Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
World
All world wide news update will uploaded
ସି ଜିନପିଙ୍ଗଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କଲେ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୀର୍ଘ ୫ ବର୍ଷ ପରେ ଆଜି ପ୍ରଥମ ଥର ପାଇଁ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି । ୨୦୨୦ ମସିହାରୁ ସାମରିକ ବିବାଦରେ ଫସି ରହିଥିବା ଭାରତ-ଚୀନ୍ ମଧ୍ୟରେ ଦୁଇଦିନ ତଳେ ଏକ ବଡ଼ ସୀମା ବୁଝାମଣା ହୋଇଥିବା ବେଳେ…
କାଜାନଠାରେ ଆରମ୍ଭ ହେଲା ବ୍ରିକ୍ସ ସମିଟ୍
ରୁଷର କାଜାନଠାରେ ବ୍ରିକ୍ସ ସମିଟ୍ ଆରମ୍ଭ ହୋଇଛି। ସମିଟର ଆରମ୍ଭରେ ରୁଷ୍ ୟୁକ୍ରେନ ଯୁଦ୍ଧକୁ ନେଇ ରାଷ୍ଟ୍ରପତି ପୁଟିନଙ୍କୁ ପୁଣି ଥରେ ଶାନ୍ତିର ସନ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଯୁଦ୍ଧ ସମାଧାନ ନୁହେଁ ଶାନ୍ତି ଦ୍ବାରା ହିଁ ସମାଧାନର ବାଟ ବାହାରି ପାରିବ ବୋଲି ପୂର୍ବରୁ ମଧ୍ୟ…
ବୁଧବାର ଋଷର କାଜାନଠାରେ ମୋଦୀ ଏବଂ ଜିନପିଙ୍ଗଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ
ବୁଧବାର ଋଷର କାଜାନଠାରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ହେବ । ବର୍ତ୍ତମାନର ଜଟିଳ ବିଶ୍ବ ପରିସ୍ଥିତି ମଧ୍ୟରେ ଏହି ବୈଠକ ଉପରେ ସାରା ବିଶ୍ବର ନଜର ରହିବ । ଭାରତର ବୈଦେଶିକ ସଚିବ ବିକ୍ରମ ମିସ୍ରି କହିଛନ୍ତି, ଆସନ୍ତାକାଲି…
ରୁଷ୍ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା
୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବା ପାଇଁ ରୁଷ୍ର କାଜାନରେ ଅବତରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଠାରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ସେଠାରେ ରୁଷ୍ର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ୱିପାକ୍ଷିକ…
ସିଙ୍ଗାପୁରରେ ପ୍ରବାସୀ ଭାରତୀୟଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ସହ ଶିକ୍ଷା କ୍ଷେତ୍ରରେ ସମ୍ପର୍କକୁ ମଜଭୂତ୍ କରିବା ପାଇଁ ୭ ଦିନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗସ୍ତର ପ୍ରଥମ ଦିନରେ ସିଙ୍ଗାପୁରରେ ରହୁଥିବା ଭାରତୀୟ ସମୁଦାୟଙ୍କୁ ଭେଟି ସେମାନଙ୍କ ସହ ଆଲୋଚନା କରିଛନ୍ତି ।
