Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
World
All world wide news update will uploaded
୨୦୩୬ ଅଲିମ୍ପିକ୍ସ ଆୟୋଜନ କରିବ ଭାରତ
ଅଲିମ୍ପିକ୍ସ ୨୦୨୪ ପ୍ୟାରିସରେ ଖେଳାଯାଇଥିଲା । ଏହା ପରେ ୨୦୨୮ର ଅଲିମ୍ପିକ୍ସ ଯୁକ୍ତରାଷ୍ଟ୍ରର ଲସ ଆଞ୍ଜେଲସରେ ଖେଳାଯିବ । ଏହା ପରେ ୨୦୩୨ ଆୟୋଜନ ପାଇଁ ଦେଶ ଏବଂ ସହର ମଧ୍ୟ ଚୟନ କରାସରିଛି। କିନ୍ତୁ ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ ଯେ ୨୦୩୬ରେ ଅଲିମ୍ପିକ କେଉଁଠାରେ ଅନୁଷ୍ଠିତ ହେବ।…
ଆଜି ବିଶ୍ଵ ସୁନାମି ସଚେତନତା ଦିବସ
ପ୍ରତିବର୍ଷ ନଭେମ୍ବର ୫ରେ ବିଶ୍ୱ ସୁନାମି ସଚେତନତା ଦିବସ ପାଳନ କରାଯାଏ। ସୁନାମି ବିଷୟରେ ସଚେତନତା ବୃଦ୍ଧି କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏହି ଦିବସରେ ସୁନାମିର ପ୍ରକୋପରୁ କିପରି ଲୋକଙ୍କ ଜୀବନ ରକ୍ଷା କରାଯାଇପାରିବ ସେ ବିଷୟରେ କୁହାଯାଇଥାଏ। ମିଳିତ ଜାତିସଂଘର ସାଧାରଣ ସଭାର ୨୨…
ଏୟାରଷ୍ଟ୍ରାଇକ୍ରେ ହେଜ୍ବୋଲ୍ଲାର ମୋଷ୍ଟୱାନନ୍ଟେଡ କମାଣ୍ଡର ଅବୁ ଅଳି ରିଡା ନିହତ
ଇସ୍ରାଏଲୀ ସେନାର ଏୟାରଷ୍ଟ୍ରାଇକ୍ରେ ହେଜ୍ବୋଲ୍ଲାର ଶୀର୍ଷ କମାଣ୍ଡର ଅବୁ ଅଲି ରିଡା ନିହତ ହୋଇଥିବା ଜେରୁଜେଲମ୍ କହିଛି। ଦକ୍ଷିଣ ଲେବାନନ୍ରେ ଇସ୍ରାଏଲୀ ସେନା ବିରୋଧରେ ରକେଟ ଏବଂ ଟ୍ୟାଙ୍କ୍ ବିଧ୍ୱଂସୀ ମିଶାଇଲ ଆକ୍ରମଣ ଯୋଜନା ରିଡା କରିଥିଲେ। ଏୟାରଷ୍ଟ୍ରାଇକ୍ରେ ତାଙ୍କର ମୃତ୍ୟୁ…
କାନାଡାରେ ହିନ୍ଦୁ ମନ୍ଦିର ଭାଙ୍ଗିବା ସହ ହିନ୍ଦୁମାନଙ୍କ ଉପରକୁ ଆକ୍ରମଣ
କାନାଡାରେ ହିନ୍ଦୁ ମନ୍ଦିରକୁ ଟାର୍ଗେଟ୍ । ଖଲିସ୍ତାନୀମାନେ ବ୍ରମ୍ପଟନରେ ହିନ୍ଦୁସଭା ମନ୍ଦିରକୁ ଆକ୍ରମଣ କରିବା ସହ କିଛି କର୍ମକର୍ତ୍ତାଙ୍କୁ ଠେଲାପେଲା କରି ମାଡ ମାରିଛନ୍ତି। ଏହାକୁ ନେଇ କାନାଡା ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ନିନ୍ଦା କରାଯିବା ସହ କଡା ପ୍ରତିକ୍ରିୟା ପ୍ରକାଶ ପାଇଛି ।…
ଆମେରିକା ରାଷ୍ଟ୍ରପତି ନିର୍ବାଚନ ଆସନ୍ତାକାଲି
ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ରାଜନୀତି ସରଗରମ । ଆସନ୍ତାକାଲି ଭୋଟ । ସରିଛି ପ୍ରଚାର । ତେବେ ଆମେରିକୀୟ ଭୋଟର୍ମାନେ ଆଗୁଆ ମତଦାନରେ ନୂଆ ରେକର୍ଡ କରିଛନ୍ତି। ଭୋଟର୍ଙ୍କ ବଦଳୁଥିବା ମନୋଭାବ କିଏ ଜିତିବ ତାହା ବଡ଼ ପ୍ରଶ୍ନ ।
ଡେମୋକ୍ରାଟିକ୍ ଦଳ ପ୍ରାର୍ଥୀ କମଳା ହାରିସ…
କିଏ ଜିତିବ ଆମେରିକା ରାଷ୍ଟ୍ରପତି ନିର୍ବାଚନ ?
