Browsing Category

World

All world wide news update will uploaded

ବାୟୁ ପ୍ରଦୂଷଣ ଏକ ବଡ଼ ସ୍ୱାସ୍ଥ୍ୟ ସଙ୍କଟରେ ପରିଣତ ହୋଇଛି, ଯାହା ଭାରତରେ ମୃତ୍ୟୁର ଏକ ପ୍ରମୁଖ କାରଣ – WHO

WHO ସହଯୋଗରେ ପ୍ରସ୍ତୁତ ‘ଦ ଲାନସେଟ୍ କାଉଣ୍ଟଡାଉନ୍ ରିପୋର୍ଟ’ ଅନୁଯାୟୀ, ବାୟୁ ପ୍ରଦୂଷଣ ଏକ ବଡ଼ ସ୍ୱାସ୍ଥ୍ୟ ସଙ୍କଟରେ ପରିଣତ ହୋଇଛି, ଯାହା ଭାରତରେ ମୃତ୍ୟୁର ଏକ ପ୍ରମୁଖ କାରଣ। ନିକଟରେ ପ୍ରକାଶିତ ଏହି ରିପୋର୍ଟ ଅନୁଯାୟୀ, ୨୦୨୨ ମସିହାରେ ଭାରତରେ କେବଳ PM ୨.୫ ଭଳି କ୍ଷୁଦ୍ର କଣିକା…

ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଶଂସା କଲେ ଟ୍ରମ୍ପ

ଦୀପାବଳିର ବିଶେଷ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନ୍ ଯୋଗେ କଥା ହୋଇଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଦୀପାବଳିର ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ। ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି, "ରାଷ୍ଟ୍ରପତି…

ଆଜିଠୁ ଏଚ୍-୧ବି ଭିସା ପାଇଁ ନୂତନ ନିୟମ ଲାଗୁ

ଶୁଳ୍କ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଉ ଏକ ବଡ଼ ନିଷ୍ପତ୍ତି ନେଇଥିଲେ। ସେପ୍ଟେମ୍ବର ମାସରେ ‌ସେ ଏଚ୍-୧ବି ଭିସା ପାଇଁ ନିୟମ ପରିବର୍ତ୍ତନ କରିଥିଲେ, ଯାହା ଆଜିଠୁ ଲାଗୁ ହୋଇଛି। ନୂତନ ନିୟମ ଅନୁଯାୟୀ, ଏବେ କିଛି ଏଚ୍-୧ବି ଭିସା ଧାରକ ଆଉ ଅଣ-ପ୍ରବାସୀ ଶ୍ରମିକ…

ଅସ୍ତ୍ରବିରତି ଘୋଷଣା କଲେ ପାକିସ୍ତାନ ଓ ଆଫଗାନିସ୍ତାନ

ପାକିସ୍ତାନ ଓ ଆଫଗାନିସ୍ତାନ ସୀମାରେ ଭୀଷଣ ସଂଘର୍ଷ ପରେ  ଉଭୟ ରାଷ୍ଟ୍ର ଆଜି କତର ରାଜଧାନୀ ଦୋହାରେ ଶାନ୍ତି ଆଲୋଚନା ଆରମ୍ଭ କରିଛନ୍ତି। ଆଲୋଚନାର ପ୍ରଥମ ପର୍ଯ୍ୟାୟରେ ଅସ୍ତ୍ରବିରତି ସମୟସୀମା ବଢ଼ାଇବାକୁ ସହମତି ପ୍ରକାଶ ପାଇଛି। ସୀମାନ୍ତରେ ଲାଗିରହିଥିବା ତିକ୍ତତା ଓ ସଂଘର୍ଷର ସମାଧାନ…

ଫିଲିପାଇନ୍ସରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ,ମିଣ୍ଡାନାଓ ଅଞ୍ଚଳରେ ୬.୧ ତୀବ୍ରତାର ଭୂମିକମ୍ପ ରେକର୍ଡ

ଫିଲିପାଇନ୍ସରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଶୁକ୍ରବାର (ଅକ୍ଟୋବର ୧୭, ୨୦୨୫) ମିଣ୍ଡାନାଓ ଅଞ୍ଚଳରେ ୬.୧ ତୀବ୍ରତାର ଭୂମିକମ୍ପ ରେକର୍ଡ କରାଯାଇଛି, ଯାହା ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର ଜିଓସାଇନ୍ସ (GFZ) ଦ୍ୱାରା ନିଶ୍ଚିତ କରାଯାଇଛି। ଗୋଟିଏ ସପ୍ତାହ ପୂର୍ବରୁ, ଫିଲିପାଇନ୍ସର…

ଗାଜରେ ଶାନ୍ତିର ସୂର୍ଯ୍ୟାେଦୟ, ଯୁଦ୍ଧ ବନ୍ଦ ହେବ ?

