Trending
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
Browsing Category
World
All world wide news update will uploaded
ଅଯୋଧ୍ୟାର ଶ୍ରୀ ରାମଲାଲାଙ୍କ ଫଟୋ ଥିବା ବିଶ୍ୱର ପ୍ରଥମ ଡାକ ଟିକେଟ ଜାରି
ଲାଓ ପିଡିଆର୍ ପକ୍ଷରୁ ଅଯୋଧ୍ୟାର ଶ୍ରୀ ରାମଲାଲାଙ୍କ ଫଟୋ ଥିବା ଏକ ଡାକଟିକେଟ ଜାରି କରାଯାଇଛି। ବିଶ୍ୱର ପ୍ରଥମ ଦେଶ ଭାବେ ଏହା ଡାକଟିକେଟ ଜାରି କରିଛି। ତେବେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ଲାଓସ୍କୁ ଯାତ୍ରା ସମୟରେ ଏହି ଟିକେଟ ଜାରି କରାଯାଇଥିବା ବେଳେ ଏହା ଉଭୟ ଦେଶ…
ନିର୍ବାଚନ ଲଢ଼ିବେ ଇମ୍ରାନ୍
ପାକିସ୍ତାନର ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଏକଦା ବ୍ରିଟେନ୍ର ଅକ୍ସଫୋର୍ଡ ୟୁନିଭର୍ସିଟିରେ ପାଠ ପଢ଼ୁତ୍ଥିଲେ। ଇମ୍ରାନ୍ ଏବେ ଏହି ଖ୍ୟାତିସମ୍ପନ୍ନ ବିଶ୍ୱବିଦ୍ୟାଳୟର ଚାନ୍ସେଲର ପଦ ପାଇଁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ଅନ୍ଲାଇନ୍ ବାଲଟ୍ ଜରିଆରେ ଏହି…
ଟ୍ରମ୍ପଙ୍କ ଅଡୁଆ ବଢ଼ିଲା
ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ତାଙ୍କ ପତ୍ନୀ ମିଶେଲ ଓବାମା ମଧ୍ୟ ରାଷ୍ଟ୍ରପତି ପଦ ଲାଗି କମଲାଙ୍କ ସମର୍ଥନ କରିଛନ୍ତି। ନିଜର ‘ଏକ୍ସ’ରେ ପୋଷ୍ଟ କରି ଓବାମା କହିଛନ୍ତି ଯେ, ସେ ଏବଂ ତାଙ୍କ ପତ୍ନୀ ଭାବନ୍ତି ଯେ ତାଙ୍କ ବନ୍ଧୁ ଆମେରିକାର ଜଣେ ଭଲ…
ଭାରତ ଦେଲା କଡ଼ା ଜବାବ
ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ନାଟୋ ଶିଖର ସମ୍ମିଳନୀ ଆୟୋଜନ କରିଥିଲେ। ଏଥି ସହ ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ଗସ୍ତରେ ଥିଲେ। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁଷିଆ ଗସ୍ତକୁ ନେଇ ଭାରତ ମଧ୍ୟ ଆମେରିକାକୁ କଡା ବାର୍ତ୍ତା ଦେଇଛି। ପ୍ରଧାନମନ୍ତ୍ରୀ…
କମଲାଙ୍କୁ ଟ୍ରମ୍ପଙ୍କ ଟାର୍ଗେଟ
ଆମେରିକାରେ ରାଜନୈତିକ ତାପମାତ୍ରା ବୃଦ୍ଧି ପାଇଛି। ନେତାଙ୍କ ପରସ୍ପର ଉପରେ ରାଜନୈତିକ ଆକ୍ରମଣ ମଧ୍ୟ ତୀବ୍ର ହୋଇଛି। ଏହି ସମୟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ଟାର୍ଗେଟ କରିଛନ୍ତି।ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ…