ଆମେରିକାରେ ଟ୍ରମ୍ପ -କମଳା ଲଢ଼େଇ । ଆଉ ଦିନକ ପରେ ଭୋଟ । ଟ୍ରମ୍ପ ଜିତିବା ନେଇ କିଛି ଗଣମାଧ୍ୟମ କହୁଥିବା ବେଳେ କମଳା ଜିତିବା ନେଇ କିଛି ଗଣମାଧ୍ୟମ କହୁଛନ୍ତି । ନଭେମ୍ବର ୫ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି । ଟ୍ରମ୍ପ ହେଉଛନ୍ତି ରିପବ୍ଲିକାନ ଦଳର ଏବଂ ଆମେରିକାର…
ଭାରତ-ଚୀନ ସେନା ପାଟ୍ରୋଲିଂ ଆରମ୍ଭ
ଡେପ୍ସାଙ୍ଗ ଓ ଡେମ୍ଚୋକ୍ରେ ଭାରତ-ଚୀନ ସେନା ପାଟ୍ରୋଲିଂ ଆରମ୍ଭ । LAC ବୁଝାମଣା ଅନୁସାରେ ଶେଷ ହୋଇଥିଲା ସେନା ପ୍ରତ୍ୟାହାର । ଡେପସାଙ୍ଗ ଓ ଡେମଚୋକରେ 4 ବର୍ଷ ପୂର୍ବରୁ ଯେପରି ପାଟ୍ରୋଲିଂ ହେଉଥିଲା, ସେହି ଧାରା ପୁନଃ ଆରମ୍ଭ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଚୀନ୍…
ଇସ୍ରାଏଲର ତୁହାକୁତୁହା ବୋମାବର୍ଷା
ଉତ୍ତର ଗାଜାରେ ବେତ୍ ଲାହିୟା ଅଞ୍ଚଳରେ ଇସ୍ରାଏଲ ସେନା ମଙ୍ଗଳବାର ଘନ ଘନ ଆକ୍ରମଣ କରିଛି। ଏଠାକାର ଏକ ପାଞ୍ଚ ମହଲା ବିଶିଷ୍ଟ କୋଠାକୁ ବୋମା ମାଡ଼ କରି ଧ୍ବସ୍ତ କରି ଦିଆଯାଇଥିଲା ବେଳେ ଏହି ଘଟଣାରେ ୨୪ ଶିଶୁଙ୍କ ସମେତ ୧୦୯ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି। ଏହାବ୍ୟତୀତ ଏହି ଘଟଣାରେ…
ଭାରତ-ଚୀନ୍ ସୀମାରେ ସେନା ପ୍ରତ୍ୟାହାର ଶେଷ
ଭାରତ-ଚୀନ୍ ସୀମାରେ ବିବାଦୀୟ ଅଂଚଳରୁ ଉଭୟ ଦେଶର ସେନା ପ୍ରତ୍ୟାହାର ପ୍ରକ୍ରିୟା ତ୍ବରାନ୍ବିତ ହୋଇଥିବା ବେଳେ ଡେପ୍ସାଙ୍ଗ ଓ ଡେମ୍ଚୋକରୁ ସେନା ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇଛି। ପ୍ରତିରକ୍ଷା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପୂର୍ବ ଲଦାଖର ଡେପ୍ସାଙ୍ଗ ଓ ଡେମ୍ଚୋକ ଅଞ୍ଚଳରୁ…