେଶ ମଧ୍ୟରେ ଲାଇନ୍ ଅଫ୍ ଆକଚୁଆଲ କଣ୍ଟ୍ରୋଲ୍-LACରେ ପାଟ୍ରୋଲିଂକୁ ନେଇ ସହମତି ପରେ, ସୈନ୍ୟ ଅପସାରଣ ପାଇଁ ହେଲା ବଡ଼ ନିଷ୍ପତ୍ତି । ଲଦାଖର ଡେପସାଙ୍ଗ ଓ ଡେମଚୋକରୁ ସୈନ୍ୟ ପ୍ରତ୍ୟାହାର ପାଇଁ ଉଭୟ ଦେଶ ନିଷ୍ପତ୍ତି ନେଇଥିବା ଜାତୀୟ ଗଣମାଧ୍ୟମରୁ…
ଇରାନ୍ ଉପରେ ବୋମା ବର୍ଷା କଲା ଇସ୍ରାଏଲ
ଇସ୍ରାଏଲ୍ ନେଇଛି ପ୍ରତିଶୋଧ । ତେହେରାନ ଉପରେ କରିଛି ବୋମାମାଡ଼ । ୨୪ ଦିନ ପରେ ଏୟାର ଷ୍ଟ୍ରାଇକ୍ କରି ପ୍ରତିଶୋଧ ନେଇଛି ଇସ୍ରାଏଲ ଡିଫେନ୍ସ ଫୋର୍ସ । ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ ସେନା । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ କରାଯାଇଛି ବଡ଼ ଧରଣର ଆକ୍ରମଣ ।…
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଷ୍ଟ୍ରେଲିଆ ଗସ୍ତର ଅନ୍ତିମ ଦିନ
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଷ୍ଟ୍ରେଲିଆ ଗସ୍ତର ଅନ୍ତିମ ଦିନ। ଶେଷ ଦିନରେ ଭାରତୀୟ ସମାଜ ଓ ବଜାର ପାଇଁ ଷ୍ଟାର୍ଟଅପ୍ ଗୁଡ଼ିକୁ ବିକଶିତ କରିବା ଉପରେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଅଷ୍ଟ୍ରେଲିଆର ଗବେଷଣା ଭିତ୍ତିକ ବିଶ୍ବବିଦ୍ୟାଳୟସମୂହ ‘ଗ୍ରୁପ୍ ଅଫ୍ ୮’ ଦ୍ବାରା…