ୟେଲୋଷ୍ଟୋନ ନ୍ୟାସନାଲ ପାର୍କରେ ବିସ୍ଫୋରଣ
ଆମେରିକା ୟେଲୋଷ୍ଟୋନ ନ୍ୟାସନାଲ ପାର୍କରେ ଘଟିଛି ବିରାଟ ବିସ୍ଫୋରଣ । ଏହି ନ୍ୟାସନାଲ ପାର୍କର ବିସ୍କୁଟ ବେସିନ ଅଞ୍ଚଳରେ ଗତକାଲି ଭୂତଳ ହାଇଡ୍ରୋ ଥର୍ମାଲ ବିସ୍ଫୋରଣ ଦେଖିବାକୁ ମିଳିଥିଲା ଏହାର ପ୍ରକୋପ କେତେ ଭୟଙ୍କର ରହିଥିଲା ତାହା ସୋସିଅ।।ଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓରୁ ଜଣା ପଡୁଛି…
ରୁଷ୍ ଓ ୟୁକ୍ରେନ ଯୁଦ୍ଧରେ ପରିବର୍ତ୍ତିତ
ରୁଷ୍ ଓ ୟୁକ୍ରେନ ଯୁଦ୍ଧରେ ପରିବର୍ତ୍ତିତ ହୋଇ ଏହା ମଧ୍ୟରେ ୮୮୦ ଦିନ ଅତିବାହିତ ହୋଇଗଲାଣି। ନାଟୋ ରାଷ୍ଟ୍ରଙ୍କ ଆର୍ଥିକ ଓ କୂଟନୈତିକ ବହିଷ୍କାର, ଯୁଦ୍ଧନିମନ୍ତେ ୟୁକ୍ରେନକୁ ଅସ୍ତ୍ରଶସ୍ତ୍ର ସହାୟତା, ମିଳିତ ଜାତିସଂଘର ଚାପ ସତ୍ତ୍ବେ ରୁଷ୍ ଏହି ଯୁଦ୍ଧରୁ ପଛଘୁଞ୍ଚା ଦେଇନାହିଁ। ଏହି…
‘ଚନ୍ଦ୍ରଯାନ-୧’ କରିଥିବା ଦାବି ହେଲା ସତ
ଭାରତ, ଆମେରିକା ଏବଂ ରୁଷିଆ ପରେ ଚାଇନା ମଧ୍ୟ ଚନ୍ଦ୍ର ପୃଷ୍ଠରେ ଅନେକ ମିଶନକୁ ଅବତରଣ କରିଛି। ବର୍ତ୍ତମାନ ଏଠାରୁ ବଡ଼ ଖବର ଆସିଛି। ଚାଇନାର ବୈଜ୍ଞାନିକମାନେ ଚନ୍ଦ୍ରପୃଷ୍ଠରେ ଜଳ ଅଣୁ ଆବିଷ୍କାର କରିଛନ୍ତି। ବିଶେଷ କଥା ହେଉଛି ଏନେଇ ଭାରତର ଚନ୍ଦ୍ରୟାନ -୧ ପୂର୍ବରୁ ସୂଚିତ କରିସାରିଛି। ଏବେ…
ଭିସା ବିନା ବିଶ୍ୱର ୫୮ଟି ଦେଶରେ ପ୍ରବେଶ କରିପାରିବେ ଭାରତୀୟ
ଭାରତୀୟମାନେ କୌଣସି ଭିସା ବିନା ବିଶ୍ୱର ୫୮ଟି ଦେଶରେ ପ୍ରବେଶ କରିପାରିବେ। ଲଣ୍ଡନରେ ମୁଖ୍ୟାଳୟ ଥିବା ହେନଲେ ପାସପୋର୍ଟ ଇଣ୍ଡେକ୍ସର ୨୦୨୪ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଭାରତର ପାସପୋର୍ଟ ଏହି ତାଲିକାରେ ୮୨ ତମ ସ୍ଥାନରେ ରହିଛି । ଭାରତୀୟ ପାସପୋର୍ଟରେ ଭାରତୀୟ ଏବେ ଇଣ୍ଡୋନେସିଆ,…
ନେପାଳରେ ବିମାନ ଦୁର୍ଘଟଣା
ନେପାଳର ରାଜଧାନୀ କାଠମାଣ୍ଡୁରେ ଉଡ଼ାଣ ସମୟରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ୧୯ ଜଣ ଯାତ୍ରୀ ଥିଲେ। ତେବେ ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ଏଥିସହିତ ବିମାନର ପାଇଲଟ ଗୁରୁତର ଆହତ ହୋଇଛନ୍ତି। ସେ ଚିକିତ୍ସିତ ହେଉଛନ୍ତି। ପାଇଲଟଙ୍କ ନାମ…