ଶେଷରେ ଶାନ୍ତ ପଡ଼ିଲା ଗାଜା । ଆମେରିକାର ହସ୍ତକ୍ଷେପ ପରେ ଶାନ୍ତି ପ୍ରତିଷ୍ଠାର ବାଟ ଫିଟିଛି । ଏ ଅବସରରେ ଗାଜା ଶାନ୍ତି ସମ୍ମିଳନୀକୁ ସମ୍ବୋଧିତ କରି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, “ଏହା ମଧ୍ୟ-ପ୍ରାଚ୍ୟ ବାହାରେ ବିଶ୍ୱ ଇତିହାସରେ ଏକ ସ୍ମରଣୀୟ ମୁହୂର୍ତ୍ତ । ଶାନ୍ତି…

ଇସ୍ରାଏଲରେ ଟ୍ରମ୍ପଙ୍କୁ ବିରୋଧ

ଇସ୍ରାଏଲରେ ବିରୋଧର ସମ୍ମୁଖୀନ ହୋଇଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସେ ଇସ୍ରାଏଲୀ ସଂସଦରେ ଭାଷଣ ଦେବା ସମୟରେ ଦୁଇ ଜଣ ସାଂସଦ, ଏମାନ ଓଡେ ଏବଂ ଓଫର କାସିଫ, ହଙ୍ଗାମା ସୃଷ୍ଟି କରିଥିଲେ ଓ ତାଙ୍କୁ ବିରୋଧ କରିଥିଲେ । ସେମାନେ ଟ୍ରମ୍ପଙ୍କୁ ଉପରେ ନରସଂହାର ସଙ୍କେତ ଦେଖାଇ…

ଗାଜାରେ ଦୁଇ ବର୍ଷ ଧରି ଚାଲିଥିବା ଘମାଘୋଟ ଯୁଦ୍ଧ ଶେଷ ହେବ

ଗାଜାରେ ଦୁଇ ବର୍ଷ ଧରି ଚାଲିଥିବା ଘମାଘୋଟ ଯୁଦ୍ଧରେ ହୋଇଛି ଶେଷ । ଏନେଇ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ।  ଗାଜାରେ ଦୁଇ ବର୍ଷ ଧରି ଚାଲିଥିବା ଘମାଘୋଟ ଯୁଦ୍ଧରେ ହୋଇଛି ଶେଷ ଆଜି ଶାନ୍ତି ପ୍ରସ୍ତାବରେ ସ୍ବାକ୍ଷର କରିବେ ଇସ୍ରାଏଲ ଏବଂ ହମାସ। ଇଜିପ୍ଟର ଶାର୍ମ…

ଚୀନ ଉପରେ ୧୦୦ ପ୍ରତିଶତ ଅତିରିକ୍ତ ଶୁଳ୍କ ଲଗାଇବାକୁ ଘୋଷଣା କଲେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଆମେରିକା ଓ ଚୀନ ମଧ୍ୟରେ ବାଣିଜ୍ୟ ଲଢ଼େଇ ତୀବ୍ର ହୋଇଛି। ଚୀନର ସମସ୍ତ ଆମଦାନି ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦୦ ପ୍ରତିଶତ ଅତିରିକ୍ତ ଶୁଳ୍କ ଲଗାଇବାକୁ ଘୋଷଣା କରିଛନ୍ତି। ଏଥିସହିତ ଆମେରିକାରେ ନିର୍ମାଣ ହେଉଥିବା ଗୁରୁତ୍ବପୂର୍ଣ୍ଣ ସଫ୍ଟୱେର ଚୀନକୁ ରପ୍ତାନି ଉପରେ କଟକଣା…

ହାଇସ୍କୁଲରେ ଆଖିବୁଜା ଗୁଳିମାଡ , ୪ ମୃତ 12 ଆହତ

ଆମେରିକାର ମିସିସିପିରେ ଏକ ହାଇସ୍କୁଲରେ ଆଖିବୁଜା ଗୁଳିମାଡ ମାମଲା ସାମ୍ନାକୁ ଆସିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ୪ ଗୁରୁତରଙ୍କୁ ହେଲିକପ୍ଟରରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାର ଯାଞ୍ଚ ଚାଲିଥିବା ସୂଚନା ଦେଇଛନ୍ତି ସ୍ଥାନୀୟ ମେୟର ଜନ୍…