Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
World
All world wide news update will uploaded
ଆମେରିକା ଡେମୋକ୍ରାଟ୍ ନେତା ଭାବେ ନିର୍ବାଚିତ ହେଲେ କେନ୍ ମାର୍ଟିନ୍
ଆମେରିକାର ଡେମୋକ୍ରାଟ୍ମାନେ ୫୧ ବର୍ଷୀୟ ପ୍ରଗତିଶୀଳ ଆକ୍ଟିଭିଷ୍ଟ କେନ୍ ମାର୍ଟିନ୍ଙ୍କୁ ସେମାନଙ୍କ ନେତା ନିର୍ବାଚିତ କରିଛନ୍ତି। ଗତବର୍ଷ ରାଷ୍ଟ୍ରପତି ନିର୍ବାଚନରେ ଦଳୀୟ ପ୍ରାର୍ଥୀ ପରାଜିତ ହେବା ପରେ ସ୍ଥିତି ସୁଧାରିବା ପାଇଁ ମାର୍ଟିନ୍ ଦଳର ପୁନର୍ଗଠନ କରିବେ। ଏଥିସହିତ ରିପବ୍ଲିକାନ…
ଆମେରିକାର ଏୟାର ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ , 6 ମୃତ
ଆମେରିକାର ଏୟାର ଆମ୍ବୁଲାନ୍ସ ଦୁର୍ଘଟଣା ପରେ ସାମ୍ନାକୁ ଆସୁଛି ଗୋଟେ ପରେ ଗୋଟେ ଛାତିଥରା ଚିତ୍ର । ଦୁର୍ଘଟଣାଗ୍ରସ୍ତ ଏୟାର ଆମ୍ବୁଲାନ୍ସରେ ଥିବା ୬ ଜଣ ତ ଜୀବନ୍ତ ଜଳିଯାଇଛନ୍ତି ହେଲେ ତା ଭିତରେ ବି ଜଳିଯାଇଛନ୍ତି ମାଆ ଝିଅ । ଜୀବନ ମୃତ୍ୟୁ ସହ ସଂଘର୍ଷ କରୁଥିବା ଝିଅଟି ଚିକିତ୍ସିତ ହୋଇ…
ଆମେରିକାରେ ପୁଣି ବିମାନ ଦୁର୍ଘଟଣା, 6 ମୃତ
ଆମେରିକାରେ ପୁଣି ବିମାନ ଦୁର୍ଘଟଣା। ଫିଲାଡେଲଫିଆରେ ଦୁଇଟି ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଡାଣ ଭରିବାର ୩୦ ମିନିଟ ପରେ ଏଭଳି ଅଘଟଣ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁଇ ଦିନ ତଳେ ଆମେରିକାର ଦକ୍ଷିଣ ଡାକୋଟାରେ ବିମାନ ଦୁର୍ଘଟଣା ଘଟିଥିଲା। ଏଥିରେ ୬୭ ଜଣଙ୍କ…
ମଝି ଆକାଶରେ ଧକ୍କା ହେଲା ବିମାନ ଓ ହେଲିକପ୍ଟର, ମୃତକଙ୍କ ସଂଖ୍ୟା ୧୮କୁ ବୃଦ୍ଧି
ଆମେରିକାରେ ବଡ଼ ବିମାନ ଦୁର୍ଘଟଣା । ମଝି ଆକାଶରେ ଧକ୍କା ହେଲା ବିମାନ ଓ ହେଲିକପ୍ଟର । ରେଗନ ଏୟାରପୋର୍ଟ ନିକଟରେ ଘଟିଛି ଦୁର୍ଘଟଣା । ଆକାଶରେ ଅଘଟଣ ପରେ ନଦୀକୁ ଖସିପଡିଛି ବିମାନ। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ପ୍ରଥମରୁ ୨ ଜଣଙ୍କ ମୃତଶରୀର…
କାନାଡାର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଦୌଡ଼ରେ ଭାରତୀୟ ବଂଶୋଦ୍ଭବ ଲିବେରାଲ ପାର୍ଟି ନେତ୍ରୀ ରୁବି ଢାଲା
କାନାଡାର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଦୌଡ଼ରେ ଭାରତୀୟ ବଂଶୋଦ୍ଭବ ଲିବେରାଲ ପାର୍ଟି ନେତ୍ରୀ ରୁବି ଢାଲା ରହିଛନ୍ତି। ଭାରତ ସହ ସମ୍ପର୍କ ବଢ଼ାଇବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଜଣେ ବ୍ୟବସାୟୀ, ଚିକିତ୍ସକ ତଥା ୩ ଥର ପାର୍ଲାମେଣ୍ଟ ସଦସ୍ୟ ହୋଇଥିବା ରୁବିଙ୍କର କାନାଡା…
