Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
World
All world wide news update will uploaded
ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ଏସ ଜୟଶଙ୍କର
ଡୋନାଲ୍ଡ ଟ୍ରମ୍ପ୍ ଜାନୁଆରୀ ୨୦ରେ ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବେ। ତାଙ୍କ ଶପଥ ଗ୍ରହଣ ଉତ୍ସବରେ ବିଶ୍ୱର ଅନେକ ବଡ଼ ନେତା ଯୋଗଦେବେ। ଅନ୍ୟପକ୍ଷରେ ଭାରତ ପକ୍ଷରୁ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ୍. ଜୟଶଙ୍କର ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ।…
କାଲିଫର୍ଣ୍ଣିଆରେ ଭୟଙ୍କର ଜଙ୍ଗଲ ନିଆଁରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି
କାଲିଫର୍ଣ୍ଣିଆରେ ଅଗ୍ନି ବିପର୍ଯ୍ୟୟ ଭୟଙ୍କର ହେଉଛି । ଥମିବା ବଦଳରେ ନୂଆ ଅଞ୍ଚଳକୁ ଗ୍ରାସୁଛି ଜଙ୍ଗଲ ନିଆଁ । ବଢ଼ୁଛି ଲସ୍ ଏଞ୍ଜେଲସ୍ ପାଇଁ ଅଗ୍ନି ବିପତ୍ତି । ଜୁନୁଆରୀ ୭ରେ ଆରମ୍ଭ ହୋଇଥିଲା ଜଙ୍ଗଲ ନିଆଁ । ଏବେ ୩୬ ହଜାର ଏକର ଜଙ୍ଗଲକୁ ଜାଳି ପୋଡି ପାଉଁଶ କରି ଦେଲାଣି । ଗୋଟିଏ ପରେ ଗୋଟିଏ…
କାନାଡ଼ା ପ୍ରଧାନମନ୍ତ୍ରୀ ରେସରେ ଭାରତୀୟ ବଂଶୋଭବ ଚନ୍ଦ୍ର ଆର୍ଯ୍ୟ
କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋଙ୍କ ଇସ୍ତଫା ପରେ ମାର୍ଚ୍ଚ ୯ରେ ଶାସକ ଲିବରାଲ ପାର୍ଟି ଦେଶର ନୂଆ ନେତା ବାଛିବାକୁ ଯାଉଛି। ନୂଆ ନେତା ଚୟନ ପର୍ଯ୍ୟନ୍ତ ଟ୍ରୁଡୋ କାମଚଳା ପ୍ରଧାନମନ୍ତ୍ରୀ ରହିବେ। ତେବେ ସେଣ୍ଟ୍ରାଲ ବ୍ୟାଙ୍କର ପୂର୍ବତନ ଅଧିକାରୀ ମାର୍କ କାର୍ନେୟ ଏବଂ ପୂର୍ବତନ…
ଲସ୍ ଆଞ୍ଜେଲସ୍ରେ ଭୟଙ୍କର ବନାଗ୍ନି ହେତୁ ୧୦ ଜଣଙ୍କର ମୃତ୍ୟୁ
ଲସ୍ ଆଞ୍ଜେଲସ୍ରେ ଭୟଙ୍କର ବନାଗ୍ନି ହେତୁ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। ଏହି ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଗତକାଲି ସୁଦ୍ଧା ୫ ଜଣଙ୍କ ଜୀବନ ଯାଇଥିବା ବେଳେ ଆଜି ଆହୁରି ୫ ଜଣଙ୍କ ଜୀବନ ଯାଇଥିବା ସୂଚନା ରହିଛି। ଲକ୍ଷାଧିକ ଲୋକ ଘରୁ…
କାନାଡ଼ା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଜଷ୍ଟିନ ଟ୍ରୁଡୋ
କାନାଡ଼ା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଜଷ୍ଟିନ ଟ୍ରୁଡୋ। ନିଜ ସରକାର ଏବଂ ବ୍ୟକ୍ତିଗତ ସମାଲୋଚନା ମଧ୍ୟରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ସାଂସଦଙ୍କ ବିରୋଧ ପରେ ପ୍ରଧାନମନ୍ତ୍ରୀ ନଦରୁ ଇସ୍ତଫା ଦେଲେ। ନୂଆ ନେତା ବଛାଯିବା ପର୍ଯ୍ୟନ୍ତ ଦାୟିତ୍ବ ସମ୍ଭାଳିବେ ଟ୍ରୁଡୋ। ଦେଶକୁ…
