Trending
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
- ପହଲଗାମ ନରସଂହାରକୁ ପୂରିଲା ବର୍ଷେ: ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ, ‘ଅପରେସନ ସିନ୍ଦୂର’ର ସେହି ସଂକଳ୍ପକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
- ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର
- ୨୮ ଫେବୃଆରୀରୁ ୯ ଏଲପିଜି ଓ ୧ ଅଶୋଧିତ ତୈଳ ଜାହାଜ ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରିଛି
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ,ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ ରାଲି
- ‘ଫାଇଟର’ ସିକ୍ସେଲ ଆଣିବା ପାଇଁ ଆଗଧାଡ଼ିର ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କର ଯୋଜନା କରିଥିବା ଜଣାପଡ଼ିଛି
Browsing Category
World
All world wide news update will uploaded
ରୁଷ୍ କ୍ଷେପଣାସ୍ତ୍ର ମାଡ଼ରେ ୟୁକ୍ରେନର ୫୧ ମୃତ
ଆଜି ୟୁକ୍ରେନର ପୋଲଟଭା ପ୍ରଦେଶର ରାଜଧାନୀ ପୋଲଟଭା ସହରରେ ରୁଷ୍ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ କରିଛି। ଏଥିରେ ୫୧ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ୟୁକ୍ରେନର ସାମରିକ ଶିକ୍ଷା କେନ୍ଦ୍ର ଏବଂ ହସ୍ପିଟାଲ କ୍ଷତିଗ୍ରସ୍ତ ହୋଇଛି। ୟୁକ୍ରେନ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଏ…
ପ୍ରଥମ ଥର ପାଇଁ ଐତିହାସିକ ବ୍ରୁନେଇ ଯାତ୍ରା ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ପ୍ରଥମ ଥର ପାଇଁ ଐତିହାସିକ ବ୍ରୁନେଇ ଯାତ୍ରା ଆରମ୍ଭ କରିଛନ୍ତି। ଦୁଇ ଦେଶ ମଧ୍ୟରେ ୪୦ ବର୍ଷର କୂଟନୈତିକ ସଂପର୍କ ଥିବା ସତ୍ତ୍ବେ ମୋଦୀ ବ୍ରୁନେଇକୁ ମୋଦୀଙ୍କର ଏହା ପ୍ରଥମ ଐତିହାସିକ ଯାତ୍ରା।
ବ୍ରୁନେଇ ଗସ୍ତ ପରେ…
ମଙ୍ଗୋଲିଆ ଉପରେ ବିଶ୍ୱର ନଜର
ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମୋଙ୍ଗୋଲିଆରେ ପହଞ୍ଚିଛନ୍ତି। ଜାପାନ ସେନା ଉପରେ ସୋଭିଏତ୍ ମୋଙ୍ଗୋଲିଆ ସୈନ୍ୟମାନଙ୍କର ମିଳିତ ବିଜୟର ୮୫ ତମ ବାର୍ଷିକୀରେ ପୁଟିନଙ୍କ ଗସ୍ତ ଅନୁଷ୍ଠିତ ହେଉଛି। ମୋଙ୍ଗୋଲିଆ ରୁଷିଆର ପଡୋଶୀ ଦେଶ, ପୁଟିନ ସୋମବାର ସାରେ ମୋଙ୍ଗୋଲିଆର ରାଜଧାନୀ…
MOU ରଦ୍ଦ କରିବ ବଂଲାଦେଶ
ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଭାରତ ସହିତ ସ୍ବାକ୍ଷରିତ ବୁଝାମଣାପତ୍ର (ଏମଓୟୁ) ସମୀକ୍ଷା କରିପାରିବେ। ରବିବାର ବାଂଲାଦେଶ ବୈଦେଶିକ ମନ୍ତ୍ରୀ ତାହିଦ ହୁସେନ କହିଛନ୍ତି ଯେ ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ…
ପ୍ରତିଶୋଧ ନେଲା ରୁଷିଆ
ରୁଷିଆ ସେନା ଗୋଟିଏ ରାତିରେ ୧୫୮ଟି ୟୁକ୍ରେନୀୟ ଡ୍ରୋନ୍କୁ ଖସାଇ ଦେଇଥିବା ଏହାର ପ୍ରତିରକ୍ଷା ମନ୍ତ୍ରଣାଳୟ ରବିବାର କହିଛି। ପୂର୍ବରୁ ୟୁକ୍ରେନ୍ ସେନା କୁର୍ସ୍କ ଅଞ୍ଚଳରେ ପ୍ରବେଶ କରି ଆକ୍ରମଣ ଚଳାଇଥିବାବେଳେ ଏହାର ୪୬ଟି ଡ୍ରୋନ୍କୁ ରୁଷିଆର ଏୟାର ଡିଫେନ୍ସ ସିଷ୍ଟମ୍ ଖସାଇଦେଇଛି।…
ଜଳୁଛି ଇରାନ!