ବାଂଲାଦେଶ ସରକାରଙ୍କୁ ଦିଆଯାଉଥିବା ସମସ୍ତ ସହାୟତା ବନ୍ଦ କରିବେ ଟ୍ରମ୍ପ
ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବା ପରେ କ୍ରମାଗତ ଭାବେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଉଛି । ବାଂଲାଦେଶକୁ ବଡ ଝଟକା ଦେଇଛନ୍ତି ଟ୍ରମ୍ପ ପ୍ରଶାସନ । ମହମ୍ମଦ ୟୁନୁସଙ୍କ ନେତୃତ୍ୱାଧୀନ ବାଂଲାଦେଶ ସରକାରଙ୍କୁ ଦିଆଯାଉଥିବା ସମସ୍ତ ସହାୟତା ବନ୍ଦ…
ଆମେରିକାର ପ୍ରତିରକ୍ଷା ହେଲେ ମନ୍ତ୍ରୀପିଟ୍ ହେଗସେଥ
ପିଟ୍ ହେଗସେଥ ଆମେରିକାର ନୂଆ ପ୍ରତିରକ୍ଷା ମନ୍ତ୍ରୀ ହୋଇଛନ୍ତି। ଆମେରିକାର ସିନେଟ ପିଟ ହେଗସେଥଙ୍କ ନାମକୁ ଅନୁମୋଦନ କରିଛି। ପେଣ୍ଟାଗନର ନେତୃତ୍ୱ ନେବା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ମନୋନୀତ ପିଟ ବହୁତ କଷ୍ଟରେ ଅନୁମୋଦନ ପାଇଛନ୍ତି।
ପ୍ରକୃତରେ, ପିଟ ଜଣେ ମହିଳାଙ୍କୁ…
ଟ୍ରମ୍ପଙ୍କୁ କୋର୍ଟଙ୍କ ଝଟକା , ଜନ୍ମଜାତ ପ୍ରମାଣପତ୍ର ନେଇ ନୂଆ ନିୟମ ଉପରେ ରୋକ ଲଗାଇଛନ୍ତି କୋର୍ଟ
କ୍ଷମତାକୁ ଆସୁ ଆସୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୂଆ ନୂଆ ଆଇନ ଆଣୁଛନ୍ତି । ଯାହାକୁ ନେଇ ଆମେରିକା ସମେତ ସାରା ବିଶ୍ବର ବିତର୍କ ଆରମ୍ଭ ହୋଇଯାଇଛି । ଟ୍ରମ୍ପଙ୍କ ଦ୍ବିତୀୟ ଇନିଂସରେ ହ୍ବୂାଇଟହାଉସର କୋଠର ଆଭିମୁଖ୍ୟ ଦେଖିବାକୁ ମିଳୁଛି । ଓଭାଲ ଅଫିସରୁ ଟ୍ରମ୍ପ ଜାରି କରିଛନ୍ତି…
ଆକ୍ସନ ମୋଡରେ ଡୋନାଲ୍ଡ ଟ୍ରମ୍ପ
ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ହେବା ପରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି । ତାଙ୍କ ନିଷ୍ପତ୍ତିକୁ ନେଇ ସାରା ବିଶ୍ବରେ ଚର୍ଚା ହେଉଛି । ପ୍ରଥମ ଦିନରେ ସେ 78ଟି ନିଷ୍ପତ୍ତିକୁ ବାତିଲ କରିଥିଲେ। ଆମେରିକା-ମେକ୍ସିକୋ ସୀମାରେ ଏକ ଜାତୀୟ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି ।
ଏହା…
ଋଷିଆକୁ ଯୁଦ୍ଧ ସମାପ୍ତ କରିବାକୁ ଅନୁରୋଧ କଲେ ଡୋନାଲ୍ଡ ଟ୍ରମ୍ପ
ଡୋନାଲ୍ଡ ଟ୍ରମ୍ପ କ୍ଷମତା ଗ୍ରହଣ କରିବା ମାତ୍ରେ ସାରା ବିଶ୍ୱରେ ଚହଳ ପଡିଛି । କାରଣ ଶପଥ ଗ୍ରହଣ ପରେ ସେ ଏମିତି କିଛି ନିଷ୍ପତ୍ତି ନେଇଛନ୍ତି ଯାହାକୁ ନେଇ ଦୁଇ ମହାଶକ୍ତି ଥରି ଉଠିଛନ୍ତି । ଆମେରିକା ଦଖଲ କରିବା ପରେ ଟ୍ରମ୍ପଙ୍କ ମନୋଭାବ ଦେଖାଇବା ଆରମ୍ଭ କରିଛନ୍ତି । ଶପଥ ଗ୍ରହଣ ପରେ…