ନେପାଳରେ ଭୂକମ୍ପରେ କୋଠା ଭୁଶୁଡ଼ି ୫୩ ମୃତ, ୩୫ ଆହତ
ଭୂକମ୍ପରେ ଥରିଲା ନେପାଳ, ତିବ୍ଦତ ସମେତ ଉତ୍ତର ଭାରତ। ତିବ୍ଦତର ଶିଗାଟସେ ସହରରେ ଘଟିଥିବା ଭୟଙ୍କର ଭୂକମ୍ପରେ ବଡ଼ ବଡ଼ କୋଠା ଭୁଶୁଡି ପଡିଛି। ଫଳରେ ଏ ପର୍ଯ୍ୟନ୍ତ ୫୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୫ ଆହତ ହୋଇଛନ୍ତି। ଭଗ୍ନାବଶେଷ ତଳେ ଅନେକ ଚାପି ହୋଇ ରହିଥିବା ସୂଚନା ରହିଛି। ତିବ୍ଦତରେ…
ଗାଜାରେ ଇସ୍ରାଏଲର ଆକ୍ରମଣରେ ୧୮୪ ମୃତ
ଇସ୍ରାଏଲ ସେନା ପୁଣି ଥରେ ଗାଜା ଉପରେ ଭୀଷଣ ଆକ୍ରମଣ କରି ବିପର୍ଯ୍ୟୟ ସୃଷ୍ଟି କରିଛି। ଗତ ୭୨ ଘଣ୍ଟା ମଧ୍ୟରେ ୯୪ଟି ଏୟାର ଷ୍ଟ୍ରାଇକ୍ ଓ ଗୁଳିମାଡ଼ରେ ୧୮୪ ଜଣ ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ ଘଟିଛି। ହମାସ ଆତଙ୍କବାଦୀ ସଂଗଠନ ଦ୍ୱାରା ପରିଚାଳିତ ଗାଜା ମିଡିଆ ଅଫିସ ଏହି ସୂଚନା ଦେଇଛି।…
ଚୀନର ଉହାନ ସହରରେ ହ୍ୟୁମାନ୍ ମେଟାନ୍ୟୁମୋ ଭାଇରସ ଆତଙ୍କ
୨୦୧୯ ପରେ ୨୦୨୫ରେ ଚୀନରେ କ୍ଷିପ୍ର ଗତିରେ ବ୍ୟାପୁଛି ହ୍ୟୁମାନ୍ ମେଟାନ୍ୟୁମୋ ଭାଇରସ ବା HMPV ଭାଇରସ । ଆକ୍ରାନ୍ତଙ୍କ ମଧ୍ୟରେ କୋଭିଡ-୧୯ ପରି ଲକ୍ଷଣ ଦେଖିବାକୁ ମିଳୁଥିଲେ ବି ନୂଆ ଭାଇରସ ଅଧିକ ଘାତକ ସାଜିଛି । ଚୀନ ସରକାରଙ୍କ ପକ୍ଷରୁ ହେଲ୍ଥ ଇମରଜେନ୍ସି ଘୋଷଣା ହୋଇଛି। ଏଯାଏ ମୃତ୍ୟୁ…
ବାଂଲାଦେଶୀ ସନ୍ଥ ଚିନ୍ମୟ ଦାସଙ୍କୁ ମିଳିଲାନି ଜାମିନ
ବାଂଲାଦେଶର ହିନ୍ଦୁ ସନ୍ଥ ଚିନ୍ମୟ ଦାସଙ୍କୁ କୋର୍ଟ ପକ୍ଷରୁ ବଡ଼ ଝଟକା ଲାଗିଛି । ଅଦାଲତ ଚିନ୍ମୟ ଦାସଙ୍କ ଜାମିନ ଯାଚିକାକୁ ଖାରଜ କରିଛନ୍ତି । ଚଟଗାଁବ ଏକ ସ୍ୱତନ୍ତ୍ର କୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି । ତେଣୁ ଚିନ୍ମୟ ଦାସ ଜେଲରେ ହିଁ ରହିବେ । ଗତବର୍ଷ ନଭେମ୍ବର ୨୫…
ଇସ୍ରାଏଲର ଏୟାରଷ୍ଟ୍ରାଇକ୍ରେ ୧୨ ପାଲେଷ୍ଟିନୀୟ ନିହତ
ଇସ୍ରାଏଲର ୩ ପୃଥକ୍ ଏୟାର ଷ୍ଟ୍ରାଇକ୍ରେ ବୁଧବାର ୧୨ ଜଣ ପାଲେଷ୍ଟିନୀୟଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ଅଧିକାଂଶ ମହିଳା ଓ ଶିଶୁ ରହିଛନ୍ତି। ଗାଜାର ଜାବାଲିୟା ଅଞ୍ଚଳର ଏକ ଘରେ ଇସ୍ରାଏଲର ମିଶାଇଲ ମାଡ଼ ଯୋଗୁ ୪ ଶିଶୁ ଓ ଜଣେ ମହିଳାଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଡଜନେରୁ…