Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
World
All world wide news update will uploaded
ଲାଓସ୍ରେ ଭାରତ-ଚୀନ୍ ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ ବୈଠକ
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଭିଏଣ୍ଟିଆନେରେ ଚୀନ୍ ପ୍ରତିରକ୍ଷା ମନ୍ତ୍ରୀ ଡୋଙ୍ଗ ଜୁନ୍ ଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି, ଯେଉଁଥିରେ ଦୁଇ ଦେଶ ମଧ୍ୟରେ ସୀମା ବିବାଦ ଏବଂ ସୈନ୍ୟ ପ୍ରତ୍ୟାହାର ନେଇ ଆଲୋଚନା ହୋଇଥିଲା। ଶାନ୍ତି ଓ ସହଯୋଗ ପାଇଁ ଭାରତ-ଚୀନ ସମ୍ପର୍କ ବଜାୟ ରଖିବାକୁ…
ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ ରୁଷ୍ ରାଷ୍ଟ୍ରପତି ପୁଟିନ
ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ । ଖୁବଶୀଘ୍ର ତାଙ୍କ ଗସ୍ତର ତାରିଖ ଚୂଡ଼ାନ୍ତହେବ । କ୍ରେମଲିନର ପ୍ରେସ୍ ସେକ୍ରେଟାରୀ ଦିମିତ୍ରୀ ପେସ୍କୋଭ ଆଜି ଏହି ସୂଚନା ଦେଇଛନ୍ତି। ପୁତିନଙ୍କ ଗସ୍ତ ଉପରେ ବିଶ୍ୱର ନଜର ରହିବ କାରଣ ଏହି ସମୟରେ ସେ ପିଏମ ମୋଦୀଙ୍କୁ…
ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ବ୍ରାଜିଲର ଜନେଇରୋରେ ମୋଦି
ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ବ୍ରାଜିଲର ରିଓ ଡି ଜନେଇରୋରେ ପହଞ୍ଚତ୍ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ଆମେରିକାର ବିଦାୟୀ ରାଷ୍ଟ୍ରପତି ଜୋ ବାଇଡେନ୍, ବ୍ରାଜିଲ ରାଷ୍ଟ୍ରପତି ଲୁଲା ଡା ସିଲ୍ଭା ଏବଂ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁରେରେସ୍ଙ୍କ ସମେତ ଅନେକ…
ମୋଦୀଙ୍କୁ ମିଳିଲା ନାଇଜେରିଆର ଦ୍ବିତୀୟ ସର୍ବୋଚ୍ଚ ସମ୍ମାନ
ମୋଦୀଙ୍କୁ ମିଳିଲା ନାଇଜେରିଆର ଦ୍ବିତୀୟ ସର୍ବୋଚ୍ଚ ସମ୍ମାନ । ଆଫ୍ରିକୀୟ ଦେଶ ନାଇଜେରିଆ ପକ୍ଷରୁ ନିଜର ଦ୍ୱିତୀୟ ସର୍ବୋଚ୍ଚ ଜାତୀୟ ପୁରସ୍କାର ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ନାଇଜରରେ ସମ୍ମାନିତ କରିଛି । ଏହି ସମ୍ମାନ ପାଇବାରେ ପ୍ରଧାନମନ୍ତ୍ରୀ ମୋଦୀ ହେଉଛନ୍ତି ଦ୍ୱିତୀୟ…
ସୁନା ବିକି ବିଟ୍କଏନ୍ କିଣିବ ଆମେରିକା
ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବିଶ୍ବର ଚର୍ଚ୍ଚିତ କ୍ରିପ୍ଟୋକରେନ୍ସି ବିଟ୍କଏନ୍କୁ ସମର୍ଥନ କରୁଥିବାରୁ ଆଗାମୀ ଦିନରେ ଏହାର ଲୋକପ୍ରିୟତା ବଢ଼ିବା ଆଶା କରାଯାଉଛି। ତେବେ କେବଳ ଟ୍ରମ୍ପ୍ ନୁହେଁ, ତାଙ୍କର ଜଣେ ଘନିଷ୍ଠ ସିନେଟର ସିନ୍ଥିଆ ଲୁମିସ୍ ବିଟ୍କଏନ୍କୁ…
ଇସ୍ରାଏଲର ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବାସଭବନ ଉପରକୁ ବୋମା ମାଡ଼
ଇସ୍ରାଏଲର ସିଜେରିଆରେ ଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ବାସଭବନ ଉପରକୁ ଦୁଇଟି ବୋମା ମାଡ଼ ହୋଇଥିଲା ଏବଂ ଏହା ଏକ ବଗିଚାରେ ବିସ୍ଫୋରଣ ହୋଇଛି। ଏହି ବୋମାମାଡ଼ ସମୟରେ ନେତନ୍ୟାହୁ କିମ୍ବା ତାଙ୍କ ପରିବାରର କୌଣସି ସଦସ୍ୟ ଉପସ୍ଥିତ ନଥିଲେ ଏବଂ ବିସ୍ଫୋରଣରେ କୌଣସି…
ନାଇଜେରିଆରେ ମୋଦିଙ୍କୁ ଭବ୍ୟ ସ୍ବାଗତ
୬ ଦିନିଆ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ୬ ଦିନିଆ ଗସ୍ତରେ ତିନୋଟି ଦେଶ ନାଇଜେରିଆ, ବ୍ରାଜିଲ ଓ ଗୁଏନା ଯିବେ । ପ୍ରଥମେ ନାଇଜେରିଆର ରାଜଧାନୀ ଆବୁଜାରେ ପହଞ୍ଚିଛନ୍ତି ମୋଦି । ସେଠାରେ ପହଞ୍ଚିବା ପରେ ନାଇଜେରିଆ ରାଷ୍ଟ୍ର ମୁଖ୍ୟ ମୋଦିଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ।…
ନାଇଜେରିଆ, ବ୍ରାଜିଲ ଏବଂ ଗୁୟାନାକୁ ପାଞ୍ଚ ଦିନିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନାଇଜେରିଆ, ବ୍ରାଜିଲ ଏବଂ ଗୁୟାନାକୁ ପାଞ୍ଚ ଦିନିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଷ୍ଟ୍ରପତି ବୋଲା ଅହମ୍ମଦ ତିନୁବୁଙ୍କ ଆମନ୍ତ୍ରଣ କ୍ରମେ ମୋଦୀଙ୍କର ଏହା ପ୍ରଥମ ନାଇଜେରିଆ ଗସ୍ତ | ଏହି ଗସ୍ତକୁ ନେଇ ମୋଦୀ କହିଛନ୍ତି ଯେ ଆମର ରଣନୀତିକ ସହଭାଗିତା ଯାହାକି ଗଣତନ୍ତ୍ର…
ରାଗିଗଲେ ସାଂସଦ ଚିରିଦେଲେ ବିଲ୍
ନ୍ୟୁଜିଲ୍ୟାଣ୍ଡ ସଂସଦରେ ଅଜଗ ଘଟଣା ଦେଖିବାକୁ ମିଳିଛି । ସର୍ବକନିଷ୍ଠ ସାଂସଦ ହାନା ରାବିତି କ୍ଲର୍କଙ୍କ କାରାନାମା ଏବେ ସବୁଠି ଚର୍ଚ୍ଚା ସାଉଁଟିଛି । ଏକ ବିଲକୁ ସେ ଏଭଳି ଏକ ଢ଼ଙ୍ଗରେ ବିରୋଧ କରିଛନ୍ତି ଯାହା ଏବେ ଟ୍ରେଣ୍ଡିଂ ଖବରରେ ରହିଛି । ବିଲକୁ ପ୍ରଥମେ ବିରୋଧ କଲେ ମାରୋଇ ସାଂସଦ, ପରେ…
ଟ୍ରମ୍ପ ମୋ ବାପା – ପାକିସ୍ତାନ ଯୁବତୀ
ସୋସିଆଲ୍ ମିଡିଆରେ ଏକ ଭିଡିଓ ଏବେ ଖୁବ୍ ଜୋର୍ରେ ଭାଇରାଲ୍ ହେବାରେ ଲାଗିଛି। ସେଥିରେ ଜଣେ ଯୁବତୀ ନିଜକୁ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଝିଅ ବୋଲି କହୁଥିବାର ଶୁଣିବାକୁ ମିଳୁଛି। ଯୁବତୀ ଜଣକ କହୁଥିବାର ଶୁଣିବାକୁ ମିଳୁଛି, ‘‘ଡୋନାଲ୍ଡ ଟ୍ରମ୍ପ…