ପ୍ରବାସୀ…
ହେଜବୁଲ୍ଲାର ଉପରେ ପ୍ରଚଣ୍ଡ ଆକ୍ରମଣ କରୁଛି ଇସ୍ରାଏଲ
ଇସ୍ରାଏଲ ସେନା ଏବେ ଘାଇଲା ବାଘ ଭଳି ଆକ୍ରମଣ କରୁଛି । ଗୋଟେ ପରେ ଗୋଟେ ବଡ଼ ମୁଣ୍ଡ ଗଡ଼ାଇବାରେ ଲାଗିଛି । ଇରାନ, ଗାଜା, ଲେବାନନ ରାଜଧାନୀ ବେରୁତ ଉପରେ ପ୍ରଚଣ୍ଡ ଆକ୍ରମଣ ଜାରି ରଖିଛି।
ହେଜବୁଲ୍ଲା ଗଡ଼କୁ ଧ୍ବଂସ କରିବାକୁ ଶପଥ ନେଇଛି ଇସ୍ରାଏଲ ସେନା । ଇସ୍ରାଏଲ ବାୟୁସେନା …
ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍ ଫାଇନାଲରେ ଆଜି ନ୍ୟୁଜିଲାଣ୍ଡ-ଦକ୍ଷିଣ ଆଫ୍ରିକା ମୁହାଁମୁହିଁ
ରବିବାର ହେବାକୁ ଥିବା ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍ ଫାଇନାଲ୍ରେ ଦକ୍ଷିଣ ଆଫ୍ରିକାକୁ ଭେଟିବ ନ୍ୟୁଜିଲାଣ୍ଡ। ପୂର୍ବରୁ ନ୍ୟୁଜିଲାଣ୍ଡ ମହିଳା ଦଳ କେବଳ ୨୦୦୦ ମସିହାରେ ଦିନିକିଆ ବିଶ୍ବକପ୍ ବିଜେତା ହୋଇଥିଲା। ଏବେ ୨୪ ବର୍ଷ ପରେ ପୁଣି ଥରେ ବିଶ୍ବକପ୍ ଟ୍ରଫି ଧରିବାକୁ ନ୍ୟୁଜିଲାଣ୍ଡ…
ହମାସର ପଣବନ୍ଦୀଙ୍କୁ ନଛାଡିଲେ ପରିଣାମ ଭୟାବହ ହେବ: ଚେତାବନି ଦେଲା ଇସ୍ରାଏଲ
ଆମେ ଶାନ୍ତି ଚାହୁଁ । ଯୁଦ୍ଧ ବନ୍ଦ କରିବାକୁ ଚାହୁଁ । କିନ୍ତୁ ହମାସକୁ ଆମ କଥା ମାନିବାକୁ ପଡ଼ିବ । ପଣବନ୍ଦୀଙ୍କୁ ଛାଡିଲେ ଯୁଦ୍ଧ ବନ୍ଦ କାଲି ହୋଇଯିବ ବୋଲି କହିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ । ଗାଜାକୁ ନିୟନ୍ତ୍ରଣ କରୁଥିବା ଆତଙ୍କବାଦୀ ସଂଗଠନ ହମାସ ମୁଖ୍ୟ ତଥା ଅକ୍ଟୋବର ୭ ଆକ୍ରମଣର…
ବିମାନ ଆକ୍ରମଣରେ ହମାସ ମୁଖ୍ୟ ୟାହ୍ୟା ସିନ୍ୱାର ନିହତ
ଇସ୍ରାଏଲ ପ୍ରତିରକ୍ଷା ବାହିନୀ ପକ୍ଷରୁ ଆଜି କୁହାଯାଇଛି ଯେ ବିମାନ ଆକ୍ରମଣରେ ହମାସ ମୁଖ୍ୟ ୟାହ୍ୟା ସିନ୍ୱାର ନିହତ ହୋଇଛି। ଏ ନେଇ କେତେକ ବଳିଷ୍ଠ ପ୍ରମାଣ ମିଳିଛି ବୋଲି ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି। ଅକ୍ଟୋବର ୭ରେ ଇସ୍ରାଏଲ ଉପରେ ଆକ୍ରମଣ ପାଇଁ…
ଶେଖ୍ ହସିନାଙ୍କ ବିରୋଧରେ ଗିରଫ ପରୱାନା ଜାରି
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମସ୍ୟା ବଢିଚାଲିଛି । ଢାକାସ୍ଥିତ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ବିରୋଧରେ ବ୍ୟାପକ ଛାତ୍ର ଆନ୍ଦୋଳନ ସମୟରେ ମାନବିକତା ବିରୋଧୀ ଅପରାଧ ଅଭିଯୋଗରେ ଗିରଫ ପରୱାନା ଜାରି କରିଛନ୍ତି। ଏହି…