ଇରାନର ଏକ ଗାଁ ଜଳୁଛି! ଏଠାରେ ଥିବା ପାଣିପାଗ କେନ୍ଦ୍ର ଅଗଷ୍ଟ ୨୮ରେ ଏଠାକାର ତାପମାତ୍ରା ୮୨.୨ ଡିଗ୍ରୀ ସେଲସିୟସ ରେକର୍ଡ କରିଛି। ଯଦି ଏହା ସତ ତେବେ ଏହା ପୃଥିବୀର ସର୍ବାଧିକ ରେକର୍ଡ ହୋଇଥିବା ଉତ୍ତାପ ସୂଚକାଙ୍କରେ ପରିଣତ ହେବ। ଆମେରିକୀୟ ପାଣିପାଗ ବିଜ୍ଞାନୀ କଲିନ ମ୍ୟାକକାରି ଏହି…
ଗାଜା ଉପତ୍ୟକାରେ ଇସ୍ରାଏଲର ଆକ୍ରମଣ
ଗାଜା ଉପତ୍ୟକାରେ ଇସ୍ରାଏଲର ଆକ୍ରମଣରେ ୫୦ରୁ ଅଧିକ ନାଗରିକଙ୍କ ମୃତ୍ୟୁ ଘଟିଛି । ପାଲେଷ୍ଟାଇନ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷ ଏହା କହିଛନ୍ତି । ପୋଲିଓ ଟିକାକରଣ ଅଭିଯାନ ଆରମ୍ଭ ହେବା ପୂର୍ବରୁ ଇସ୍ରାଏଲ ଏଭଳି ଏକ ଆକ୍ରମଣ କରିଛି । ମିଳିତ ଜାତିସଂଘ ପକ୍ଷରୁ ପ୍ରାୟ ୬ ଲକ୍ଷ ୪୦ ହଜାର ଶିଶୁଙ୍କୁ…
ରୁଷରେ ବଡ ଅଘଟଣ; ଏମଆଇ-୮ଟି ହେଲିକପ୍ଟର ନିଖୋଜ
ରୁଷରେ ଏକ ବଡ ଅଘଟଣ ସାମ୍ନାକୁ ଆସିଛି। ରୁଷର ଏକ ହେଲିକପ୍ଟର କାମଚାତକାରେ ନିଖୋଜ ହୋଇଯାଇଛି। ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ନେଇ ଆଶଙ୍କା କରାଯାଉଛି। ଏମଆଇ-୮ଟି ହେଲିକପ୍ଟରରେ କ୍ରୁ ସଦସ୍ୟଙ୍କ ସମେତ ୨୨ ଜଣ ଥିଲେ।ମିଳିଥିବା ସୂଚନାନୁଯାୟୀ, ରୁଷର ଏମଆଇ-୮ଟି ହେଲିକପ୍ଟର ଶନିବାର ରୁଷର…
ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସରଗରମ
ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ବେଶ ସରଗରମ ରହିଛି । ରାଷ୍ଟ୍ରପତି ପଦ ପାଇଁ ଉଭୟ ପ୍ରାର୍ଥୀ – ଡୋନାଲ୍ଡ ଟ୍ରମ୍ପ ଏବଂ କମଲା ହାରିସ ରାଲିରେ ପରସ୍ପରକୁ ଟାର୍ଗେଟ କରୁଛନ୍ତି। ଏହି ସମୟରେ, ରିପବ୍ଲିକାନ ପ୍ରାର୍ଥୀ ଟ୍ରମ୍ପ ଶୁକ୍ରବାର ପେନସିଲଭାନିଆରେ ଏକ ରାଲି କରିଥିଲେ, ଯେଉଁଠାରେ…
ଜାପାନରେ ବାତ୍ୟା
ଜାପାନରେ ବାତ୍ୟା ‘ଶାନ୍ଶାନ୍’ ବିନାଶ ଘଟାଇଛି। ପ୍ରବଳ ପବନ ଓ ବର୍ଷା ଯୋଗୁ ଭୂସ୍ଖଳନ ମଧ୍ୟ ଘଟିଛି। ବର୍ତ୍ତମାନ ସୁଦ୍ଧା ଅତି କମରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ବିପଦକୁ ଦୃଷ୍ଟିରେ ରଖି ୫୦ ଲକ୍ଷରୁ ଅଧିକ ଲୋକଙ୍କୁ ଘର ଖାଲି କରି ସୁରକ୍ଷିତ ସ୍ଥାନକୁ…